Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କଟକର ବିଭିନ୍ନ ଅଫିସ ଛୁଟି ଘୋଷଣା
ଆଜିର ଖବର

ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କଟକର ବିଭିନ୍ନ ଅଫିସ ଛୁଟି ଘୋଷଣା

July 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ କଟକର ବିଭିନ୍ନ ଅଫିସ ଛୁଟି ଘୋଷଣା

ଭୁବନେଶ୍ବର: ଆଜି ତିନିଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ରାଜଭବନରେ ରାତ୍ରୀ ଯାପନ କରିବା ପରେ ଆସନ୍ତାକାଲି ସେ କଟକ ଗସ୍ତ କରିବେ। କଟକରେ ସେ ଓଡିଶା ହାଇକୋର୍ଟର 75 ବର୍ଷ ପୁର୍ତ୍ତି ଉତ୍ସବରେ ମୁଖ୍ୟ ଅତିଥୀ ଭାବେ ଯୋଗଦେବେ। ଏହାପରେ ସେ କଟକ ମେଡିକାଲ କଲେଜର ବାର୍ଷିକ ଉତ୍ସବରେ ଯୋଗଦେବେ।

ଏଥିସହିତ ରାଷ୍ଟ୍ରପତି ଜାତୀୟ ଆଇନ ମହାବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେହିପରେ ସେ କଟକ ଚଣ୍ଡି ମନ୍ଦିର ଗସ୍ତ କରି ମାଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି। ତାଙ୍କର ସୁରକ୍ଷାକୁ ଦୃଷ୍ଟିରେ ରଖି ହାଇକୋର୍ଟ ନିକଟସ୍ଥ ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି। କେନ୍ଦ୍ରାଞ୍ଚଳ ଆରଡିସି ଏହି ଛୁଟି ଘୋଷଣା କରିଛନ୍ତି।

ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ
Share. Facebook Twitter LinkedIn Email WhatsApp Copy Link

Related Posts

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026

ଏଏନଆଇକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସାକ୍ଷାତକାର

February 18, 2026

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶି ପ୍ରତି ପ୍ରଭୁ ଗଣପତିଙ୍କ ରହିବ ଆଶୀର୍ବାଦ

February 18, 2026

ସୁପ୍ରିୟା ପଣ୍ଡାଙ୍କୁ ଦ୍ୱାଦଶ ‘ଜଗଦୀଶ କଥା ସମ୍ମାନ’: ‘ଜଗଦୀଶ ଯୁବ ସମ୍ମାନ’ ପାଇଲେ ଶାନ୍ତନୁ କୁମାର ନାୟକ

February 17, 2026
Latest News

ଆସାମ ନିର୍ବାଚନ ପୂର୍ବରୁ କଂଗ୍ରେସର ବଡ଼ ୱିକେଟର ପତନ: ବିଜେପିରେ ଯୋଗଦେବେ ଭୁପେନ ବୋରା

February 18, 2026

ଏଏନଆଇକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱତନ୍ତ୍ର ସାକ୍ଷାତକାର

February 18, 2026

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶି ପ୍ରତି ପ୍ରଭୁ ଗଣପତିଙ୍କ ରହିବ ଆଶୀର୍ବାଦ

February 18, 2026

ସୁପ୍ରିୟା ପଣ୍ଡାଙ୍କୁ ଦ୍ୱାଦଶ ‘ଜଗଦୀଶ କଥା ସମ୍ମାନ’: ‘ଜଗଦୀଶ ଯୁବ ସମ୍ମାନ’ ପାଇଲେ ଶାନ୍ତନୁ କୁମାର ନାୟକ

February 17, 2026

ଆସନ୍ତାକାଲି ଟ୍ଵିନ ସିଟିରେ ବନ୍ଦ ରହିବ ବିଦ୍ୟୁତ ଯୋଗାଣ: ଜାଣନ୍ତୁ ପ୍ରଭାବିତ ଅଞ୍ଚଳ ତାଲିକା ଏବଂ ସମୟ

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.