Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଉଲ୍ଲେଖନୀୟ ଅବଦାନ ଲାଗି ସମ୍ମାନିତ ହେଲେ ପୁରୀ ଟାଉନ ଥାନାଧିକାରୀ
ଆଜିର ଖବର

ବିଶ୍ୱପ୍ରସିଦ୍ଧ ରଥଯାତ୍ରାରେ ଉଲ୍ଲେଖନୀୟ ଅବଦାନ ଲାଗି ସମ୍ମାନିତ ହେଲେ ପୁରୀ ଟାଉନ ଥାନାଧିକାରୀ

July 28, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁରୀ: ଚଳିତ ବର୍ଷ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରାକୁ ସଫଳ କରିବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ଲାଗି ପୁରୀ ଟାଉନ ଥାନାଧିକାରୀ ସୁନୀଲ କୁମାର ପ୍ରଧାନ ସମ୍ମାନିତ ହୋଇଛନ୍ତି। ଶ୍ରୀ ପ୍ରଧାନଙ୍କୁ ପୁରୀ ରାଜଭବନରେ ସମ୍ମାନିତ କରାଯାଇଛି। ଶ୍ରୀ ଶ୍ରୀକ୍ଷେତ୍ର ସୂଚନା, ପୁରୀ ନାମକ ସାମାଜିକ ସଂଗଠନ ପକ୍ଷରୁ ଉକ୍ତ ସମ୍ମାନ ପ୍ରଦାନ କରାଯାଇଛି।

ମୁଖ୍ୟ ଅତିଥି ଭାବେ ମହାମହିମ ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ ଉକ୍ତ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଥିବା ବେଳେ ଶେଷ ମୁହୂର୍ତ୍ତରେ କୌଣସି କାରଣ ବଶତଃ ରାଜ୍ୟପାଳଙ୍କ ଅନୁପସ୍ଥିତିରେ ତାଙ୍କ ତରଫରୁ ରାଜ୍ୟପାଳଙ୍କ ପିଆରଓ ଏବଂ ପୁରୀ ବିଧାୟକ ଜୟନ୍ତ ଷଡ଼ଙ୍ଗୀ ଟାଉନ ଥାନାଧିକାରୀଙ୍କୁ ଉକ୍ତ ମାନପତ୍ର ଏବଂ ଉତ୍ତରୀୟ ଦେଇ ସମ୍ମାନିତ କରିଥିଲେ।

ଏହି ଅବସରରେ ଉକ୍ତ ସଂଗଠନର ଅଧ୍ୟକ୍ଷ ପ୍ରଫେସର ହରେକୃଷ୍ଣ ଶତପଥୀ ଏବଂ ସାଧାରଣ ସମ୍ପାଦକ ରାକେଶ କୁମାର ମହାନ୍ତି ମଧ୍ୟ ଉପସ୍ଥିତ ଥିଲେ। ଶ୍ରୀ ପ୍ରଧାନ ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାରେ ନିସ୍ଵାର୍ଥପର ତ୍ୟାଗ ଓ ନିଷ୍ଠାପର ଉଦ୍ୟମ ସହକାରେ ମହାପ୍ରଭୁଙ୍କ ସେବା କରିଥିବାରୁ ଅତିଥି ମାନେ ତାଙ୍କୁ ପ୍ରଶଂସା ମଧ୍ୟ କରିଛନ୍ତି।

ଉଲ୍ଲେଖନୀୟ ଅବଦାନ ପୁରୀ ଟାଉନ ଥାନାଧିକାରୀ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ସୁନୀଲ କୁମାର ପ୍ରଧାନ
Share. Facebook Twitter LinkedIn Email WhatsApp Copy Link

Related Posts

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଏସ୍‌ଆଇଆର୍‌କୁ ନେଇ ସୁପ୍ରିମକୋର୍ଟରେ ଆଜି ହାଇଭୋଲ୍ଟେଜ୍ ଶୁଣାଣି

October 15, 2026

ଛାତ୍ର ସଂସଦ ନିର୍ବାଚନ : ଚାଲିଛି ମତଦାନ, ଆଜି କଲେଜକୁ ମିଳିବ ନୂଆ ନେତୃତ୍ବ

October 15, 2026
Latest News

କିଏ ହେବ ଟିମ୍ ଇଣ୍ଡିଆର ନୂତନ ମୁଖ୍ୟ ଚୟନକର୍ତ୍ତା, ବିସିସିଆଇର ନୂତନ ଯୋଜନା କ’ଣ?

October 15, 2026

ମୁମ୍ବାଇ ପୋଲିସର ବଡ କାର୍ଯ୍ୟାନୁଷ୍ଠାନ: ଆମିର ଖାନଙ୍କ ଭଣଜାଙ୍କୁ ଭାରତ ଛାଡିବା ପାଇଁ ନୋଟିସ

October 15, 2026

ସାପ କାମୁଡାରେ ଯୁବ ଚାଷୀଙ୍କ ପ୍ରାଣହାନୀ

October 15, 2026

ଆଇପିଏଲ୍ ଟ୍ରେଡ୍: ସନରାଇଜର୍ସକୁ ଫେରିଲେ ନଟରାଜନ୍

October 15, 2026

୧୬ ରେ ପୁଣି କକ୍‌ରୋଚ୍ ଜନତା ପାର୍ଟିର ବିକ୍ଷୋଭ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.