Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉଦଘାଟିତ ହେଲା ପ୍ରଧାନମନ୍ତ୍ରୀ କିଷାନ ସମୃଦ୍ଧି କେନ୍ଦ୍ର, ଓଡିଶାରେ ଯୋଗଦେଲେ ମନମୋହନ ସାମଲ
ଆଜିର ଖବର

ଉଦଘାଟିତ ହେଲା ପ୍ରଧାନମନ୍ତ୍ରୀ କିଷାନ ସମୃଦ୍ଧି କେନ୍ଦ୍ର, ଓଡିଶାରେ ଯୋଗଦେଲେ ମନମୋହନ ସାମଲ

July 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
kISHAN
ଉଦଘାଟିତ କଲେ ପ୍ରଧାନମନ୍ତ୍ରୀ କିଷାନ ସମୃଦ୍ଧି କେନ୍ଦ୍ର, ଓଡିଶାରେ ଯୋଗଦେଲେ ମନମୋୋହନ ସାମଲ

ଭୁବନେଶ୍ୱର / ପିପିଲି:  ଆଜି ପୁରୀ ଜିଲ୍ଲା ପିପିଲି ନିର୍ବାଚନ ମଣ୍ଡଳୀ ଲକ୍ଷ୍ମୀନାରାୟଣପୁରଠାରେ ରାଜ୍ୟ ସଭାପତି ମନମୋହନ ସାମଲ “ପ୍ରଧାନମନ୍ତ୍ରୀ କିଷାନ ସମୃଦ୍ଧି କେନ୍ଦ୍ର (ପିଏମକେଏସକେ)” ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଚାଷୀଙ୍କୁ ଉତ୍ସାହିତ କରିଥିଲେ।

ରାଜସ୍ଥାନର ଶିକରଠାରେ ପ୍ରଧାନମନ୍ତ୍ରୀ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।  ଦେଶରେ ସମୁଦାୟ ୨.୫ ଲକ୍ଷ “କିଷାନ ସମୃଦ୍ଧି କେନ୍ଦ୍ର” ଖୋଲାଯିବର ଲକ୍ଷ୍ୟ ରଖାଯାଇଛି। ଆଜିର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଓଡିଶାର ପାଖାପାଖି ୫ ହଜାର “କିଷାନ ସମୃଦ୍ଧି କେନ୍ଦ୍ର” ସାମିଲ ଅଛି। ଆଜି କିଷାନ ସମ୍ମାନ ଯୋଜନାର ୧୪ତମ କିସ୍ତି ବାବଦରେ ୮.୫ କୋଟି ଚାଷୀଙ୍କୁ ୨ ହଜାର ଟଙ୍କା ସିଧାସଳଖ ଚାଷୀଙ୍କ ବ୍ୟାଂକ ଖାତାକୁ ମଧ୍ୟ ପଠାଯାଇଛି।

ଏହି କାର୍ଯ୍ୟକ୍ରମରେ ରାଷ୍ଟ୍ରୀୟ ମୁଖପାତ୍ର ଡ.ସମ୍ବିତ ପାତ୍ର, ରାଜ୍ୟ ଉପସଭାନେତ୍ରୀ ପ୍ରଭାତୀ ପରିଡା, ରାଜ୍ୟ ମୁଖପାତ୍ର ବିରଂଚି ନାରାୟଣ ତ୍ରିପାଠୀ, ଜିଲ୍ଲା ସଭାପତି ଆଶ୍ରିତ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ ।

ମନମୋହନ ସାମଲ
Share. Facebook Twitter LinkedIn Email WhatsApp Copy Link

Related Posts

ରାହୁଲ ଗାନ୍ଧୀଙ୍କ ବିରୋଧରେ ମହିଳା ସାମ୍ବାଦିକଙ୍କ ଅଭିଯୋଗ: ତୁରନ୍ତ FIR ଦାବି

October 17, 2026

ଭାରତ ଛାଡ଼ିବା ନୋଟିସ୍: ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିନେତା ଇମ୍ରାନ୍ ଖାନ୍

October 17, 2026

ମନରେଗାରେ ବଡ଼ ପରିବର୍ତ୍ତନ : ୧୦୦ ବଦଳରେ ମିଳିବ ୧୨୫ ଦିନ କାମ

October 17, 2026

ଇଣ୍ଟରନେଟ୍ ବ୍ୟବହାର ସମସ୍ତଙ୍କର ମୌଳିକ ଅଧିକାର : ସୁପ୍ରିମକୋର୍ଟ

October 17, 2026
Latest News

ରାହୁଲ ଗାନ୍ଧୀଙ୍କ ବିରୋଧରେ ମହିଳା ସାମ୍ବାଦିକଙ୍କ ଅଭିଯୋଗ: ତୁରନ୍ତ FIR ଦାବି

October 17, 2026

ଭାରତ ଛାଡ଼ିବା ନୋଟିସ୍: ବମ୍ବେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଅଭିନେତା ଇମ୍ରାନ୍ ଖାନ୍

October 17, 2026

ମନରେଗାରେ ବଡ଼ ପରିବର୍ତ୍ତନ : ୧୦୦ ବଦଳରେ ମିଳିବ ୧୨୫ ଦିନ କାମ

October 17, 2026

ଇଣ୍ଟରନେଟ୍ ବ୍ୟବହାର ସମସ୍ତଙ୍କର ମୌଳିକ ଅଧିକାର : ସୁପ୍ରିମକୋର୍ଟ

October 17, 2026

ବନବିଭାଗର ଚିକିତ୍ସାରେ ଅବହେଳା ଅଭିଯୋଗ: ପେଣ୍ଠବାହାଳ ଜଙ୍ଗଲରେ ବୁଲୁଛି ଆହତ ଦନ୍ତା ହାତୀ

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.