Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ପ୍ରଥମ ଟି-୨୦, ପଢନ୍ତୁ ଖେଳାଳି ଏକାଦଶ ଏବଂ ଲାଇଭ୍ ଷ୍ଟ୍ରିମିଂ ସହିତ ସମ୍ପୂର୍ଣ୍ଣ ସୂଚନା
ଆଜିର ଖବର

ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ପ୍ରଥମ ଟି-୨୦, ପଢନ୍ତୁ ଖେଳାଳି ଏକାଦଶ ଏବଂ ଲାଇଭ୍ ଷ୍ଟ୍ରିମିଂ ସହିତ ସମ୍ପୂର୍ଣ୍ଣ ସୂଚନା

August 3, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ଟି ଦିନିକିଆ ସିରିଜକୁ ଭାରତ ୨-୧ ରେ ଜିତିଛି। ଏଥିସହିତ ବର୍ତ୍ତମାନ ଟି-୨୦ ସିରିଜରେ ଉଭୟ ଦଳ ମୁହାଁମୁହିଁ ହେବେ। ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ୩ ଟି ଟି -୨୦ ମ୍ୟାଚ୍ ଖେଳାଯିବ। ଏହି ସିରିଜର ପ୍ରଥମ ମ୍ୟାଚ୍ ଆଜି ଖେଳାଯିବ। ତେବେ ଏହି ମ୍ୟାଚ୍ ପାଇଁ ଟିମ୍ ଇଣ୍ଡିଆର ଖେଳାଳି ଏକାଦଶ କ’ଣ ହେବ? ଖେଳାଳି ଏକାଦଶରେ କେଉଁ ଖେଳାଳି ଚୟନ କରାଯିବ? ବାସ୍ତବରେ ଭାରତୀୟ ଦଳ ପରିଚାଳନା ପାଇଁ ଏହି ଚୟନ ସହଜ ହେବ ନାହିଁ।

ଦିନିକିଆ ସିରିଜରେ ଇଶାନ କିଶନ ଚମତ୍କାର ପ୍ରଦର୍ଶନ କରିଥିଲେ। ଅନ୍ୟପକ୍ଷରେ, ଟେଷ୍ଟ ମ୍ୟାଚରେ ବ୍ୟାଟିଂ କରି ଯଶସ୍ୱୀ ଜୟସ୍ଵାଲ ବହୁତ ପ୍ରଭାବିତ କରିଥିଲେ। ତେବେ ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟି -୨୦ ମ୍ୟାଚରେ ଖେଳାଳି ଏକାଦଶରେ କିଏ ସ୍ଥାନ ପାଇବ? ଇଶାନ କିଶାନ ନା ଯଶସ୍ୱୀ ଜୟସ୍ଵାଲ? ଦଳ ପରିଚାଳନା ପାଇଁ ନିଷ୍ପତ୍ତି ସହଜ ହେବ ନାହିଁ। ଏହା ବ୍ୟତୀତ ତିଲକ ବର୍ମାଙ୍କୁ ମଧ୍ୟ ପରୀକ୍ଷା କରାଯାଇପାରିବ। ହାର୍ଦ୍ଦିକ ପାଣ୍ଡ୍ୟା ଟିମ୍ ଇଣ୍ଡିଆର ଅଧିନାୟକ ଭୂମିକାରେ ରହିବେ। ଆହୁରି ମଧ୍ୟ ଆଖି ମଧ୍ୟମ ଅର୍ଡର ବ୍ୟାଟ୍ସମ୍ୟାନ୍ ସୂର୍ଯ୍ୟକୁମାର ଯାଦବଙ୍କ ଉପରେ ରହିବ। ବାସ୍ତବରେ, ସୁର୍ଯ୍ୟକୁମାର ଯାଦବ ଦିନିକିଆ ସିରିଜରେ ଫ୍ଲପ୍ ହୋଇଥିଲେ, କିନ୍ତୁ ସେ ଟି -୨୦ ସିରିଜରେ ପ୍ରତ୍ୟାବର୍ତ୍ତନ କରିବାକୁ ସମର୍ଥ ହେବେ କି?

