Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁପ୍ରିମକୋର୍ଟଙ୍କ ରାୟ ପରେ କଂଗ୍ରେସ ଭବନରେ ନେତା ପାଳିଲେ ଉତ୍ସବ
ଆଜିର ଖବର

ସୁପ୍ରିମକୋର୍ଟଙ୍କ ରାୟ ପରେ କଂଗ୍ରେସ ଭବନରେ ନେତା ପାଳିଲେ ଉତ୍ସବ

August 4, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Congress
ସୁପ୍ରିମ କୋର୍ଟଙ୍କ ରାୟ ପରେ ଭୁବନେଶ୍ବର କଂଗ୍ରେସ ଭବନରେ ନେତା ପାଳିଲେ ଉତ୍ସବ

ଭୁବନେଶ୍ୱର: ସୁପ୍ରିମ୍‌କୋର୍ଟଙ୍କ ରାୟ ପ୍ରକାଶିତ ହେବା ପରେ ଆଜି ଅପରାହ୍ନରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଉତ୍ସବ ମୁଖର ହୋଇପଡ଼ିଥିଲା। କୋର୍ଟ ରାହୁଳ ଗାନ୍ଧିଙ୍କ ଉପରେ ହୋଇଥିବା ଦଣ୍ଡାଦେଶକୁ ରୋକ ଲଗାଇଥିଲେ। ଫଳରେ ରାହୁଳ ପୁଣିଥରେ ସାଂସଦ ପଦ ଫେରିପାଇବେ।

ଏହାକୁ ନେଇ ଭୁବନେଶ୍ବରର କଂଗ୍ରେସ କାର୍ଯ୍ୟାଳୟରେ କର୍ମି ଓ ନେତାମାନେ ବାଜା, ବାଣ ଓ ନୃତ୍ୟ ଆସର ହେବା ସହ ବିଷ୍ଠାନ୍ନ ବଂଟନ ହୋଇଥିଲା। କଂଗ୍ରେସ ନେତୃମଣ୍ଡଳୀ ଓ କର୍ମୀମାନେ ହାତରେ ହାତ ମିଶାଇ ନୃତ୍ୟ କରିବା ସହ ଏହି ଐତିହାସିକ୍ୟ ରାୟକୁ ସ୍ୱାଗତ କରିଥିଲେ ।

ଆଜିର ଏହି କାର୍ଯ୍ୟକ୍ରମରେ ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ଜଗନ୍ନାଥ ପଟ୍ଟନାୟକ, ଅନନ୍ତ ପ୍ରସାଦ ସେଠୀ, ବିଜୟ ପଟ୍ଟନାୟକ, ପଂଚାନନ କାନୁନ୍‌ଗୋ, ଯଜ୍ଞେଶ୍ୱର ବାବୁ, କିଶୋର ଜେନା, ଜାନକୀ ବଲ୍ଲଭ ପଟ୍ଟନାୟକ, ଦେବାଶିଷ ପଟ୍ଟନାୟକ,ବିଶ୍ୱଜିତ୍ ଦାସ, ମନୋରଞ୍ଜନ ଦାସ, ମାନସ ଆଚାର୍ଯ୍ୟ, ଶ୍ରୀନିବାସ ରାଉତ ରାୟ, ପ୍ରକାଶ ମିଶ୍ର, ଚିନ୍ମୟ ସୁନ୍ଦର ଦାସ, ସୁଦର୍ଶନ ଦାସ, ରଶ୍ମି ମହାପାତ୍ର ପ୍ରମୁଖ ଯୋଗଦେଇଥିଲେ।

ସେହିପରି ସଂନ୍ଧ୍ୟା ମହାପାତ୍ର, ୟାସିର ନୱାଜ, ରଞ୍ଜିତ ପାତ୍ର, ମିହିର ଆଚାର୍ଯ୍ୟ, ସୁବ୍ରତ ମହାପାତ୍ର, ତରୁଣକାନ୍ତ ମିଶ୍ର, ଦେଓ ପ୍ରସାଦ,ବିସ୍ମୟ ମହାପାତ୍ର, ସଂଜୟ ତ୍ରିପାଠୀ, ହଳଧର ସେଠୀ, ଜ୍ଞାନ ପଟ୍ଟନାୟକ, ପ୍ରଭାତ ପ୍ରତାପ ସିଂ, ଲିଙ୍ଗରାଜ ସାହୁ, ଅଜୟ ସାହୁ, ସଂକୁନା କଂଅର, ମୋହନ ଜେନା, ବଟକୃଷ୍ଣ ରାଉତରାୟ, ଦୀପକ ମହାପାତ୍ର, ଲିଙ୍ଗରାଜ ସାହୁ, ସତ୍ୟବ୍ରତ ନାୟକ, ରାଜ କିଶୋର ବାରିକ, ଅଶୋକ ଦାସ, ବିରଂଚି ବାରିକ, ପ୍ରଣତି ମିଶ୍ର, ମଧୁସ୍ମିତା ଅଚାର୍ଯ୍ୟ,ଜୟଶ୍ରୀ ପାତ୍ର, ପୁଷ୍ପିତା ଦାସ, ଜାନକୀ ମଲ୍ଲିକ ଓ ପ୍ରସନ୍ନ ପାଇକରାୟ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।

Congress Odisha Congress rahulgandhi କଂଗ୍ରେସ କଂଗ୍ରେସ ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ୱାମୀଙ୍କ ଆତ୍ମହତ୍ୟା

August 27, 2026

କୋର୍ଟରେ ହାଜର ପାଇଁ କଟକ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

August 27, 2026

ଦ୍ୱାଦଶ ଦିବସରେ ଶିକ୍ଷକ ସମାଜର ଅହୋରାତ୍ର ଧାରଣା

August 27, 2026

ଦାନବୀର: ଗ୍ରାମ ପଞ୍ଚାୟତର ଡିଜିଟାଲ୍ ଭିତ୍ତିଭୂମି ସୁଦୃଢ଼ ପାଇଁ ଜନସହଭାଗିତାକୁ ଆହ୍ୱାନ

August 27, 2026
Latest News

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ୱାମୀଙ୍କ ଆତ୍ମହତ୍ୟା

August 27, 2026

କୋର୍ଟରେ ହାଜର ପାଇଁ କଟକ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

August 27, 2026

ଦ୍ୱାଦଶ ଦିବସରେ ଶିକ୍ଷକ ସମାଜର ଅହୋରାତ୍ର ଧାରଣା

August 27, 2026

ଦାନବୀର: ଗ୍ରାମ ପଞ୍ଚାୟତର ଡିଜିଟାଲ୍ ଭିତ୍ତିଭୂମି ସୁଦୃଢ଼ ପାଇଁ ଜନସହଭାଗିତାକୁ ଆହ୍ୱାନ

August 27, 2026

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ: ବାଲୁଗାଁ-ବାଣପୁର ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

August 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.