Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା କ୍ଷୁଦ୍ରଶିଳ୍ପ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ୫ କୋଟି ଟଙ୍କାର ଲାଭାଂଶ ପ୍ରଦାନ
ଆଜିର ଖବର

ଓଡିଶା କ୍ଷୁଦ୍ରଶିଳ୍ପ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ୫ କୋଟି ଟଙ୍କାର ଲାଭାଂଶ ପ୍ରଦାନ

July 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡିଶା କ୍ଷୁଦ୍ରଶିଳ୍ପ ନିଗମ ପକ୍ଷରୁ ରାଜ୍ୟ ସରକାରଙ୍କୁ ୫ କୋଟି ଟଙ୍କାର ଲାଭାଂଶ ପ୍ରଦାନ କରାଯାଇଛି। ରାଜ୍ୟ ଶିଳ୍ପ ମନ୍ତ୍ରୀ ପ୍ରତାପ କେଶରୀ ଦେବ, କ୍ଷୁଦ୍ର ଶିଳ୍ପ ନିଗମର ଅଧ୍ୟକ୍ଷ ଚିନ୍ମୟ ସାହୁ, ପରିଚାଳନା ନିର୍ଦ୍ଦେଶକ ଦୀପଙ୍କର ମହାପାତ୍ର ପ୍ରମୁଖ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରି ୨୦୧୯-୨୦, ୨୦୨୦-୨୧ ଓ ୨୦୨୧-୨୨ ତିନି ବର୍ଷର ଲାଭାଂଶ ବାବଦରେ ୫ କୋଟି ୨ ଲକ୍ଷ ୬୬ ହଜାର ଟଙ୍କାର ଲାଭାଂଶ ପ୍ରଦାନ କରିଛନ୍ତି।

ଓଡିଶା କ୍ଷୁଦ୍ରଶିଳ୍ପ ନିଗମ ଲିମିଟେଡ ଏକ ରୌପ୍ୟ ବର୍ଗର ସାର୍ବଜନୀକ କ୍ଷେତ୍ରର ରାଜ୍ୟ ସରକାରଙ୍କ ଉଦ୍ୟୋଗ, ଯାହାକି କ୍ଷୁଦ୍ରଶିଳ୍ପର ପ୍ରତିଷ୍ଠା, ପ୍ରଚାର ଏବଂ ପ୍ରସାର ନିମନ୍ତେ ଅଂଗୀକାରବଦ୍ଧ। ସରକାରଙ୍କ ନିମନ୍ତେ ବିଭିନ୍ନ ସାମଗ୍ରୀର କ୍ରୟ କରିବାରେ ଏହା ପ୍ରମୁଖ ଭୂମିକା ଗ୍ରହଣ କରିଛି। ଏତଦ୍‌ବ୍ୟତୀତ ବିଭିନ୍ନ ଦୁର୍ଗମ ଅଞ୍ଚଳରେ ବିଦ୍ୟୁତିକରଣ ତଥା ନିର୍ମାଣ କାର‌୍ୟ୍ୟରେ ନିଜର ଅବଦାନ ମଧ୍ୟ ଦେଇଆସୁଅଛି।

ଏତଦ୍ବ୍ୟତୀତ କମ୍ପାନୀ ମାନଙ୍କର ସାମାଜିକ ଦାୟିତ୍ବ ପାଣ୍ଠିର ସୁବିନିଯୋଗରେ ସ୍କୁଲ ନିର୍ମାଣ, ପଶୁଧନ କେନ୍ଦ୍ର ନିର୍ମାଣ, ସ୍କୁଲ ଉପକରଣ କ୍ରୟ, ଜଳ ବିଶୋଧନ ଉପକରଣ କମ୍ପ୍ୟୁଟର କ୍ରୟ, ଫ୍ରିଜ ତଥା ବିଭିନ୍ନ କ୍ରୟ ମୋ ସ୍କୁଲ ଅଭିଯାନ। ଆଜି ବିଭିନ୍ନ କଲ୍ୟାଣ ଓ ବିକାଶ କାର‌୍ୟ୍ୟକ୍ରମ ମଧ୍ୟ ନିଗମ ପକ୍ଷରୁ କରାଯାଉଅଛି।

ଓଡିଶା କ୍ଷୁଦ୍ରଶିଳ୍ପ ନିଗମ ପ୍ରତାପ କେଶରୀ ଦେବ ରାଜ୍ୟ ସରକାର
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜାମ-ପୁରୀ ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଅତିକ୍ରମ କରିପାରେ ଅବପାତ: ୨୨ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

September 21, 2026

ପାଞ୍ଚ ଦିନିଆ ଆସାମ ଗସ୍ତରେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 21, 2026

ଆଜି ସେପ୍ଟେମ୍ବର ୨୧ ତାରିଖ ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

September 21, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026
Latest News

ଗଞ୍ଜାମ-ପୁରୀ ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଅତିକ୍ରମ କରିପାରେ ଅବପାତ: ୨୨ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

September 21, 2026

ପାଞ୍ଚ ଦିନିଆ ଆସାମ ଗସ୍ତରେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 21, 2026

ଆଜି ସେପ୍ଟେମ୍ବର ୨୧ ତାରିଖ ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

September 21, 2026

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.