Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଶ୍ଚିମବଙ୍ଗ ବିଧାୟକ ବିଷ୍ଣୁପଦ ରାୟଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ
ଆଜିର ଖବର

ପଶ୍ଚିମବଙ୍ଗ ବିଧାୟକ ବିଷ୍ଣୁପଦ ରାୟଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀଙ୍କ ଶୋକ

July 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପଶ୍ଚିମବଙ୍ଗ ବିଧାୟକ ବିଷ୍ଣୁପଦ ରାୟଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ପ୍ରଧାନମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ଯେ, ‘ପଶ୍ଚିମବଙ୍ଗ ବିଧାୟକ ବିଷ୍ଣୁପଦ ରାୟଙ୍କ ଅକାଳ ବିୟୋଗରେ ଦୁଃଖିତ। ସେ ଜଣେ ପରିଶ୍ରମୀ ବିଧାୟକ ଥିଲେ, ଯିଏ କି ଲୋକଙ୍କ ଆକାଂକ୍ଷା ପୂରଣ ପାଇଁ ଅନେକ ଉଦ୍ୟମ କରିଥିଲେ। ପଶ୍ଚିମବଙ୍ଗରେ ବିଜେପିକୁ ମଜଭୁତ କରିବା ପାଇଁ କଠିନ ପରିଶ୍ରମ କରିଥିଲେ। ତାଙ୍କ ପରିବାର ଏବଂ ସମର୍ଥକଙ୍କୁ ସମବେଦନା। ଓମ୍ ଶାନ୍ତି।’

ଦେହାନ୍ତ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀଙ୍କ ଶୋକ
Share. Facebook Twitter LinkedIn Email WhatsApp Copy Link

Related Posts

ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ସମାପ୍ତ ହେବ କି?: ଲୋକସଭାରେ ପ୍ରସ୍ତାବ ଦେଲେ ବିଜେପି ସାଂସଦ 

February 12, 2026

କଂଗ୍ରେସ ସାଂସଦ ପାପୁ ଯାଦବଙ୍କ ହାଜର ହେବ ପୂର୍ବରୁ ପାଟନା ସିଭିଲ୍ କୋର୍ଟକୁ ପୁଣି ଥରେ ବୋମା ଧମକ

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026

ଲାଲକିଲ୍ଲା ବିସ୍ଫୋରଣରେ ଜୈଶ-ଏ-ମହମ୍ମଦର ହାତ: UNSC ରିପୋର୍ଟକୁ ପାକିସ୍ତାନର ଆପତ୍ତି

February 12, 2026
Latest News

ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ସମାପ୍ତ ହେବ କି?: ଲୋକସଭାରେ ପ୍ରସ୍ତାବ ଦେଲେ ବିଜେପି ସାଂସଦ 

February 12, 2026

କଂଗ୍ରେସ ସାଂସଦ ପାପୁ ଯାଦବଙ୍କ ହାଜର ହେବ ପୂର୍ବରୁ ପାଟନା ସିଭିଲ୍ କୋର୍ଟକୁ ପୁଣି ଥରେ ବୋମା ଧମକ

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026

ଲାଲକିଲ୍ଲା ବିସ୍ଫୋରଣରେ ଜୈଶ-ଏ-ମହମ୍ମଦର ହାତ: UNSC ରିପୋର୍ଟକୁ ପାକିସ୍ତାନର ଆପତ୍ତି

February 12, 2026

ନାମିବିୟା ମ୍ୟାଚ୍ ପୂର୍ବରୁ ଟିମ୍ ଇଣ୍ଡିଆର ଫିଟନେସ୍ ସମ୍ବନ୍ଧୀୟ ଚିନ୍ତା: ପ୍ଲେଇଂ ଇଲେଭେନରେ ପରିବର୍ତ୍ତନ ସମ୍ଭବ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.