Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଖୋଲିଲା ଶ୍ରୀମନ୍ଦିରର ପଶ୍ଚିମ ଦ୍ବାର, ପ୍ରବେଶ କଲେ ପୁରୀ ବାସିନ୍ଦା
ଆଜିର ଖବର

ଖୋଲିଲା ଶ୍ରୀମନ୍ଦିରର ପଶ୍ଚିମ ଦ୍ବାର, ପ୍ରବେଶ କଲେ ପୁରୀ ବାସିନ୍ଦା

July 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
SriMandir
ଖୋଲିଲା ଶ୍ରୀମନ୍ଦିରର ପଶ୍ଚିମ ଦ୍ବାର, ପ୍ରବେଶ କଲେ ପୁରୀ ବାସିନ୍ଦା

ପୁରୀ: ଆଜି ଶ୍ରୀମନ୍ଦିରର ପଶ୍ଚିମ ଦ୍ବାର ଖୋଲାଯାଇଛି। ଫଳରେ ଆଜି ସକାଳୁ ପୁରୀ ବାସିନ୍ଦା ଏହି ଦ୍ବାର ଦେଇ ଶ୍ରୀଜିୟୁଙ୍କୁ ଦର୍ଶନ କରୁଛନ୍ତି। ବହୁଦିନ ଧରି ପୁରୀ ବାସିନ୍ଦା ଏ ନେଇ ଦାବୀ କରିଆସୁଥିଲେ। ହେଲେ ପ୍ରଶାସନ ତରଫରୁ କୌଣସି ପଦକ୍ଷେପ ନିଆଯାଇ ନ ଥିଲା। ହେଲେ ଗତକାଲି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଧାରଣା ଦେବା ପାଇଁ ଘୋଷଣା କରିବା ପରେ ପୁରୀ ପ୍ରଶାସନ ତତ୍ପରତା ପ୍ରକାଶ କରିଛି।

ବର୍ତ୍ତମାନ ପୁରୀ ବାସିନ୍ଦା ସେମାନଙ୍କର ପରିଚୟ ପତ୍ର ଦେଖାଏ ସେହି ଦ୍ବାର ଦେଇ ମନ୍ଦିର ପ୍ରବେଶ କରିପାରିବେ। ପରିଚୟ ପତ୍ର ନ ଆଣିଲେ ସେମାନଙ୍କୁ ଭିତରକୁ ଛଡାଯିବ ନାହିଁ ବୋଲି ନିଷ୍ପତି କରାଯାଇଛି।

srimandir ଜଗନ୍ନାଥ ଶ୍ରୀମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

Odisha Budget 2026: ଓଡିଶା ବଜେଟ 2026, ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ??

February 20, 2026

ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

February 20, 2026

ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ, ଏଥର ୩ ଲକ୍ଷ ୧୦ ହଜାର କୋଟି ଟଙ୍କା

February 20, 2026

ଆସନ୍ତା ରବିବାର ସନ୍ଧ୍ୟା ୬:୩୦ରୁ ଜୀ ସାର୍ଥକରେ ଓଡିଆ ଚଳଚ୍ଚିତ୍ର “ଇନ୍ସପେକ୍ଟର ସନା” 

February 20, 2026
Latest News

Odisha Budget 2026: ଓଡିଶା ବଜେଟ 2026, ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ??

February 20, 2026

ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

February 20, 2026

ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ, ଏଥର ୩ ଲକ୍ଷ ୧୦ ହଜାର କୋଟି ଟଙ୍କା

February 20, 2026

ଆସନ୍ତା ରବିବାର ସନ୍ଧ୍ୟା ୬:୩୦ରୁ ଜୀ ସାର୍ଥକରେ ଓଡିଆ ଚଳଚ୍ଚିତ୍ର “ଇନ୍ସପେକ୍ଟର ସନା” 

February 20, 2026

ବ୍ରହ୍ମପୁର ରେଳ ଷ୍ଟେସନର ପୁନଃବିକାଶକୁ ମଞ୍ଜୁରୀ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.