Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧରାକୋଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ଭାରତୀୟ ଯବାନଙ୍କ ପ୍ରାଣହାନୀ
ଆଜିର ଖବର

ଧରାକୋଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ଭାରତୀୟ ଯବାନଙ୍କ ପ୍ରାଣହାନୀ

July 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆସିକା: ଧରାକୋଟ ଥାନା ବରଡ଼ାବିଲିରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ବସ୍‌ ଧକ୍କାରେ ଭାରତୀୟ ଯବାନଙ୍କ ମୃତ ହୋଇଛି। ମୃତ ଯବାନଙ୍କ ନାମ ଜିତେନ୍ଦ୍ର ପାଢ଼ୀ ବୋଲି ଜଣାପଡିଛି। ସେ ପଞ୍ଜାବରେ ବିଏସଏଫ ଯବାନ ଭାବେ କାର୍ଯ୍ୟକରୁଥିଲେ।

ସୂଚନା ଅନୁଯାୟୀ, ଜିତେନ୍ଦ୍ର ବାଇକ ଯୋଗେ ସୋରଡ଼ାରୁ ନିଜ ଗ୍ରାମ କୁଶରାବ ଯିବା ବେଳେ ଆସ୍କା ପଟରୁ ଆସୁଥିବା ସାଇକ୍ରିଷ୍ଣା ନାମକ ବସ୍ ସହ ତାଙ୍କର ମୁହାଁମୁହିଁ ଧକ୍କା ହୋଇଥିଲା। ଯାହା ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଥିଲା। ବର୍ତ୍ତମାନ ଧରାକୋଟ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ଧରାକୋଟ ଥାନା ପଞ୍ଜାବ ବିଏସଏଫ ଯବାନ ମର୍ମନ୍ତୁଦ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

NEET UG OMR ସିଟ୍ ବିବାଦ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଛଅ ପରୀକ୍ଷାର୍ଥୀ

August 4, 2026

ସାଂସଦ ଦିଲ୍ଲୀପ ରାୟଙ୍କ ସଂସଦରେ ପ୍ରଶ୍ନ, ଓଡ଼ିଶାରେ କେତେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର କାର୍ଯ୍ୟକ୍ଷମ ଅଛି?

August 4, 2026

ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମାଗଣା JEE ଏବଂ NEET କୋଚିଂ ପ୍ରଦାନ କରିବାକୁ ଦିଲ୍ଲୀ ସରକାରଙ୍କ ଘୋଷଣା

August 4, 2026

ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ 

August 4, 2026
Latest News

ସୌରଶକ୍ତି ଉତ୍ପାଦନ ବୃଦ୍ଧି ପାଇଁ ୭୫,୦୨୧ କୋଟି ବରାଦ, ସାଂସଦ ଦିଲ୍ଲୀପ ରାୟଙ୍କ ପ୍ରଶ୍ନରେ ମନ୍ତ୍ରୀଙ୍କ ଉତ୍ତର

August 4, 2026

NEET UG OMR ସିଟ୍ ବିବାଦ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଛଅ ପରୀକ୍ଷାର୍ଥୀ

August 4, 2026

ସାଂସଦ ଦିଲ୍ଲୀପ ରାୟଙ୍କ ସଂସଦରେ ପ୍ରଶ୍ନ, ଓଡ଼ିଶାରେ କେତେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର କାର୍ଯ୍ୟକ୍ଷମ ଅଛି?

August 4, 2026

ପଳାତକ ଅପରାଧୀଙ୍କ ବିରୋଧରେ ରଣନୀତି, ୩୬ଟି ଦେଶରୁ ୨୭୪ ଜଣଙ୍କୁ ଫେରାଇ ଅଣାଯାଇଛି

August 4, 2026

ସରକାରୀ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମାଗଣା JEE ଏବଂ NEET କୋଚିଂ ପ୍ରଦାନ କରିବାକୁ ଦିଲ୍ଲୀ ସରକାରଙ୍କ ଘୋଷଣା

August 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.