Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲୋକସଭାରୁ ନିଲମ୍ବିତ ହେଲେ କଂଗ୍ରେସ ନେତା ଅଧୀର ରଂଜନ ଚୌଧୁରୀ
ଆଜିର ଖବର

ଲୋକସଭାରୁ ନିଲମ୍ବିତ ହେଲେ କଂଗ୍ରେସ ନେତା ଅଧୀର ରଂଜନ ଚୌଧୁରୀ

August 10, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: କଂଗ୍ରେସ ନେତା ଅଧୀର ରଂଜନ ଚୌଧୁରୀଙ୍କୁ ଆଜି ଲୋକସଭାରୁ ନିଲମ୍ବିତ କରାଯାଇଛି। ଯେପର୍ଯ୍ୟନ୍ତ ପ୍ରିଭେଲିଜ୍ କମିଟିରେ ମାମଲା ବିଚାରାଧୀନ ଅଛି ଏବଂ ତଦନ୍ତ ରିପୋର୍ଟ ଆସିବା ପର୍ଯ୍ୟନ୍ତ ସେ ଗୃହରୁ ନିଲମ୍ବିତ ରହିବେ। ଲୋକସଭାରେ ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ବେଳେ ଅଧୀର ରଂଜନ ଚୌଧୁରୀ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଉପରେ ମନ୍ତବ୍ୟ ଦେଇଥିଲେ।

ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଗୃହରେ ସଂକଳ୍ପ ଉପସ୍ଥାପନ କରୁଥିବାବେଳେ କହିଛନ୍ତି ଯେ, କଂଗ୍ରେସ ନେତାମାନେ ପ୍ରତ୍ୟେକ ଥର ଦେଶ ତଥା ସରକାରଙ୍କ ଭାବମୂର୍ତ୍ତିକୁ ଖରାପ କରିବାକୁ ଚେଷ୍ଟା କରୁଛନ୍ତି। ଆମେ ସେହି ସମୟରେ କ୍ଷମା ମାଗିବାକୁ ଦାବି କରିଥିଲୁ, କିନ୍ତୁ ସେ କ୍ଷମା ମାଗିନଥିଲେ। ତାଙ୍କ ବିରୋଧରେ ଏକ ପ୍ରସ୍ତାବ ଅଣାଯାଇଥିଲା ଯାହା ଗ୍ରହଣ କରାଯାଇଥିଲା। ବାଚସ୍ପତି କହିଛନ୍ତି ଯେ, ଆଧୀର ରଂଜନ ଚୌଧୁରୀଙ୍କ ଆଚରଣ ଗୃହ ସହିତ ମେଳ ଖାଉ ନାହିଁ।

ନୂଆ ନିରବ ମୋଦୀଙ୍କୁ ଦେଖିବାର ଲାଭ କ’ଣ?:

ନିଲମ୍ବିତ ହେବା ପରେ ଆଧୀର ରଂଜନ ଚୌଧୁରୀ କହିଛନ୍ତି ଯେ, ତାଙ୍କୁ ବାହାରକୁ ଯିବାକୁ ପଡିବ କାରଣ ଆଜି ମଧ୍ୟ ମଣିପୁର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀ ‘ନିରବ’ ରହିଛନ୍ତି, ତେଣୁ ମୁଁ ଭାବିଲି ନୂଆ ‘ନିରବ ମୋଦୀ’ ଙ୍କୁ ଦେଖିବାର ଲାଭ କ’ଣ?

ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, ସମଗ୍ର ଦେଶ ତାଙ୍କ ସହ ଅଛନ୍ତି, ତେବେ ସେ କଂଗ୍ରେସକୁ କାହିଁକି ଭୟ କରିବେ?

ଅଧୀର ରଂଜନ ଚୌଧୁରୀ କଂଗ୍ରେସ ନେତା ଲୋକସଭାରୁ ନିଲମ୍ବିତ
Share. Facebook Twitter LinkedIn Email WhatsApp Copy Link

Related Posts

PUC ନଥିଲେ ୧୦ ହଜାର ଜରିମାନା! ଅକ୍ଟୋବର ୧ରୁ ଦିଲ୍ଲୀରେ ଗାଡ଼ି ଯାଞ୍ଚ, ଜାଣନ୍ତୁ ନୂଆ ନିୟମ

September 27, 2026

ଇନିଂସ୍ ଓପନ କରିବେ ଗିଲ୍ ଏବଂ ଜୟସ୍ଵାଲ୍?: ଆଜି ଏହି ୧୧ ଖେଳାଳିଙ୍କୁ ମିଳିପାରେ ସୁଯୋଗ

September 27, 2026

ଆତଙ୍କବାଦ ପ୍ରସଙ୍ଗ: UNGA ରେ ପାକିସ୍ତାନ ଉପରେ ଆକ୍ରମଣ କଲେ ଜୟଶଙ୍କର

September 27, 2026

ଆଇଏଲ୍‍ଏସ୍‍ ବାୟୋ ଇନକ୍ୟୁବେଟର ପକ୍ଷରୁ ଷ୍ଟାର୍ଟଅପ୍ କ୍ୟାରିୟର ମେଳା:  ଏକାଠି ହେଲେ ୧୭ ଷ୍ଟାର୍ଟଅପ୍

September 27, 2026
Latest News

୩୦ ବର୍ଷ ବୟସ ପରେ କେଉଁ ସ୍ୱାସ୍ଥ୍ୟ ପରୀକ୍ଷା ଜରୁରୀ? ଜାଣନ୍ତୁ କେଉଁ ଟେଷ୍ଟ କେବେ କରିବେ

September 27, 2026

PUC ନଥିଲେ ୧୦ ହଜାର ଜରିମାନା! ଅକ୍ଟୋବର ୧ରୁ ଦିଲ୍ଲୀରେ ଗାଡ଼ି ଯାଞ୍ଚ, ଜାଣନ୍ତୁ ନୂଆ ନିୟମ

September 27, 2026

ଇନିଂସ୍ ଓପନ କରିବେ ଗିଲ୍ ଏବଂ ଜୟସ୍ଵାଲ୍?: ଆଜି ଏହି ୧୧ ଖେଳାଳିଙ୍କୁ ମିଳିପାରେ ସୁଯୋଗ

September 27, 2026

ଆତଙ୍କବାଦ ପ୍ରସଙ୍ଗ: UNGA ରେ ପାକିସ୍ତାନ ଉପରେ ଆକ୍ରମଣ କଲେ ଜୟଶଙ୍କର

September 27, 2026

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍: ଭିଜିଲାନ୍ସ ପଞ୍ଝାରେ ୨ କର୍ମଚାରୀ

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.