Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଗରିକମାନଙ୍କୁ ତିରଙ୍ଗା ସହ ଫଟୋ ଅପଲୋଡ କରିବାକୁ ଆହ୍ୱାନ ଦେଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ନାଗରିକମାନଙ୍କୁ ତିରଙ୍ଗା ସହ ଫଟୋ ଅପଲୋଡ କରିବାକୁ ଆହ୍ୱାନ ଦେଲେ ପ୍ରଧାନମନ୍ତ୍ରୀ

August 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାରତର
ଦାୟିତ୍ଵବାନ ଦେଶ ତାଲିକାର ଶ୍ରେଷ୍ଠ ୧୦ ରେ ନାହାନ୍ତି ଚୀନ୍, ରୁଷ କିମ୍ବା ଆମେରିକା: ଜାଣନ୍ତୁ ଭାରତର ସ୍ଥିତି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ହର ଘର ତିରଙ୍ଗା’ ଅଭିଯାନରେ ଅଗଷ୍ଟ ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ harghartiranga.com ରେ ତ୍ରିରଙ୍ଗା ସହ ଫଟୋ ଅପଲୋଡ କରିବା ପାଇଁ ନାଗରିକମାନଙ୍କୁ ଆହ୍ୱାନ ଜଣାଇଛନ୍ତି।

ଏକାଧିକ ଟ୍ୱିଟ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ‘‘ହର ଘର ତିରଙ୍ଗା’’ ଅଭିଯାନ ଆଜାଦୀ କା ଅମୃତ ମହୋତ୍ସବରେ ଏକ ନୂଆ ଶକ୍ତି ଭରିଛି। ଦେଶବାସୀମାନଙ୍କୁ ଚଳିତବର୍ଷ ଏହି ଅଭିଯାନକୁ ଏକ ନୂଆ ଉଚ୍ଚତାକୁ ନେଇଯିବାର ଅଛି। ଆସନ୍ତୁ, ଅଗଷ୍ଟ ୧୩ରୁ ୧୫ ମଧ୍ୟରେ ଦେଶର ଗର୍ବ ଓ ଗୌରବର ପ୍ରତୀକ ଜାତୀୟ ପତାକାକୁ ଉଡ଼ାଇବା। ତ୍ରିରଙ୍ଗା ସହିତ harghartiranga.com ରେ ନିଜ ସେଲଫି ମଧ୍ୟ ନିଶ୍ଚିତ ଅପଲୋଡ କରିବା’’।

‘‘ସ୍ୱାଧୀନତା ଓ ରାଷ୍ଟ୍ରୀୟ ଏକତା ଉତ୍ସାହର ପ୍ରତୀକ ହେଉଛି ତ୍ରିରଙ୍ଗା। ତ୍ରିରଙ୍ଗା ସହିତ ପ୍ରତ୍ୟେକ ଭାରତୀୟଙ୍କର ଆବେଗିକ ସମ୍ପର୍କ ରହିଛି ଏବଂ ଏହା ଜାତୀୟ ପ୍ରଗତିକୁ ଆହୁରି ସମୃୃଦ୍ଧ କରିବାପାଇଁ କଠିନ ପରିଶ୍ରମ କରିବାକୁ ଆମକୁ ପ୍ରେରଣା ଦେଉଛି। ଏହି ପରିପ୍ରେକ୍ଷୀରେ ମୁଁ ଆପଣମାନଙ୍କୁ ‘ହର ଘର ତିରଙ୍ଗା’ ଅଭିଯାନରେ ଅଗଷ୍ଟ ୧୩ରୁ ୧୫ ପର୍ଯ୍ୟନ୍ତ ଅଂଶଗ୍ରହଣ ନିମନ୍ତେ ଆହ୍ୱାନ ଜଣାଉଛି। ତ୍ରିରଙ୍ଗା ସହିତ ଆପଣମାନେ ନିଜ ଫଟୋକୁ harghartiranga.com ରେ ଅପଲୋଡ କରନ୍ତୁ।’’

ତ୍ରିରଙ୍ଗା ନରେନ୍ଦ୍ର ମୋଦୀ ରାଷ୍ଟ୍ରୀୟ ଏକତା ସ୍ୱାଧୀନତା ହର ଘର ତିରଙ୍ଗା ଅଭିଯାନ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.