Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମାଇକ୍ରୋନ୍ ଟେକ୍ନୋଲୋଜିର ସଭାପତି ଏବଂ ସିଇଓ ସଞ୍ଜୟ ମେହରୋତ୍ରାଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ମାଇକ୍ରୋନ୍ ଟେକ୍ନୋଲୋଜିର ସଭାପତି ଏବଂ ସିଇଓ ସଞ୍ଜୟ ମେହରୋତ୍ରାଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

July 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ଗାନ୍ଧୀନଗରରେ ମାଇକ୍ରୋନ୍ ଟେକ୍‌ନୋଲୋଜିର ସଭାପତି ଏବଂ ସିଇଓ ସଞ୍ଜୟ ମେହରୋତ୍ରାଙ୍କୁ ସାକ୍ଷାତ କରିଛନ୍ତି। ସେ ଭାରତରେ ସେମି କଣ୍ଡକ୍‌ଟରର ଉତ୍ପାଦନ ସମ୍ପର୍କିତ ଇକୋସିଷ୍ଟମକୁ ମଜବୁତ କରିବା ପାଇଁ ମାଇକ୍ରୋନ୍ ଟେକ୍‌ନୋଲୋଜିର ଯୋଜନା ଉପରେ ଆଲୋଚନା କରିଛନ୍ତି।

ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ଟ୍ବିଟ୍ କରି କହିଛି ଯେ, “@ମାଇକ୍ରୋନ ଟେକର ଅଧ୍ୟକ୍ଷ ଏବଂ ସିଇଓ ଶ୍ରୀ ସଞ୍ଜୟ ମେହରୋତ୍ରା ପିଏମ @ ନରେନ୍ଦ୍ର ମୋଦୀଙ୍କ ସହିତ ଗାନ୍ଧୀ ନଗରରେ ସାକ୍ଷାତ କରିଛନ୍ତି। ସେ ଭାରତରେ ସେମିକଣ୍ଡକଟରର ଉତ୍ପାଦନ ସମ୍ପର୍କିତ ଇକୋସିଷ୍ଟମକୁ ମଜବୁତ୍ କରିବା ପାଇଁ ମାଇକ୍ରୋନ ଟେକ୍‌ନୋଲୋଜିର ଯୋଜନା ଉପରେ ଆଲୋଚନା କରିଛନ୍ତି।’’

ଇକୋସିଷ୍ଟମ ଗାନ୍ଧୀନଗର ଗୁଜରାଟ ନରେନ୍ଦ୍ର ମୋଦୀ ଭାରତ ସଞ୍ଜୟ ମେହରୋତ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

‘ଭାରତ ଟ୍ୟାକ୍ସି’ ସେବାର ଶୁଭାରମ୍ଭ କଲେ ଅମିତ ଶାହ

June 28, 2026

ମୟୂରଭଞ୍ଜରେ ଡବଲ ମର୍ଡର, ଘର ଭିତରେ ମା’ ଓ ୮ ବର୍ଷର ଝିଅଙ୍କ ରକ୍ତାକ୍ତ ମୃତଦେହ

June 27, 2026

କରାଚୀରେ ବଡ଼ ଆତଙ୍କୀ ହମଲା : ଆତ୍ମଘାତୀ ବିସ୍ଫୋରଣ ପରେ ଗୁଳିବର୍ଷା ଜାରି

June 27, 2026

୨୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

June 27, 2026
Latest News

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରଦ୍ଧାଳୁମାନଙ୍କ ସୁବ୍ୟବସ୍ଥିତ ଯାତାୟାତ ପାଇଁ ମାର୍ଗଦର୍ଶିକା ଜାରି

June 28, 2026

‘ଭାରତ ଟ୍ୟାକ୍ସି’ ସେବାର ଶୁଭାରମ୍ଭ କଲେ ଅମିତ ଶାହ

June 28, 2026

ଆଜି ଜୁନ୍ ୨୮ ତାରିଖ ରବିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 28, 2026

ମୟୂରଭଞ୍ଜରେ ଡବଲ ମର୍ଡର, ଘର ଭିତରେ ମା’ ଓ ୮ ବର୍ଷର ଝିଅଙ୍କ ରକ୍ତାକ୍ତ ମୃତଦେହ

June 27, 2026

କରାଚୀରେ ବଡ଼ ଆତଙ୍କୀ ହମଲା : ଆତ୍ମଘାତୀ ବିସ୍ଫୋରଣ ପରେ ଗୁଳିବର୍ଷା ଜାରି

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.