Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜ ଅଧ୍ୟାପକ ଥାନାରେ ଅଟକ
ଆଜିର ଖବର

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜ ଅଧ୍ୟାପକ ଥାନାରେ ଅଟକ

July 23, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୁଧାକର ମିଶ୍ର
ନୟାଗଡ: ଛାତ୍ରୀଙ୍କୁ ଅସଦାଚରଣ ଓ ଦୁଷ୍କର୍ମ ଅଭିଯୋଗରେ ନୟାଗଡ କଲେଜର ଅଧ୍ୟାପକଙ୍କୁ ନୟାଗଡ ଟାଉନ ଥାନା ପୋଲିସ ଗିରଫ କରିଛି। ଅଧ୍ୟାପକ ଜଣକ କଲେଜର ଛାତ୍ରୀଙ୍କୁ ପ୍ରଥମେ ପ୍ରେମ ନିବେଦନ କରିଥିଲେ। ଛାତ୍ରୀ ଜଣକ ରାଜି ନ ହେବାରୁ ଛାତ୍ରୀଙ୍କର କିଛି ଗୁପ୍ତ ଫଟୋ ସୋସିଆଲ ମିଡ଼ିଆରେ ଭାଇରାଲ କରିଥିଲେ। ଏହାକୁ ନେଇ ଛାତ୍ରୀଙ୍କ ଅଭିଭାବକ ପକ୍ଷରୁ ନୟାଗଡ ଟାଉନ ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା। ଏହା ପରେ ଟାଉନ ଥାନା ପୋଲିସ ଅଧ୍ୟାପକଙ୍କୁ ଗିରଫ କରି ତଦନ୍ତ ଚଳାଇଥିଲା। ଛାତ୍ରୀଙ୍କୁ ନୟାଗଡ ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀମାଇନା କରାଯାଇଛି।

ଏନେଇ ନୟାଗଡ ଟାଉନ ଥାନାରେ କେସ ନ୧୨୮/୨୩ ମାମଲା ରୁଜ୍ଜୁ କରି କୋର୍ଟ ଚାଲାଣ କରାଯାଇଥିବା ନୟାଗଡ ଟାଉନ ଥାନା ଆଇଆଇସି ଦିଗବିଜୟ ବିଶ୍ଵାଳ ପ୍ରକାଶ କରିଛନ୍ତି। ଏହିପରି ଶିକ୍ଷକ ଶିକ୍ଷକ ଜାତି ପାଇଁ କଳଙ୍କ ବୋଲି ବୁଦ୍ଧିଜୀବୀ ମହଲ ଓ ଜନସାଧାରଣଙ୍କ ମଧ୍ୟରେ ଚର୍ଚ୍ଚା ହେଉଛି।

କଲେଜ ଛାତ୍ରୀ ଛାତ୍ରୀଙ୍କୁ ଅସଦାଚରଣ ଦୁଷ୍କର୍ମ ଅଭିଯୋଗ
Share. Facebook Twitter LinkedIn Email WhatsApp Copy Link

Related Posts

ନବରଙ୍ଗପୁରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ‘କଳା ଉତ୍ସବ’

July 28, 2026

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026

ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ

July 28, 2026

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ହେବ ଫୁଲବାଣୀ ମେଡିକାଲ କଲେଜ

July 28, 2026
Latest News

ନବରଙ୍ଗପୁରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ‘କଳା ଉତ୍ସବ’

July 28, 2026

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026

ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ

July 28, 2026

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ନାମରେ ହେବ ଫୁଲବାଣୀ ମେଡିକାଲ କଲେଜ

July 28, 2026

‘ଆତ୍ମନିର୍ଭର ପଞ୍ଚାୟତ’ ଓ ‘ସମର୍ଥ’ ପୋର୍ଟାଲର ଶୁଭାରମ୍ଭ

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.