Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୋର ଧରିଲା ଋଷିକୁଲ୍ୟା ଜିଲ୍ଲା ଗଠନ ଦାବି: କ୍ରିୟାନୁଷ୍ଠାନ କମିଟର ବୈଠକ
ଆଜିର ଖବର

ଜୋର ଧରିଲା ଋଷିକୁଲ୍ୟା ଜିଲ୍ଲା ଗଠନ ଦାବି: କ୍ରିୟାନୁଷ୍ଠାନ କମିଟର ବୈଠକ

August 7, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ମାନସ ପୂର୍ଣ୍ଣ ଆଚାର୍ଯ୍ୟ
ଆସିକା: ପଦମପୁର ଉପ ନର୍ବାଚନ ସମୟରୁ ରାଜ୍ୟରେ ଜିଲ୍ଲା ପୂନ ର୍ଗଠାନ ଓ ନୂଆଁ ଜିଲ୍ଲା ସୃଷ୍ଟିକୁ ନେଇ ଚର୍ଚ୍ଚା ଲାଗି ରହିଛି। ଆସିକା ହେଉଛି ଗଞ୍ଜାମ ଜିଲ୍ଲାର କେନ୍ଦ୍ର ସ୍ଥଳ। ଆସିକା, କବିସୂର୍ଯ୍ୟନଗର, ପୋଲସରା, ବେଗୁନିଆ ପଡ଼ା, ଧରାକୋଟ, ଶେରଗଡ଼, ସାନଖେମୁଣ୍ଡି, ହିଞ୍ଜିଳିକାଟୁ ଅଞ୍ଚଳକୁ ନେଇ ଋଷିକୁଲ୍ୟା ଜିଲ୍ଲା ଗଠନ ଦାବି କୁ ଅଧିକ ଶାଣିତ କରିବା ଲାଗି ରୂପରେଖ ପ୍ରସ୍ତୁତ କରିବା ସକାଶେ ରବିବାର ଅପରାହ୍ନରେ ସ୍ଥାନୀୟ ଓକିଲ ସଂଘ କାର୍ଯ୍ୟାଳୟ ପରିସରରେ କ୍ରିୟାନୁଷ୍ଠାନ କମିଟିର ଏକ ଗୁରୁତ୍ବପୂର୍ଣ୍ଣ ବ୍ୟଠକ ଅନୁଷ୍ଠିତ ହୋଇ ଯାଇଛି।

ଆସିକା ଓକିଲ ସଂଘର ସଭାପତି ରବୀନ୍ଦ୍ର ନାଥ ଶର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଓକିଲ ସଂଘର ସମ୍ପାଦକ ନାରାୟଣ ମୁନି, ଉପ ସଭାପତି ଛବିଳ ରାମ ମିଶ୍ର, ଆସିକା ଲୟନ୍ସ କ୍ଲବ୍ ସଭାପତି ଇ . ଅରୁଣ କୁମାର ପାତ୍ର, ଜିଲ୍ଲା ପରିଷଦ ସଦସ୍ୟା ଅନିମା ପରିଡ଼ା, ଆଇନ ଜିବୀ ସନ୍ତୋଷ କୁମାର ପାଣିଗ୍ରାହୀ ପ୍ରମୁଖ ମଞ୍ଚାସୀନ ଥିଲେ। ଏଥିରେ ଆସିକା ଅଞ୍ଚଳର ବହୁ ସଚେତନ ନାଗରିକ ଓ ବିଭିନ୍ନ ସଂଗନର କର୍ମକର୍ତ୍ତା ଋଷିକୁଲ୍ୟା ଜିଲ୍ଲା ଗଠନର ଆବଶ୍ୟକତା ଉପରେ ମତ ପ୍ରକାଶ କରିଥିଲେ। ଗଞ୍ଜାମ ଜିଲ୍ଲାର କେନ୍ଦ୍ର ସ୍ଥଳରେ ଥିବା ଆସିକାରେ ବହୁ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ରହିଛି ଏବଂ ଏଠାରେ ହିଁ ଏହାର ମୁଖ୍ୟ କାର୍ଯ୍ୟାଳୟ ରଖିବାକୁ ବିଭିନ୍ନ ମହଲରେ ଦାବି ହେଉଛି।

