Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି
ଆଜିର ଖବର

ଆଜି ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

July 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
draupadi murmu
ଅକ୍ଟୋବର ୨୧ ରୁ ୨୪ ପର୍ଯ୍ୟନ୍ତ କେରଳ ଗସ୍ତ କରିବେ ରାଷ୍ଟ୍ରପତି: ଜାଣନ୍ତୁ କାର୍ଯ୍ୟକ୍ରମ

ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୫ରୁ ୨୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବେ।

୨୫ ଜୁଲାଇ ୨୦୨୩ ସନ୍ଧ୍ୟାରେ ରାଷ୍ଟ୍ରପତି ଅତୁଟ-ବନ୍ଧନ ପରିବାର ପକ୍ଷରୁ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହ ମତବିନିମୟ କରିବେ ଏବଂ ଭୁବନେଶ୍ୱରସ୍ଥିତ ରାଜଭବନ ପରିସରରେ ନୂଆ ଅଟ୍ଟାଳିକା  ପାଇଁ ଶିଳାନ୍ୟାସ କରିବେ।

୨୬ ଜୁଲାଇ ୨୦୨୩ରେ ରାଷ୍ଟ୍ରପତି କଟକ ଠାରେ ଓଡ଼ିଶା ହାଇକୋର୍ଟର ୭୫ତମ ବର୍ଷ ପୂର୍ତ୍ତି ସମାରୋହର ଉଦଯାପନୀ କାର୍ଯ୍ୟକ୍ରମରେ ଯୋଗ ଦେବେ। ସେହି ଦିନ ସେ ଏସସିବି ମେଡ଼ିକାଲ କଲେଜ ଓ ହସ୍ପିଟାଲ, କଟକର ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ଏବଂ କଟକ ସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ, ଓଡ଼ିଶାର ସମାବର୍ତ୍ତନ ସମାରୋହରେ ଯୋଗଦେବେ।

ଜୁଲାଇ ୨୭ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ରାଜଭବନ ପରିସରରେ ଅତି ପଛୁଆ ଜନଜାତି ସମୁଦାୟର ସଦସ୍ୟମାନଙ୍କ ସହିତ ମତବିନିମୟ କରିବେ। ସେହିଦିନ, ସେ ଚଳିତ ବର୍ଷର ପ୍ରଜାପିତା ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ବିଷୟବସ୍ତୁ, ‘‘ସକାରାତ୍ମକ ପରିବର୍ତ୍ତନର ବର୍ଷ’’ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିବେ। ଏହି କାର୍ଯ୍ୟକ୍ରମ ଅଧୀନରେ ଦେଶବ୍ୟାପୀ ଆଲୋଚନାଚକ୍ର ଓ ସମ୍ମିଳନୀ ଆୟୋଜନ କରାଯିବ। ଏଥିସହିତ ଭୁବନେଶ୍ୱର ତମାଣ୍ଡୋ ଦଶବାଟିଆ ଠାରେ ଏହାର ‘‘ଲାଇଟ୍‌ହାଉସ୍‌ କମ୍ପ୍ଲେକ୍ସ’’ ପାଇଁ ଶିଳାନ୍ୟାସ କରିବେ।

ଓଡିଶା ଗସ୍ତ ଓଡିଶା ହାଇକୋର୍ଟ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି
Share. Facebook Twitter LinkedIn Email WhatsApp Copy Link

Related Posts

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026

ଏବେ ସଞ୍ଚୟ ହେବ!: ଦେଶରେ ଶୁଭାରମ୍ଭ ହେଲା ପେଟ୍ରୋଲ ଅପେକ୍ଷା ୨୦ ଟଙ୍କା ଶସ୍ତା ଇନ୍ଧନ 

June 6, 2026

ବେଆଇନ ନିଶା କାରାବାର ବିରୋଧରେ ବାରମ୍ବାର ଚଢାଉ କରିବାକୁ ଅବକାରୀ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ

June 6, 2026

TMCକୁ ଝଟକା: ପୂର୍ବତନ ବିଧାୟକ ଶୌକତ ମୋଲ୍ଲା ଗିରଫ

June 6, 2026
Latest News

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026

ଏବେ ସଞ୍ଚୟ ହେବ!: ଦେଶରେ ଶୁଭାରମ୍ଭ ହେଲା ପେଟ୍ରୋଲ ଅପେକ୍ଷା ୨୦ ଟଙ୍କା ଶସ୍ତା ଇନ୍ଧନ 

June 6, 2026

ବେଆଇନ ନିଶା କାରାବାର ବିରୋଧରେ ବାରମ୍ବାର ଚଢାଉ କରିବାକୁ ଅବକାରୀ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ

June 6, 2026

TMCକୁ ଝଟକା: ପୂର୍ବତନ ବିଧାୟକ ଶୌକତ ମୋଲ୍ଲା ଗିରଫ

June 6, 2026

ପରିବାରକୁ ବନ୍ଧକ ରଖି ୨୫ ଲକ୍ଷରୁ ଅଧିକ ଟଙ୍କାର ସୁନା-ରୁପା ଲୁଟ୍

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.