
ନୂଆଦିଲ୍ଲୀ: ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ ପଟେଲ ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।
ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରି କୁହାଯାଇଛି ଯେ, ‘ଉତ୍ତର ପ୍ରଦେଶ ରାଜ୍ୟପାଳ ଆନନ୍ଦୀବେନ୍ ପଟେଲ ଗତକାଲି, ଜୁଲାଇ ୨୬ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି’।