ଏଥିରେ ଅନ୍ୟ ମାନଙ୍କ ମଧ୍ୟରେ ସାଂସଦ ପ୍ରତିନିଧି ସତ୍ୟ ନାରୟଣ ସ୍ୱାଇଁ, ଗଞ୍ଜାମ ଜୋନ୍ ଯୁବ ବିଜେଡି ସଭାପତି ନଚିକେତା ସ୍ୱାଇଁ, ସମବାୟ ବିତ୍ ସୂର୍ଯ୍ୟ କାନ୍ତ ପରିଡ଼ା, ବସ ମାଲିକ ସଂଘର ସମ୍ପାଦକ ସନ୍ତୋଷ କୁମାର ପୋଲାଇ, ଆସିକା ପ୍ରେସ କ୍ଲବ୍ ର ସଭାପତି ସତ୍ୟ ନାରାୟଣ ରଥ  ଓକିଲ ସଂଘର ପୂର୍ବତନ ସଭାପତି ସୁରେନ୍ଦ୍ର ନାଥ ପଣ୍ଡା, ଆଇନ ଜୀବି ଅଜିତ ଚୌଧୁରୀ, ସୁଧିର ତ୍ରୀପାଠୀ, ସରୋଜ ତ୍ରିପାଠୀ, ସରୋଜ ନାୟକ, ପୂର୍ଣ୍ଣଚନ୍ଦ୍ର ନାୟକ, ଲଲିତ ଦାସ, ସିଶର ନାୟକ, ଦିଲ୍ଲୀପ ପାଣିଗ୍ରାହୀ, ମାନସ ଆଚାର୍ଯ୍ୟ, ପ୍ରଭାତ ପାଢ଼ୀ, ଅଜିତ କୁମାର ମୁନି, ବୁଲୁ ପାଣିଗ୍ରାହୀ, ମାନସ ଗୌଡ, ସନ୍ତୋଷ ମିଶ୍ର, ନିର୍ମଳ କୁମାର ଦାସ, ଦେବ କାନ୍ତ ଶର୍ମା, ଅଜିତ୍ ନାୟକ ସମେତ ଅନେକ ଆଇନ୍ ଯିବି ଯୋଗ ଦେଇ ଥିଲେ।

ଆସିକା ଗଞ୍ଜାମ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026

ଆଜିଠାରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସିଙ୍ଗାପୁର-ଜାପାନ ଗସ୍ତ

February 22, 2026

ସ୍କୁଲ ବ୍ୟାଗର ବୋଝକୁ କମ କରିବ ଜିଓ-ଶିକ୍ଷାର ସ୍ମାର୍ଟ କ୍ଲାସରୁମ୍ 

February 22, 2026
Latest News

ଇଚ୍ଛାପୁରରେ ୨୨ତମ ବିଶ୍ୱଶାନ୍ତି ଶୈବଯାଗ ଓ ଏକଲକ୍ଷ ଆଠ ଦୀପ ମହାଯଜ୍ଞ 

February 22, 2026

Gupta Power: ଦେବାଳିଆ ଅବସ୍ଥାରେ ଓଡିଶାର ଗୁପ୍ତା ପାୱାର, ଅଧିଗ୍ରହଣ ପାଇଁ ବଡବଡ କଂପାନୀଙ୍କ ନଜର

February 22, 2026

ଆଜିଠାରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସିଙ୍ଗାପୁର-ଜାପାନ ଗସ୍ତ

February 22, 2026

ସ୍କୁଲ ବ୍ୟାଗର ବୋଝକୁ କମ କରିବ ଜିଓ-ଶିକ୍ଷାର ସ୍ମାର୍ଟ କ୍ଲାସରୁମ୍ 

February 22, 2026

Road Accident: ଝାରସୁଗୁଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୫ ପୋଲିସ ମୃତ, ୩ ଜଣ ଗୁରୁତର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.