Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡ଼ା କ୍ଷେତ୍ରରେ ହୋଇଥିବା ବୁଝାମଣାପତ୍ରକୁ କ୍ୟାବିନେଟ୍ ଅନୁମୋଦନ
ଆଜିର ଖବର

ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡ଼ା କ୍ଷେତ୍ରରେ ହୋଇଥିବା ବୁଝାମଣାପତ୍ରକୁ କ୍ୟାବିନେଟ୍ ଅନୁମୋଦନ

August 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଭାରତ ଗଣତନ୍ତ୍ରର ଯୁବ ବ୍ୟାପାର ଏବଂ କ୍ରୀଡ଼ା ମନ୍ତ୍ରଣାଳୟ ଏବଂ ଅଷ୍ଟ୍ରେଲିଆ ସରକାରଙ୍କ ସ୍ୱାସ୍ଥ୍ୟ ଓ ବୟସ୍କ ଯତ୍ନ ବିଭାଗ ମଧ୍ୟରେ କ୍ରୀଡ଼ା କ୍ଷେତ୍ରରେ ସହଯୋଗ ସମ୍ପର୍କିତ ବୁଝାମଣାପତ୍ର (ଏମଓୟୁ)କୁ ଅନୁମୋଦନ କରିଛନ୍ତି।

ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ କ୍ରୀଡ଼ା କ୍ଷେତ୍ରରେ ଦ୍ୱିପାକ୍ଷିକ ବିନିମୟ କାର୍ଯ୍ୟକ୍ରମ କ୍ରୀଡ଼ା ବିଜ୍ଞାନ, ପ୍ରଯୁକ୍ତି ବିଦ୍ୟା ଏବଂ ଭିତ୍ତିଭୂମି କ୍ଷେତ୍ରରେ ଜ୍ଞାନ ଓ ଦକ୍ଷତା ବୃଦ୍ଧି କରିବାରେ ସହାୟକ ହେବ। କ୍ରୀଡାବିତ୍ ଏବଂ ପ୍ରଶିକ୍ଷକ ମାନଙ୍କୁ ପ୍ରଶିକ୍ଷଣ ଏବଂ ବିକାଶ; କ୍ରୀଡ଼ା ଶାସନ ଓ ସଚ୍ଚୋଟତା; କ୍ରୀଡ଼ାରେ ତୃଣମୂଳ ସ୍ତରର ଅଂଶଗ୍ରହଣ; ପ୍ରମୁଖ କ୍ରୀଡ଼ା ପ୍ରତିଯୋଗିତା; କ୍ରୀଡ଼ାରେ ବିବିଧତା ଏବଂ ଅନ୍ତର୍ଭୁକ୍ତୀକରଣ ଫଳରେ ଅନ୍ତର୍ଜାତୀୟ ଟୁର୍ଣ୍ଣାମେଣ୍ଟରେ ଆମ କ୍ରୀଡ଼ାବିତ୍ ମାନଙ୍କର ପ୍ରଦର୍ଶନରେ ଉନ୍ନତି ଆସିବ ଏବଂ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କ ସୁଦୃଢ଼ ହେବ।

ଅଷ୍ଟ୍ରେଲିଆ ସହ କ୍ରୀଡ଼ା କ୍ଷେତ୍ରରେ ଦ୍ୱିପାକ୍ଷିକ ସହଯୋଗରୁ ମିଳିଥିବା ଲାଭ ଜାତି, ବର୍ଣ୍ଣ, ଅଞ୍ଚଳ, ଧର୍ମ ଓ ଲିଙ୍ଗ ନିର୍ବିଶେଷରେ ସମସ୍ତ କ୍ରୀଡ଼ାବିତ୍‌ଙ୍କ ପାଇଁ ସମାନ ଭାବରେ ଲାଗୁ ହେବ।

ଅଷ୍ଟ୍ରେଲିଆ କ୍ୟାବିନେଟ୍ ଅନୁମୋଦନ ନରେନ୍ଦ୍ର ମୋଦୀ ବୁଝାମଣାପତ୍ର ଭାରତ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026
Latest News

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.