Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଇଲା ବ୍ଲକ ଆବଣ୍ଟନ ମାମଲାରେ ପୂର୍ବତନ ରାଜ୍ୟସଭା ସାଂସଦଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ
ଆଜିର ଖବର

କୋଇଲା ବ୍ଲକ ଆବଣ୍ଟନ ମାମଲାରେ ପୂର୍ବତନ ରାଜ୍ୟସଭା ସାଂସଦଙ୍କୁ ୪ ବର୍ଷ ଜେଲ ଦଣ୍ଡାଦେଶ

July 26, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟ ଛତିଶଗଡରେ କୋଇଲା ବ୍ଲକ ଆବଣ୍ଟନରେ ଅନିୟମିତତା ମାମଲାରେ ପୂର୍ବତନ ରାଜ୍ୟସଭା ସାଂସଦ ବିଜୟ ଦର୍ଡାଙ୍କୁ ୪ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହି ପରିପ୍ରେକ୍ଷୀରେ ତାଙ୍କ ପୁଅ ଦେବେନ୍ଦର ଦର୍ଡା ଏବଂ ଏମଏସ ଜେଏଲଡି ୟଭତମାଲ ଏନର୍ଜି ପ୍ରାଇଭେଟ ଲିମିଟେଡର ନିର୍ଦ୍ଦେଶକ ମନୋଜ କୁମାର ଜୟଶ୍ଵାଲଙ୍କୁ ମଧ୍ୟ ୪ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି।

ଏହି ମାମଲାରେ କୋର୍ଟ ପୂର୍ବତନ କୋଇଲା ସଚିବ ଏଚ୍.ସି ଗୁପ୍ତା, ଦୁଇ ବରିଷ୍ଠ ସରକାରୀ କର୍ମଚାରୀ କେ.ଏସ୍ କ୍ରୋଫା ଏବଂ କେସି ସମରିଆଙ୍କୁ ତିନି ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି।

ପୂର୍ବତନ କଂଗ୍ରେସ ରାଜ୍ୟସଭା ସାଂସଦ ବିଜୟ ଦର୍ଡା ଏବଂ ତାଙ୍କ ପୁଅ ଦେବେନ୍ଦ୍ର ଦର୍ଡାଙ୍କ ଉପରେ ରାଉସ୍ ଆଭେନ୍ୟୁ କୋର୍ଟ ମଧ୍ୟ ୧୫ ଲକ୍ଷ ଟଙ୍କା ଜରିମାନା କରିଛନ୍ତି। ମନୋଜ କୁମାର ଜୟଶ୍ଵାଲଙ୍କ ଉପରେ ୧୫ ଲକ୍ଷ ଟଙ୍କା ଜୋରିମାନା ମଧ୍ୟ ଲାଗୁ କରାଯାଇଛି। ପୂର୍ବତନ କୋଇଲା ସଚିବ ଏଚ୍.ସି ଗୁପ୍ତାଙ୍କୁ ତିନି ବର୍ଷ ଜେଲଦଣ୍ଡ ବ୍ୟତୀତ ୧୦ ହଜାର ଟଙ୍କା ଜରିମାନା କରାଯାଇଛି। ଏହି ମାମଲାରେ ଦୋଷୀଙ୍କୁ ସର୍ବାଧିକ ଦଣ୍ଡ ଦେବାକୁ ସିବିଆଇ ଦାବି କରିଛି।

ଛତିଶଗଡ ଜେଲ ଦଣ୍ଡାଦେଶ ଦିଲ୍ଲୀ ପୂର୍ବତନ ରାଜ୍ୟସଭା ସାଂସଦ ରାଉସ୍ ଆଭେନ୍ୟୁ କୋର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

“ପ୍ରଧାନମନ୍ତ୍ରୀ ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରୁନାହାଁନ୍ତି?”: ରାହୁଲ ଗାନ୍ଧୀଙ୍କ ବଡ଼ ଆକ୍ରମଣ

August 13, 2026

ମହଙ୍ଗା ପଡ଼ିଲା ନେତାଜୀଙ୍କ ଉପରେ ମନ୍ତବ୍ୟ: ବିଜେପି ସାଂସଦଙ୍କ ଉପରେ ହେଲା କାର୍ଯ୍ୟାନୁଷ୍ଠାନ

August 13, 2026

କାହିଁକି ବିଜେପିରେ ଯୋଗଦେଲେ ହରଭଜନ ସିଂହ?: କହିଲେ କାରଣ

August 13, 2026

ସୁଖବୀର ବାଦଲଙ୍କୁ ଆକ୍ରମଣ ପରେ ହରସିମରତ କୌର ବାଦଲଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

August 13, 2026
Latest News

“ପ୍ରଧାନମନ୍ତ୍ରୀ ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରୁନାହାଁନ୍ତି?”: ରାହୁଲ ଗାନ୍ଧୀଙ୍କ ବଡ଼ ଆକ୍ରମଣ

August 13, 2026

ମହଙ୍ଗା ପଡ଼ିଲା ନେତାଜୀଙ୍କ ଉପରେ ମନ୍ତବ୍ୟ: ବିଜେପି ସାଂସଦଙ୍କ ଉପରେ ହେଲା କାର୍ଯ୍ୟାନୁଷ୍ଠାନ

August 13, 2026

କାହିଁକି ବିଜେପିରେ ଯୋଗଦେଲେ ହରଭଜନ ସିଂହ?: କହିଲେ କାରଣ

August 13, 2026

ସୁଖବୀର ବାଦଲଙ୍କୁ ଆକ୍ରମଣ ପରେ ହରସିମରତ କୌର ବାଦଲଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

August 13, 2026

“ଗଞ୍ଜେଇ କାଣ୍ଡ” ପରେ ବଡ଼ ନିଷ୍ପତ୍ତି: ଏୟାର ଇଣ୍ଡିଆର ସମସ୍ତ ପାଇଲଟଙ୍କ ହେବା ଡ୍ରଗ୍ସ ପରୀକ୍ଷା

August 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.