Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରେନ ଚଳାଚଳ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ସୂଚନା: ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ବାତିଲ ହେବ ଏହି ଟ୍ରେନ
ଆଜିର ଖବର

ଟ୍ରେନ ଚଳାଚଳ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ସୂଚନା: ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ବାତିଲ ହେବ ଏହି ଟ୍ରେନ

August 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ନୌପଡ଼ା-ଗୁଣୁପୁର ରେଳ ସେକ୍ସନରେ ନିରାପତ୍ତା ସମ୍ପର୍କିତ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ କିଛି ଟ୍ରେନ ସେବା ପ୍ରଭାବିତ ହେବ।

ରାଜ୍ୟ ରାଣୀ ଏକ୍ସପ୍ରେସ 06 ଅଗଷ୍ଟ 2023 ଦିନ ଉଭୟ ପାର୍ଶ୍ୱରୁ ନୌପଡ଼ା ଓ ଗୁଣୁପୁର ମଧ୍ୟରେ ବାତିଲ ରହିବ।

05 ଅଗଷ୍ଟ 2023 ଦିନ ରାଉରକେଲାରୁ ଛାଡ଼ିବାକୁଥିବା 18117 ରାଉରକେଲା-ଗୁଣୁପୁର ରାଜ୍ୟ ରାଣୀ ଏକ୍ସପ୍ରେସ ନୌପଡ଼ା ପର୍ଯ୍ୟନ୍ତ ଚଳାଚଳ କରିବ।

06 ଅଗଷ୍ଟ 2023 ଦିନ ଗୁଣୁପୁରରୁ ଛାଡ଼ିବାକୁଥିବା 18118 ଗୁଣୁପୁର-ରାଉରକେଲା ରାଜ୍ୟ ରାଣୀ ଏକ୍ସପ୍ରେସ ଗୁଣୁପୁର ପରିବର୍ତ୍ତେ ନୌପଡ଼ାରୁ ଯାତ୍ରା ପ୍ରାରମ୍ଭ କରି ରାଉରକେଲା ଯାତ୍ରା କରିବ।

ଗୁରୁତ୍ୱପୂର୍ଣ୍ଣ ସୂଚନା ଟ୍ରେନ ଚଳାଚଳ
Share. Facebook Twitter LinkedIn Email WhatsApp Copy Link

Related Posts

ଗଞ୍ଜାମ-ପୁରୀ ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଅତିକ୍ରମ କରିପାରେ ଅବପାତ: ୨୨ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

September 21, 2026

ପାଞ୍ଚ ଦିନିଆ ଆସାମ ଗସ୍ତରେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 21, 2026

ଆଜି ସେପ୍ଟେମ୍ବର ୨୧ ତାରିଖ ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

September 21, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026
Latest News

ଗଞ୍ଜାମ-ପୁରୀ ମଧ୍ୟବର୍ତ୍ତୀ ଅଞ୍ଚଳ ଦେଇ ଅତିକ୍ରମ କରିପାରେ ଅବପାତ: ୨୨ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

September 21, 2026

ପାଞ୍ଚ ଦିନିଆ ଆସାମ ଗସ୍ତରେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

September 21, 2026

ଆଜି ସେପ୍ଟେମ୍ବର ୨୧ ତାରିଖ ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

September 21, 2026

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.