Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏମର୍ଜିଂ ଏସିଆ କପ୍ ଫାଇନାଲ: କିଛି ସମୟ ପରେ ଲଢିବେ ଭାରତ-ପାକିସ୍ତାନ
ଆଜିର ଖବର

ଏମର୍ଜିଂ ଏସିଆ କପ୍ ଫାଇନାଲ: କିଛି ସମୟ ପରେ ଲଢିବେ ଭାରତ-ପାକିସ୍ତାନ

July 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଏସୀୟ କ୍ରିକେଟ୍ ର ମହାକୁମ୍ଭ ଅଗଷ୍ଟ ୩୦ ତାରିଖରୁ ଆରମ୍ଭ ହେବ। ୨୦୨୩ ଏସିଆ କପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ସେପ୍ଟେମ୍ବର ୨ ତାରିଖରେ ଏକ ବଡ଼ ମ୍ୟାଚ୍ ଖେଳାଯିବ। ୨୦୨୩ ଏସିଆ କପ୍ ପାକିସ୍ତାନ ଏବଂ ଶ୍ରୀଲଙ୍କାରେ ଅନୁଷ୍ଠିତ ହେବ। ଏହାପୂର୍ବରୁ ଶ୍ରୀଲଙ୍କାରେ ୨୦୨୩ ଏମର୍ଜିଂ ଏସିଆ କପ୍ ମ୍ୟାଚ୍ ଖେଳାଯାଉଛି। ଆଜି ଏହି ଟୁର୍ଣ୍ଣାମେଣ୍ଟ ଫାଇନାଲ ମ୍ୟାଚ ଖେଳାଯିବ।

ଭାରତ-ଏ ଏବଂ ପାକିସ୍ତାନ-ଏ ଦଳ ୨୦୨୩ ଏମର୍ଜିଂ ଏସିଆ କପ୍ ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ନିଜ ନିଜ ସେମିଫାଇନାଲ ମ୍ୟାଚରେ ଆକର୍ଷଣୀୟ ବିଜୟ ପଞ୍ଜିକରଣ କରିଛନ୍ତି। ବର୍ତ୍ତମାନ ଉଭୟ ଦଳ ଆସନ୍ତାକାଲି ଟାଇଟଲ୍ ମ୍ୟାଚ୍ ଖେଳିବେ।

ଫାଇନାଲ ମ୍ୟାଚର ସମ୍ପୂର୍ଣ୍ଣ ବିବରଣୀ:

ଏବେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏମର୍ଜିଂ ଏସିଆ କପ୍ ର ଫାଇନାଲ ମ୍ୟାଚ୍ ଖେଳାଯିବ। ଭାରତର ସମୟ ଅନୁଯାୟୀ ଏହି ମ୍ୟାଚ୍ ଅପରାହ୍ନ ୨ ଟାରୁ ଆରମ୍ଭ ହେବ। ଆପଣ ଷ୍ଟାର ସ୍ପୋର୍ଟସ-୧ ହିନ୍ଦୀରେ ଇଣ୍ଡିଆ ଏ ଏବଂ ପାକିସ୍ଥାନ ଏ ମ୍ୟାଚ୍ ସିଧା ପ୍ରସାରଣ ଦେଖିପାରିବେ।

ଏମର୍ଜିଂ ଏସିଆ କପ୍ ଫାଇନାଲ ମ୍ୟାଚ ଭାରତ-ପାକିସ୍ତାନ
Share. Facebook Twitter LinkedIn Email WhatsApp Copy Link

Related Posts

IPL 2026 କାର୍ଯ୍ୟସୂଚୀ ସମ୍ପର୍କରେ ବଡ଼ ଅପଡେଟ୍: ଏହି ଦିନ ଘୋଷଣା ହେବ ତାରିଖ

February 24, 2026

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026

କେରଳ ଏବେ ‘କେରଳମ’ ଭାବରେ ପରିଚିତ ହେବ: ନୂତନ ନାମକୁ ମୋଦି କ୍ୟାବିନେଟ୍ ର ମଞ୍ଜୁରୀ

February 24, 2026
Latest News

IPL 2026 କାର୍ଯ୍ୟସୂଚୀ ସମ୍ପର୍କରେ ବଡ଼ ଅପଡେଟ୍: ଏହି ଦିନ ଘୋଷଣା ହେବ ତାରିଖ

February 24, 2026

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026

କେରଳ ଏବେ ‘କେରଳମ’ ଭାବରେ ପରିଚିତ ହେବ: ନୂତନ ନାମକୁ ମୋଦି କ୍ୟାବିନେଟ୍ ର ମଞ୍ଜୁରୀ

February 24, 2026

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.