Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜେ କ୍ରିଷ୍ଣା କିଶୋର ହେଲେ ନୂଆ ମୁଖ୍ୟ ଆୟକର ଆୟୁକ୍ତ
ଆଜିର ଖବର

ଜେ କ୍ରିଷ୍ଣା କିଶୋର ହେଲେ ନୂଆ ମୁଖ୍ୟ ଆୟକର ଆୟୁକ୍ତ

July 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ୧୯୯୦ ବ୍ୟାଚ୍‌ର ଭାରତୀୟ ରାଜସ୍ୱ ସେବା (ଆଇଆରଏସ) ଅଧିକାରୀ ଜେ. କ୍ରିଷ୍ଣା କିଶୋରଙ୍କୁ ମୁଖ୍ୟ ଆୟକର ଆୟୁକ୍ତ ଭାବେ ପଦୋନ୍ନତି ମିଳିଛି। ବର୍ତ୍ତମାନ ଶ୍ରୀ କିଶୋର ଆୟକର ବିଭାଗ ଓଡ଼ିଶା ପ୍ରାନ୍ତର ତଦନ୍ତ ନିର୍ଦ୍ଦେଶାଳୟରେ ପ୍ରମୁଖ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଅଛନ୍ତି। ଭାରତ ସରକାରଙ୍କ ଅର୍ଥ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ର ପ୍ରତ୍ୟକ୍ଷ ଟିକସ ବୋର୍ଡ ପକ୍ଷରୁ ତାଙ୍କ ପଦୋନ୍ନତି ସମ୍ପର୍କରେ ବିଜ୍ଞପ୍ତି ପ୍ରକାଶ ପାଇଛି।

ଜେ କ୍ରିଷ୍ଣା କିଶୋରଙ୍କର ଆୟକର କ୍ଷେତ୍ରରେ ଯଥେଷ୍ଟ ଅଭିଜ୍ଞତା ଓ କାର୍ଯ୍ୟଦକ୍ଷତା ରହିଛି। ସେ ଜଣେ ସଚ୍ଚୋଟ ଅଧିକାରୀ ଭାବେ ପରିଚିତ। ଓଡ଼ିଶାରେ ତାଙ୍କର କାର୍ଯ୍ୟକାଳ ସମୟରେ ଆୟକର ତଦନ୍ତ ନିର୍ଦ୍ଦେଶାଳୟ ସବୁ କ୍ଷେତ୍ରରେ ଶ୍ରେଷ୍ଠ ପ୍ରଦର୍ଶନ କରିଛି। ତାଙ୍କର ତତ୍ତ୍ୱାବଧାନରେ ସବୁଠୁ ଅଧିକ ନଗଦ ଟଙ୍କା ଜବତ କରାଯିବା ସହିତ ସର୍ବାଧିକ ଗୋପନୀୟ ଆୟ ଠାବ କରାଯିବା କ୍ଷେତ୍ରରେ ସଫଳତା ମିଳିଛି।

ଆଇଆରଏସ ଅଧିକାରୀ
Share. Facebook Twitter LinkedIn Email WhatsApp Copy Link

Related Posts

‘ଡିଜିଟାଲ ଆରେଷ୍ଟ’ ନାଁରେ ହେଉଛି ବଡ଼ ଠକେଇ! ସତର୍କ କଲା କମିଶନରେଟ ପୋଲିସ

July 3, 2026

୨୩ ବର୍ଷ ପରେ ମିଳିଲା ନ୍ୟାୟ, ୨୦୦୩ର ସମ୍ବେଦନଶୀଳ ମାମଲାରେ ୧୪ ଜଣ ଦୋଷୀ ସାବ୍ୟସ୍ତ

July 3, 2026

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ମଧ୍ୟରେ ମୋହନ ମାଝୀ-ନୀତିନ ନବୀନଙ୍କ ବୈଠକ

July 3, 2026

ଝାରସୁଗୁଡ଼ାରେ ବୀଭତ୍ସ ହତ୍ୟାକାଣ୍ଡ: ଯୁବକଙ୍କ ମୃତଦେହ ଉଦ୍ଧାର

July 3, 2026
Latest News

‘ଡିଜିଟାଲ ଆରେଷ୍ଟ’ ନାଁରେ ହେଉଛି ବଡ଼ ଠକେଇ! ସତର୍କ କଲା କମିଶନରେଟ ପୋଲିସ

July 3, 2026

୨୩ ବର୍ଷ ପରେ ମିଳିଲା ନ୍ୟାୟ, ୨୦୦୩ର ସମ୍ବେଦନଶୀଳ ମାମଲାରେ ୧୪ ଜଣ ଦୋଷୀ ସାବ୍ୟସ୍ତ

July 3, 2026

ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା ମଧ୍ୟରେ ମୋହନ ମାଝୀ-ନୀତିନ ନବୀନଙ୍କ ବୈଠକ

July 3, 2026

ଝାରସୁଗୁଡ଼ାରେ ବୀଭତ୍ସ ହତ୍ୟାକାଣ୍ଡ: ଯୁବକଙ୍କ ମୃତଦେହ ଉଦ୍ଧାର

July 3, 2026

ଓଡ଼ିଶାରେ ୧.୧୦ ଲକ୍ଷ କୋଟି ଟଙ୍କାର ମେଗା ଆଲୁମିନିୟମ ପ୍ରକଳ୍ପ, ସୃଷ୍ଟି ହେବ ୫୩,୫୦୦ରୁ ଅଧିକ ନିଯୁକ୍ତି

July 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.