Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମଦନ ଦାସ ଦେବୀଙ୍କ ନିଧନରେ ରାଜ୍ୟ ବିଜେପିର ଶୋକ
ଆଜିର ଖବର

ମଦନ ଦାସ ଦେବୀଙ୍କ ନିଧନରେ ରାଜ୍ୟ ବିଜେପିର ଶୋକ

July 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱୟଂସେବକ ସଙ୍ଘର ପୂର୍ବତନ ସହ ସରକାର୍ଯ୍ୟବାହ ମଦନ ଦାସ ଦେବୀଙ୍କ ୮୧ ବର୍ଷ ବୟସରଙ୍କ ପରଲୋକ ହୋଇଛି। ଅସୁସ୍ଥତା କାରଣରୁ ଦୀର୍ଘଦିନ ଧରି ଚିକିତ୍ସିତ ହେଉଥିବା ସ୍ୱର୍ଗତଃ ମଦନ ଜୀଙ୍କ ବାଙ୍ଗାଲୋରଠାରେ ନିଧନ ଘଟିଛି। ସ୍ୱର୍ଗତଃ ମଦନଜୀ ତାଙ୍କ ଜୀବଦଶାରେ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ର ଅଖିଳ ଭାରତୀୟ ସଂଗଠନ ମନ୍ତ୍ରୀ ବାବେ ଏକ ସଶକ୍ତ ଛାତ୍ର ଓ ଶିକ୍ଷକ ସଂଗଠନ ଗଢି ତୋଳିବାରେ ପ୍ରମୁଖ ଭୁମିକା ଗ୍ରହଣ କରିଥିଲେ।

ପରବର୍ତୀ ସମୟରେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘରେ ପ୍ରଚାରକ ଭାବେ କାର୍ଯ୍ୟାରମ୍ଭ କରି ସହ ସରକାର୍ଯ୍ୟବାହ ଦାୟୀତ୍ୱକୁ ସୁଚାରୁ ରୂପେ ନିର୍ବାହ କରିଥିଲେ। ତାଙ୍କ ଆଦର୍ଶ ଓ ମାର୍ଗଦର୍ଶନରେ ଅନେକ ଛାତ୍ର ଓ ଯୁବକ ରାଷ୍ଟ୍ର ସେବା ପାଇଁ ପ୍ରେରଣା ପାଇଥିଲେ। ସ୍ୱର୍ଗତଃ ମଦନଜୀଙ୍କ ବିୟୋଗରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲ, ବିରୋଧୀ ଦଳ ନେତା ଶ୍ରୀ ଜୟନାରାୟଣ ମିଶ୍ରଙ୍କ ସମେତ ଅନେକ ନେତୃବୃନ୍ଦ ଗଭୀର ଶୋକ ବ୍ୟକ୍ତି କରିଛନ୍ତି।

ରାଷ୍ଟ୍ର ସେବାରେ ସମର୍ପିତ ସ୍ୱର୍ଗତ ମଦନ ଜୀ ଆମ ସମସ୍ତଙ୍କ ପାଇଁ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିବେ ବୋଲି ଶୋକ ବ୍ୟକ୍ତ କରି ଶ୍ରୀ ସାମଲ କହିଛନ୍ତି। ଅମର ଆତ୍ମାର ସଦଗତି କାମନା କରିବା ସହିତ ଏଭଳି ଦୁଖଦଃ ସମୟରେ ତାଙ୍କ ଆତ୍ମୀୟ ଓ ବନ୍ଧୁଜନଙ୍କୁ ଅସୀମ ଧର୍ଯ୍ୟ ପ୍ରଦାନ କରିବା ପାଇଁ ପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଶ୍ରୀ ସାମଲ ପ୍ରାର୍ଥନା କରିଛନ୍ତି।

ଏବିଭିପି ବାଙ୍ଗାଲୋର ମଦନ ଦାସ ଦେବୀ ରାଷ୍ଟ୍ରୀୟ ସ୍ୱୟଂସେବକ ସଙ୍ଘ
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ସୁରକ୍ଷିତ ଟ୍ରେନ୍ ପରିଚାଳନା ସୁନିଶ୍ଚିତ କରିଥିବା ଚାରି ରେଳ କର୍ମଚାରୀଙ୍କୁ ପୂର୍ବତଟ ରେଳପଥର ସମ୍ମାନ

February 23, 2026
Latest News

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମାନବ-କୈନ୍ଦ୍ରିକ ଏଆଇ ଯାତ୍ରା

February 23, 2026

ଭାରତୀୟ ବାୟୁସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ବନ୍ଦ ହେଲା ତେଜସ୍ ଲଢ଼ୁଆ ବିମାନର ଉଡ଼ାଣ

February 23, 2026

ଜାତୀୟ ମୁଦ୍ରୀକରଣ ପାଇପଲାଇନ୍‌ ୨.୦ର ଶୁଭାରମ୍ଭ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

February 23, 2026

ଗଞ୍ଜାମରେ ଜନଗଣନା–୨୦୨୭ ର ‘ହାଉସ୍ ଲିଷ୍ଟିଙ୍ଗ ଓ ହାଉସିଂ ସେନସସ୍’ ସମ୍ପର୍କିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

February 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.