Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପଛୁଆ ବର୍ଗ ସଂରକ୍ଷଣ କୋଟାକୁ ୨୭ ପ୍ରତିଶତକୁ ବୃଦ୍ଧି କଲେ ମଧ୍ୟପ୍ରଦେଶ ସରକାର
ଆଜିର ଖବର

ପଛୁଆ ବର୍ଗ ସଂରକ୍ଷଣ କୋଟାକୁ ୨୭ ପ୍ରତିଶତକୁ ବୃଦ୍ଧି କଲେ ମଧ୍ୟପ୍ରଦେଶ ସରକାର

June 4, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
obc quota extended to 27 % in mp
obc quota extended to 27 % in mp

ମଧ୍ୟପ୍ରଦେଶ ସରକାର ଅନ୍ୟ ପଛୁଆ ବର୍ଗ (ଓବିସି) ସଂରକ୍ଷଣର ବର୍ତ୍ତମାନର କୋଟାକୁ ବଢାଇ ଦେଇଛନ୍ତି। କମଲନାଥଙ୍କ ସରକାର ଓବିସି ସଂରକ୍ଷଣକୁ ୧୪ ରୁ ୨୭ ପ୍ରତିଶତକୁ ବୃଦ୍ଧି କରିବାକୁ ଅନୁମତି ଦେଇଦେଇଛି। ସୋମବାର ଦିନ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକରେ ଏହି ପ୍ରସ୍ତାବ ପାରିତ ହୋଇଛି। ମଧ୍ୟପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନରେ ଏହି ପ୍ରସ୍ତାବକୁ ପାରିତ କରାଯିବ ବୋଲି ସୂଚନା ମିଳିଛି। ମଧ୍ୟପ୍ରଦେଶ ଆଇନ ମନ୍ତ୍ରୀ ପିସି ଶର୍ମା କହିଛନ୍ତି ଯେ ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ଓବିସିଙ୍କୁ ୨୭ ପ୍ରତିଶତ ସଂରକ୍ଷଣ ଦେବାକୁ ଘୋଷଣା କରିଥିଲେ। ଏହି ପ୍ରସ୍ତାବକୁ ସୋମବାର କ୍ୟାବିନେଟ ମଞ୍ଜୁରୀ ଦେଇଛି। ଆସନ୍ତା ବିଧାନସଭା ଅଧିବେଶନରେ ଏହାକୁ ପାରିତ କରାଯାଇ ଆଇନ ଅଣାଯିବ।

gain obc reservation thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ଗଜପତିରେ ଆନ୍ତଃରାଜ୍ୟ ଯୁବତୀ ଚୋରାଚାଲାଣ ରାକେଟ୍‌ର ପର୍ଦ୍ଦାଫାଶ, ୭ ଯୁବତୀ ଉଦ୍ଧାର; ୨ ଦଲାଲ ଗିରଫ

July 2, 2026

ହ୍ବାଟ୍‌ସଆପ୍‌ର ‘ୟୁଜରନେମ୍‌’ ଫିଚରକୁ ନେଇ ବଢ଼ିଲା ଚିନ୍ତା: କାହିଁକି ରୋକ ଲଗାଇବାକୁ କହିଲେ କେନ୍ଦ୍ର ସରକାର?

July 2, 2026

ଜୟଦେବ ବିହାର–ନନ୍ଦନକାନନ ରାସ୍ତାରେ ୬ଟି ଫ୍ଲାଏଓଭର ନିର୍ମାଣକୁ ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

July 2, 2026
Latest News

Odisha IHC MoU: ମେଗା ଆଲୁମିନିୟମ୍ ପ୍ରକଳ୍ପ ପାଇଁ ଆରବ କଂପାନୀ ସହ ବୁଝାମଣା କଲା ଓଡିଶା

July 2, 2026

କିଏ ସେହି ଲାଲଜୀ ଦେଶାଇ, ଯିଏ ଓଡିଶା ପ୍ରଦେଶ କଂଗ୍ରେସର ହେଲେ ନୂଆ ପ୍ରଭାରୀ

July 2, 2026

ଉନମୋଚିତ ହେଲା ରାଜନେତା ନିରଞ୍ଜନ ପଟ୍ଟନାୟକଙ୍କ ଆତ୍ମଜୀବନୀ ‘ସମୟ ସାକ୍ଷୀ’

July 2, 2026

ରାଜ୍ୟ କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି, ୮ ବିଭାଗର ୧୨ ପ୍ରସ୍ତାବକୁ ମଞ୍ଜୁରି

July 2, 2026

‘ଜ୍ଞାନୋଦୟ–ଶିକ୍ଷାରୁ ସମୃଦ୍ଧି’: ଓଡ଼ିଶାରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷାର ନୂଆ ଅଧ୍ୟାୟ

July 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.