
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ୱାଧୀନତା ସଂଗ୍ରାମୀ ଚନ୍ଦ୍ରଶେଖର ଆଜାଦାଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।
ଏକ ଟୁଇଟରେ ପ୍ରଧାନମନ୍ତ୍ରୀ କରି କହିଛନ୍ତି ଯେ, ‘ଦେଶର ମହାନ ସୁପୁତ୍ର ଚନ୍ଦ୍ରଶେଖର ଆଜାଦଙ୍କୁ ତାଙ୍କ ଜୟନ୍ତୀରେ କୋଟି କୋଟି ପ୍ରଣାମ। ମାତୃଭୂମିର ରକ୍ଷା ପାଇଁ ତାଙ୍କ ବଳିଦାନର କାହାଣୀ ସର୍ବଦା ଦେଶବାସୀଙ୍କୁ ପ୍ରେରିତ କରିବ।’