Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତକୁ ଜ୍ଞାନର କେନ୍ଦ୍ର ବନାଇବାରେ ଏନଇପିର ଭୂମିକାକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱୀକାର
ଆଜିର ଖବର

ଭାରତକୁ ଜ୍ଞାନର କେନ୍ଦ୍ର ବନାଇବାରେ ଏନଇପିର ଭୂମିକାକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱୀକାର

July 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଜାତୀୟ ଶିକ୍ଷା ନୀତିର ତୃତୀୟ ବର୍ଷପୂର୍ତ୍ତି ଅବସରରେ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଲିଖିତ ‘ୱାନ୍ସ ଏଗେନ୍‌, ଏ ନଲେଜ୍ ହବ୍‌’ ଆଲେଖ୍ୟକୁ ସେୟାର କରାଯାଇଛି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଟୁଇଟ୍ କରି କହିଛି ଯେ, ‘ଜାତୀୟ ଶିକ୍ଷା ନୀତିର ତୃତୀୟ ବର୍ଷପୂର୍ତ୍ତି ଅବସରରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲେଖିଛନ୍ତି ଯେ, ଭାରତକୁ ଉଦୀୟମାନ ପ୍ରଯୁକ୍ତିବିଦ୍ୟା କେନ୍ଦ୍ରରେ ପରିଣତ କରିବା ପାଇଁ କିପରି ଏହି ନୀତି ପ୍ରସ୍ତୁତ କରାଯାଇଛି’।

ଜାତୀୟ ଶିକ୍ଷା ନୀତି ଧର୍ମେନ୍ଦ୍ର ପ୍ରଧାନ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ତ୍ରିରାଷ୍ଟ୍ରୀୟ ସିରିଜ ଜିତିଲା ଭାରତ: ୬୬ ରନରେ ହାରିଲା ଶ୍ରୀଲଙ୍କା

June 21, 2026

ଜନ ବିଶ୍ୱାସ ଅଧିନିୟମ ଅନ୍ତର୍ଗତ ରେଳବାଇ ଅଧିନିୟମ, ୧୯୮୯ ର ବିଭିନ୍ନ ଧାରାରେ ସଂଶୋଧନ

June 21, 2026

ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ, ବୟସ ନିର୍ବିଶେଷରେ ଯୋଗ ସମସ୍ତଙ୍କ “ଧ୍ୟାନ” ହେଉ: ଆଇନ ମନ୍ତ୍ରୀ

June 21, 2026

ପୂର୍ବତଟ ରେଳପଥ ପକ୍ଷରୁ ଉତ୍ସାହର ସହ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
Latest News

ତ୍ରିରାଷ୍ଟ୍ରୀୟ ସିରିଜ ଜିତିଲା ଭାରତ: ୬୬ ରନରେ ହାରିଲା ଶ୍ରୀଲଙ୍କା

June 21, 2026

ଜନ ବିଶ୍ୱାସ ଅଧିନିୟମ ଅନ୍ତର୍ଗତ ରେଳବାଇ ଅଧିନିୟମ, ୧୯୮୯ ର ବିଭିନ୍ନ ଧାରାରେ ସଂଶୋଧନ

June 21, 2026

ଜାତି, ଧର୍ମ, ବର୍ଣ୍ଣ, ଲିଙ୍ଗ, ବୟସ ନିର୍ବିଶେଷରେ ଯୋଗ ସମସ୍ତଙ୍କ “ଧ୍ୟାନ” ହେଉ: ଆଇନ ମନ୍ତ୍ରୀ

June 21, 2026

ପୂର୍ବତଟ ରେଳପଥ ପକ୍ଷରୁ ଉତ୍ସାହର ସହ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଆଜି ଟି-୨୦ ବିଶ୍ୱକପରେ ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା: ଜାଣନ୍ତୁ ମ୍ୟାଚ୍ ପୂର୍ବାନୁମାନ

June 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.