Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଙ୍ଗଳା ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା, ରାମ ନବମୀରେ ହିଂସା ଘଟଣାର ଯାଞ୍ଚ କରିବ ଏନଆଇଏ
ଆଜିର ଖବର

ବଙ୍ଗଳା ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା, ରାମ ନବମୀରେ ହିଂସା ଘଟଣାର ଯାଞ୍ଚ କରିବ ଏନଆଇଏ

July 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଚଳିତ ବର୍ଷ ପଶ୍ଚିମବଙ୍ଗରେ ରାମ ନବମୀ ଶୋଭାଯାତ୍ରା ସମୟରେ ହିଂସା ମାମଲାରେ ସୁପ୍ରିମକୋର୍ଟଙ୍କ ଠାରୁ ମମତା ସରକାରଙ୍କୁ ଏକ ବଡ ଝଟକା ଲାଗିଛି। କଲିକତା ହାଇକୋର୍ଟଙ୍କ ଆଦେଶକୁ ସୁପ୍ରିମକୋର୍ଟ ବଳବତ୍ତର ରଖିଛନ୍ତି। ଜାତୀୟ ତଦନ୍ତ ଏଜେନ୍ସି (ଏନଆଇଏ) କୁ ହସ୍ତାନ୍ତର କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ସୁପ୍ରିମକୋର୍ଟରେ କଲିକତା ହାଇକୋର୍ଟଙ୍କ ଏହି ଆଦେଶକୁ ରାଜ୍ୟ ସରକାର ଚ୍ୟାଲେଞ୍ଜ କରିଥିଲେ। ପଶ୍ଚିମବଙ୍ଗ ସରକାରଙ୍କ ଆବେଦନ ଉପରେ ବିଚାର କରିବାକୁ କୋର୍ଟ ମନା କରି ଦେଇଛନ୍ତି।

ଏନଆଇଏ ରାମ ନବମୀ ସୁପ୍ରିମକୋର୍ଟ ହିଂସା ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ସିନେକ୍ରିଟିକ୍‌ ର ମନୋଜ୍ଞ ସଂଗୀତ ସନ୍ଧ୍ୟା-ସ୍ମୃତିରେ ସ୍ମୃତିରେ ଅଭୁଲା ଗୀତ

June 28, 2026

ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ

June 28, 2026

ଏମଏସଏମଇ କ୍ଷେତ୍ରର ଡିଜିଟାଲ୍ ରୂପାନ୍ତରକୁ ଗତି; ଉପରାଷ୍ଟ୍ରପତିଙ୍କ ଦ୍ୱାରା ନୂତନ ପଦକ୍ଷେପର ଶୁଭାରମ୍ଭ

June 28, 2026

‘ଭାରତ ଟ୍ୟାକ୍ସି’ ସେବାର ଶୁଭାରମ୍ଭ କଲେ ଅମିତ ଶାହ

June 28, 2026
Latest News

ସିନେକ୍ରିଟିକ୍‌ ର ମନୋଜ୍ଞ ସଂଗୀତ ସନ୍ଧ୍ୟା-ସ୍ମୃତିରେ ସ୍ମୃତିରେ ଅଭୁଲା ଗୀତ

June 28, 2026

ହଠାତ୍ ବିଦେଶ ଯିବାକୁ ପଡ଼ିଲେ କଣ କରିବେ? ମାତ୍ର ୧ରୁ ୩ ଦିନରେ ପାଇପାରିବେ ପାସପୋର୍ଟ, ଜାଣନ୍ତୁ ପ୍ରକ୍ରିୟା

June 28, 2026

ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ

June 28, 2026

ଏମଏସଏମଇ କ୍ଷେତ୍ରର ଡିଜିଟାଲ୍ ରୂପାନ୍ତରକୁ ଗତି; ଉପରାଷ୍ଟ୍ରପତିଙ୍କ ଦ୍ୱାରା ନୂତନ ପଦକ୍ଷେପର ଶୁଭାରମ୍ଭ

June 28, 2026

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରଦ୍ଧାଳୁମାନଙ୍କ ସୁବ୍ୟବସ୍ଥିତ ଯାତାୟାତ ପାଇଁ ମାର୍ଗଦର୍ଶିକା ଜାରି

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.