କେବେ, କେଉଁଠାରେ ଏବଂ କିପରି ଲାଇଭ୍ ପ୍ରସାରଣ ଏବଂ ଷ୍ଟ୍ରିମିଂ ଦେଖିବେ?:

ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜର ପ୍ରଥମ ମ୍ୟାଚ୍ ତ୍ରିନିଦାଦରେ ଖେଳାଯିବ। ଏଥି ସହିତ, ଏହି ମ୍ୟାଚ୍ ଭାରତୀୟ ସମୟ ରାତି ୮ ଟାରୁ ଆରମ୍ଭ ହେବ। ଭାରତୀୟ ପ୍ରଶଂସକମାନେ ଡିଡି ସ୍ପୋର୍ଟସରେ ସିଧା ପ୍ରସାରଣ ଦେଖିପାରିବେ। ଏହା ବ୍ୟତୀତ, ଆପଣ ଫେନକୋଡରେ ଲାଇଭ୍ ଷ୍ଟ୍ରିମିଂ ଉପଭୋଗ କରିପାରିବେ।

ଟିମ୍ ଇଣ୍ଡିଆର ସମ୍ଭାବ୍ୟ ଖେଳାଳି ଏକାଦଶ:

ଯଶସ୍ୱୀ ଜୟ ସ୍ଵାଲ / ଇଶାନ କିଶନ, ଶୁଭମାନ ଗିଲ, ସଞ୍ଜୁ ସାମସନ (ୱିକି), ତିଲକ ବର୍ମା, ସୂର୍ଯ୍ୟକୁମାର ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା (ଅଧିନାୟକ), ଅକ୍ସର ପଟେଲ, ଆବେଶ ଖାନ, ଅର୍ଶଦୀପ ସିଂ, ୟୁଜବେନ୍ଦ୍ର ଚହଲ ଏବଂ ଉମରନ ମଲିକ।

ଖେଳାଳି ଏକାଦଶ ପ୍ରଥମ ଟି-୨୦ ଭାରତ ଲାଇଭ୍ ଷ୍ଟ୍ରିମିଂ ୱେଷ୍ଟଇଣ୍ଡିଜ୍
Share. Facebook Twitter LinkedIn Email WhatsApp Copy Link

Related Posts

ବାରମ୍ବାର ନିଶା ଦ୍ରବ୍ୟ ଜବତ ପରେ ମୁଖ୍ୟ ଶାସନ ସଚିବ ଦେଲେ କଡା ନିର୍ଦ୍ଦେଶ, କହିଲେ….

August 25, 2025

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ରାଜ୍ୟପାଳ

August 25, 2025

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

August 25, 2025

ବିପର୍ଯ୍ୟୟ ମୁକାବିଲା, ଏଏମ୍ସ ଭୁବନେଶ୍ବରରେ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ଅଧିକାରୀଙ୍କ ତାଲିମ ଶିବିର ଆରମ୍ଭ

August 25, 2025
Latest News

ବାରମ୍ବାର ନିଶା ଦ୍ରବ୍ୟ ଜବତ ପରେ ମୁଖ୍ୟ ଶାସନ ସଚିବ ଦେଲେ କଡା ନିର୍ଦ୍ଦେଶ, କହିଲେ….

August 25, 2025

ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ରାଜ୍ୟପାଳ

August 25, 2025

ଗୋପାଳପୁରରେ ସମବାୟ ବିଶ୍ବବିଦ୍ୟାଳୟ ଖୋଲିବା ପାଇଁ କେନ୍ଦ୍ରମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଲେ ମୁଖ୍ୟମନ୍ତ୍ରୀ

August 25, 2025

ବିପର୍ଯ୍ୟୟ ମୁକାବିଲା, ଏଏମ୍ସ ଭୁବନେଶ୍ବରରେ ବିଭିନ୍ନ ରାଜ୍ୟର ସ୍ୱାସ୍ଥ୍ୟ ଅଧିକାରୀଙ୍କ ତାଲିମ ଶିବିର ଆରମ୍ଭ

August 25, 2025

ପୂର୍ବାଞ୍ଚଳ ବେସାମରିକ ବିମାନ ପରିବହନ ମନ୍ତ୍ରୀମଣ୍ଡଳ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.