Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଳାହାଣ୍ଡି: ମେରି ମାଟି ମେରା ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଜିର ଖବର

କଳାହାଣ୍ଡି: ମେରି ମାଟି ମେରା ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ

August 10, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

କଳାହାଣ୍ଡି: ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି, ଜିଲ୍ଲା ପ୍ରଶାସନ କଳାହାଣ୍ଡି ଏଵଂ ୬୪ ବାଟାଲିୟନ ସିଆରପିଏଫ କଳାହାଣ୍ଡି ମିଳିତ ଆନୁକୁଲ୍ୟରେ ମେରି ମିଟି ମେରା ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଯାଇଛି। ଏହି କାର୍ଯ୍ୟକ୍ରମରେ ବୃ୍କ୍ଷରୋପଣ, ପଞ୍ଚ ପ୍ରାଣ ଶପଥ ଗ୍ରହଣ, ମାଟି କୋ ନମନ୍ ବିରୋ କା ବନ୍ଦନ କାର୍ଯ୍ୟକ୍ରମ କରାଯାଇଥିଲା।

ଉକ୍ତ କାର୍ଯ୍ୟକ୍ରମରେ ଅତିଥି ଭାବେ ତନ୍ମୟ କୁମାର ଦରୱାନ ଅତିରିକ୍ତ ଜିଲ୍ଲାପାଳ, ଡ. ବିଶ୍ଵଜିତ ଦାସ, ଉପଜିଲ୍ଲପାଳ ଭବାନୀପାଟଣା, ୬୪ ସି ଆର ପି ଏଫ୍ ବାଟାଲିୟନ କଳାହାଣ୍ଡି ବିଦିଶା ସିଂହ (DIG,MED), ଦ୍ଵିତୀୟ କମାଣ୍ଡାଣ୍ଟ ପ୍ରକାଶ କୁମାର ମିଶ୍ରା , ଡେପୁଟି କମାଣ୍ଡାଣ୍ଟ ଜିତ୍ ବାହନ ଓରାନ୍,ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ଜିଲ୍ଲାଯୁବ ଅଧିକାରୀ ପ୍ରସନ୍ନ କୁମାର ମେହେର ଯୋଗ ଦେଇଥିଲେ।

ଉକ୍ତ କାର୍ଯ୍ୟକ୍ରମ ଟିକୁ ପରିଚାଳନା କରିଥିଲେ ୬୪ ବାଟାଲିୟନ ସିଆରପିଏଫ କଳାହାଣ୍ଡି ର ଦ୍ୱିତୀୟ କମାଣ୍ଡାଣ୍ଟ ପି. କେ. ମିଶ୍ରା, ଏବଂ ଏହି କାର୍ଯ୍ୟକ୍ରମ ରେ କଳାହାଣ୍ଡି ଜିଲ୍ଲା ର କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ ରୁ ଅବସର ଗ୍ରହଣ କରିଥିବା ୪ଜଣ ସେନା କର୍ମଚରୀ ଗଣେଶ ଚନ୍ଦ୍ର ସାହୁ, ପ୍ରଦୀପ କୁମାର ସାହୁ, ସୁଭାଷ ଠାକୁର, ଡି. ଏଲ. ମୁଣ୍ଡ ଙ୍କୁ ସମ୍ମାନିତ କରାଯାଇଥିଲା। ପରେ ଦୁଆରର୍ସୁନି ଉଚ୍ଚ ବିଦ୍ୟାଳୟ ପଡିଆ ଠାରେ ସମସ୍ତ ଅତିଥି ଓ ସ୍କୁଲ ର ଛାତ୍ରଛାତ୍ରୀଙ୍କ ଉପସ୍ଥିତି ରେ ବୃକ୍ଷ ରୋପଣ କରାଯାଇଥିଲା। ଅଗଷ୍ଟ ୯ ରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟକ୍ରମ ଆସନ୍ତା ଆଗଷ୍ଟ୍ ୧୫ ତାରିଖ ପର୍ଯ୍ୟନ୍ତ ସବୁ ଗ୍ରାମ ପଞ୍ଚାୟତ ଓ ବ୍ଲକ୍ ସ୍ତରରେ ଅନୁଷ୍ଠିତ ହେବ।

ଉକ୍ତ କାର୍ଯ୍ୟକ୍ରମରେ ୬୪ ସିଆରପିଏଫ ବାଟାଲିୟନ ର ସମସ୍ତ ଯବାନ ଉପସ୍ଥିତ ରହି ସହଯୋଗ କରିଥିଲେ ଏବଂ ନେହେରୁ ଯୁବ କେନ୍ଦ୍ର କଳାହାଣ୍ଡି ର ଜାତୀୟ ଯୁବ ସ୍ଵେଚଛାସେବୀ ଅଭିଷେକ ବେହେରା, ସୁଶିଲ ପଧାନ, ନବୀନ ସାହୁ, ଶମ୍ଭୁ ବିଶି, ପୂର୍ବତନ ଜାତୀୟ ଯୁବ ସ୍ଵେଚଛାସେବୀ ହେମସାଗର ସାହୁ, ଚୁଲମଣି ମାଝୀ , ବିଜେତା ବାଗ, ପ୍ରଜ୍ଞା ନାୟକ, ବର୍ଷା ନାୟକ, ସ୍ଵଗତିକା ନାଏକ ଉପସ୍ଥିତ ରହି କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ।

କଳାହାଣ୍ଡି କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ଭାରତ ସରକାର ମେରି ମାଟି ମେରା ଦେଶ
Share. Facebook Twitter LinkedIn Email WhatsApp Copy Link

Related Posts

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026
Latest News

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026

NEET ପୁନଃପରୀକ୍ଷାରେ ମହାଠକେଇ! ନକଲି ପ୍ରାର୍ଥୀ ସାଜି ପରୀକ୍ଷା ଦେଉଥିଲେ ଡାକ୍ତର ଓ MBBS ଛାତ୍ର, ୯ ଜଣ ଗିରଫ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.