Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୋଲସରା: ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ
ଆଜିର ଖବର

ପୋଲସରା: ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

August 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦର ଚୌଧୁରୀ

ବ୍ରହ୍ମପୁର: ପୋଲସରା ରାଣୀପଡା ଅଞ୍ଚଳର ବସନ୍ତ ଗୌଡ଼ ନାମକ ଜଣେ ଯୁବକ କୌଣସି କାମରେ ନିଜ ମୋଟରସାଇକେଲ ଯୋଗେ ଯାଉଥିବା ବେଳେ ବାଳିକା ଉଚ୍ଚ ବିଦ୍ୟାଳୟ ନିକଟରେ ଏକ କାର୍ ସହ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇବା ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ଏତଦବ୍ୟତୀତ ଖବର ପାଇ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଡାକ୍ତରଖାନାରେ ପହଞ୍ଚି ଶେଷ ଦର୍ଶନ କରିଥିଲେ ଓ ପରିବାର ଲୋକଙ୍କୁ ସମବେଦନା ଜ୍ଞାପନ କରିଥିଲେ।

ପୋଲସରା ଯୁବକଙ୍କ ମୃତ୍ୟୁ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026

ଏହି ୫ ଟି ସହରରେ ୩୫ ଟଙ୍କାରେ ମିଳିବ ପିଆଜ: ସରକାରଙ୍କ ବଡ଼ ନିଷ୍ପତ୍ତି

August 25, 2026

ପୋଖରୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ

August 25, 2026
Latest News

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026

ଏହି ୫ ଟି ସହରରେ ୩୫ ଟଙ୍କାରେ ମିଳିବ ପିଆଜ: ସରକାରଙ୍କ ବଡ଼ ନିଷ୍ପତ୍ତି

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.