Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସମୁଦ୍ରରେ ଗାଧୋଉଥିବା ବେଳେ ୧୦ ମ ଶ୍ରେଣୀ ଛାତ୍ର ନିଖୋଜ
ଆଜିର ଖବର

ସମୁଦ୍ରରେ ଗାଧୋଉଥିବା ବେଳେ ୧୦ ମ ଶ୍ରେଣୀ ଛାତ୍ର ନିଖୋଜ

August 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଗତକାଲି ମଧ୍ୟାହ୍ନରେ ବ୍ରହ୍ମପୁର ଡିପଲ୍ ସ୍କୁଲର ୧୦ ମ ଶ୍ରେଣୀ ଛାତ୍ର ଆଦିତ୍ୟ ପ୍ରସାଦ ଦାସ ଅନ୍ୟ ସାଙ୍ଗ ମାନଙ୍କ ସହ ମିଶି ଗୋପାଳପୁର ବୁଲିବାକୁ ଯାଇ ସମୁଦ୍ରରେ ଗାଧୋଇ ଥିଲେ। ଏହା ମଧ୍ୟରୁ ୩ ଜଣ ସମୁଦ୍ର ଭିତରକୁ ଚାଲିଯାଇଥିଲେ। ନିକଟରେ ଥିବା ଦୁଇ ଜଣ ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ଯାଇ ଦୁଇ ଛାତ୍ର କୁ ଉଦ୍ଧାର କରିଥିଲେ। କିନ୍ତୁ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ଆଦିତ୍ୟ କୁ ପାଇନଥିଲେ।

ନିଖୋଜ ଛାତ୍ର ର ଘର ଆସ୍କା ରୋଡ଼ ସୋମନାଥ ନଗର ବୋଲି ଜଣାପଡିଛି। ଖବର ପାଇ ପରିବାର ଲୋକ ମଧ୍ୟ ଆସି ଘଟଣାସ୍ଥଳରେ ବହୁତ ଖୋଜାଖୋଜି କରିବା ପରେ ସନ୍ଧାନ ନପାଇ ପୋଲିସ କୁ ଅବଗତ କରାଇଥିଲେ। ଗୋପାଳପୁର ପୋଲିସ ଏକ ନିଖୋଜ ମାମଲା ୧୫/୨୩ ଅନୁଯାୟୀ ମକଦ୍ଦମା ରୁଜୁ କରି ସମୁଦ୍ର ତଟରେ ଖୋଜାଖୋଜି କରୁଥିବା ଜଣାପଡିଛି।

ଗୋପାଳପୁର ଛାତ୍ର ନିଖୋଜ ସମୁଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Latest News

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.