Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତାମିଲନାଡ଼ୁର କୃଷ୍ଣଗିରି ବାଣ ଫ୍ୟାକ୍ଟ୍ରି ଦୁର୍ଘଟଣାରେ ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ
ଆଜିର ଖବର

ତାମିଲନାଡ଼ୁର କୃଷ୍ଣଗିରି ବାଣ ଫ୍ୟାକ୍ଟ୍ରି ଦୁର୍ଘଟଣାରେ ମୃତକଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ

July 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାମିଲନାଡ଼ୁର କୃଷ୍ଣଗିରିରେ ଏକ ବାଣ ଫ୍ୟାକ୍ଟ୍ରିରେ ଘଟିଥିବା ଦୁର୍ଘଟଣାରେ ମୃତକଙ୍କ ପାଇଁ ଶୋକବ୍ୟକ୍ତ କରିଛନ୍ତି। ସେ ମୃତକଙ୍କ ପରିବାରକୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଲେଖାଏ ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍ କରି କୁହାଯାଇଛି ଯେ, ‘ତାମିଲନାଡ଼ୁର କୃଷ୍ଣଗିରିରେ ଏକ ବାଣ ଫ୍ୟାକ୍ଟ୍ରିରେ ଘଟିଥିବା ଦୁର୍ଘଟଣାରେ ବହୁତ ମୂଲ୍ୟବାନ ଜୀବନ ଯାଇଥିବାରୁ ମର୍ମାହତ। ଏପରି ଅତ୍ୟନ୍ତ କଠିନ ସମୟରେ ପୀଡ଼ିତଙ୍କ ପରିବାର ସହ ମୋର ସମବେଦନା ଏବଂ ପ୍ରାର୍ଥନା ରହିଛି। ଆହତମାନେ ଖୁବଶୀଘ୍ର ଠିକ୍ ହୋଇଯାଆନ୍ତୁ।

ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଏବଂ ଆହତଙ୍କୁ ୫୦ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି।

ଅନୁକମ୍ପାମୂଳକ ସହାୟତା ନରେନ୍ଦ୍ର ମୋଦୀ ପିଏମଏନଆରଏଫ ପ୍ରଧାନମନ୍ତ୍ରୀଙ୍କ ଶୋକ
Share. Facebook Twitter LinkedIn Email WhatsApp Copy Link

Related Posts

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026
Latest News

ଶରୀରରେ ଭିଟାମିନ୍ ଡି ଅଭାବ କେତେ ବିପଦପୂର୍ଣ୍ଣ ଏବଂ ଏହା କେଉଁ ରୋଗ ସୃଷ୍ଟି କରେ?

March 16, 2026

ଭାରତକୁ ଆସୁଥିବା ଶିବାଲିକ୍ ଏବଂ ନନ୍ଦା ଦେବୀ ଜାହାଜରେ କେତେ ଦିନର ଏଲପିଜି ଅଛି?: ଜାଣନ୍ତୁ….

March 16, 2026

ବାଂଲାଦେଶ ଠାରୁ ହାରିବା ପରେ ପାକିସ୍ତାନ ଉପରେ ଉଠିଲା ପ୍ରଶ୍ନ: ମୋହସିନ୍ ନକଭିଙ୍କୁ କଟାକ୍ଷ

March 16, 2026

ଏସସିବି ଅଗ୍ନିକାଣ୍ଡ ମାମଲା: ମୃତକଙ୍କ ପରିବାରକୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

March 16, 2026

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.