Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଗଣତାନ୍ତ୍ରିକ ଦିଲ୍ଲୀ ଅର୍ଡିନାନ୍ସ ବିଲକୁ ବିରୋଧ କରିବା ପାଇଁ ନିବେଦନ କଲା ଓଡିଶା ଆପ୍
ଆଜିର ଖବର

ଅଗଣତାନ୍ତ୍ରିକ ଦିଲ୍ଲୀ ଅର୍ଡିନାନ୍ସ ବିଲକୁ ବିରୋଧ କରିବା ପାଇଁ ନିବେଦନ କଲା ଓଡିଶା ଆପ୍

July 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
AAPOdisha
ଅଗଣତାନ୍ତ୍ରିକ ଦିଲ୍ଲୀ ଅର୍ଡିନାନ୍ସ ବିଲକୁ ବିରୋଧ କରିବା ପାଇଁ ନିବେଦନ କଲା ଓଡିଶା ଆପ୍

ଭୁବନେଶ୍ବର: ଆସନ୍ତା ସପ୍ତାହରେ କେନ୍ଦ୍ରର ଭାରତୀୟ ଜନତା ପାର୍ଟି ନେତୃତ୍ବାଧୀନ ସରକାର ଦିଲ୍ଲୀ ଅର୍ଡିନାନ୍ସକୁ ଆଇନରେ ପରିଣତ କରିବା ପାଇଁ ଏକ ବିଲ ଆଣୁଛି l ଏହି ବିଲ ସମ୍ପୂର୍ଣ୍ଣ ଭାବରେ ଅଗଣତାନ୍ତ୍ରିକ, ଅସମ୍ବିଧାନିକ ଏବଂ ଦିଲ୍ଲୀବାସୀଙ୍କର ସ୍ୱାର୍ଥ ବିରୋଧୀ ଅଟେ।

ସୁପ୍ରିମ କୋର୍ଟ ସ୍ପଷ୍ଟ ଭାବରେ ଦିଲ୍ଲୀର ଶାସନ ପାଇଁ ନିର୍ବାଚିତ ସରକାରଙ୍କୁ ଉତ୍ତରଦାୟୀ କରିବା ସହିତ ପ୍ରଶାସନ ସମ୍ପର୍କିତ ସମସ୍ତ ନିଷ୍ପତ୍ତି ନେବାର ଅଧିକାର ଦିଲ୍ଲୀ ସରକାରଙ୍କର ରହିଛି ବୋଲି ନିର୍ଣ୍ଣୟ କରିବା ପରେ ତରବରିଆ ଭାବରେ ଅଧ୍ୟାଦେଶ ଆଣି  ବିଜେପି ସରକାର ସମସ୍ତ ଅଧିକାର ଦିଲ୍ଲୀର ଏଲଜିଙ୍କ ହାତକୁ ଟେକିଦେଇଛି l ଅର୍ଥାତ ନିର୍ବାଚିତ ସରକାର ବଦଳରେ ବର୍ତ୍ତମାନ ଶାସନ କ୍ଷମତା କେନ୍ଦ୍ର ସରକାର ଏବଂ ଏହା ଦ୍ୱାରା ନିଯୁକ୍ତ ଏଲଜିଙ୍କ ହାତରେ ରହିବ।

ବର୍ତ୍ତମାନ ଏହି ଅର୍ଡିନାନ୍ସ ସୁପ୍ରିମ କୋର୍ଟରେ ବିଚାରଧୀନ ଥିବା ସମୟରେ  ଅନ୍ୟାୟପୂର୍ଣ୍ଣ ଭାବରେ  ମୋଦି ସରକାର ପାର୍ଲିଆମେଣ୍ଟରେ ଏ ସମ୍ପର୍କିତ ବିଲ ଆଣିବା ସମ୍ବିଧାନ ଏବଂ ଏହାର ମୂଲ୍ୟବୋଧର ବିରୁଦ୍ଧlଚରଣ କରୁଛି। ଅନେକ ରାଜନୈତିକ ଦଳ ଏହି ବିଲର ବିରୋଧ କରୁଥିବାବେଳେ ଆମ ଆଦମୀ ପାର୍ଟି ସମସ୍ତ ଗଣତାନ୍ରିକ ଶକ୍ତିଙ୍କୁ ଏହି ବିଲର ବିରୋଧ ସବୁ ସ୍ତରରେ କରିବା ପାଇଁ ଅନୁରୋଧ କରୁଛି।

ଆମ ଆଦମୀ ପାର୍ଟି ଓଡିଶା ଆପ୍ ଦିଲ୍ଲୀ ସେବା ବିଲ୍
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁରରେ “ଆସ ସ୍କୁଲ ଯିବା” ପଦଯାତ୍ରାରେ ସାମିଲ ହେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

September 14, 2025

GST ହ୍ରାସ ପରେ Hero Glamour କେତେ ଶସ୍ତା ହେବ? କିଣିବା ପୂର୍ବରୁ ଜାଣନ୍ତୁ ବିବରଣୀ

September 14, 2025

ବିଦ୍ୟାର୍ଥୀଙ୍କ ମଧ୍ୟରେ ନବସୃଜନ ଆଣିଲା ‘ସୋଆ ଆଇଡିଆଥନ୍‌’

September 14, 2025

ବିହାର ନିର୍ବାଚନ: NDA ନା INDIA, କାହାର ଭୋଟ କାଟିବେ ପ୍ରଶାନ୍ତ କିଶୋର?, ଜାଣନ୍ତୁ ସର୍ଭେ

September 14, 2025
Latest News

ସମ୍ବଲପୁରରେ “ଆସ ସ୍କୁଲ ଯିବା” ପଦଯାତ୍ରାରେ ସାମିଲ ହେଲେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ

September 14, 2025

GST ହ୍ରାସ ପରେ Hero Glamour କେତେ ଶସ୍ତା ହେବ? କିଣିବା ପୂର୍ବରୁ ଜାଣନ୍ତୁ ବିବରଣୀ

September 14, 2025

ବିଦ୍ୟାର୍ଥୀଙ୍କ ମଧ୍ୟରେ ନବସୃଜନ ଆଣିଲା ‘ସୋଆ ଆଇଡିଆଥନ୍‌’

September 14, 2025

ବିହାର ନିର୍ବାଚନ: NDA ନା INDIA, କାହାର ଭୋଟ କାଟିବେ ପ୍ରଶାନ୍ତ କିଶୋର?, ଜାଣନ୍ତୁ ସର୍ଭେ

September 14, 2025

ଟିମ୍ ଇଣ୍ଡିଆକୁ ଝଟକା, ପାକିସ୍ତାନ ବିପକ୍ଷ ମ୍ୟାଚ୍ ପୂର୍ବରୁ ଶୁଭମନ ଗିଲ୍ ଆହତ

September 14, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.