Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଟକର ପୂର୍ବତନ ମେୟର ନିବେଦିତାଙ୍କ ଶ୍ରଦ୍ଧାଞ୍ଜଳୀ ସଭାରେ ଯୋଗଦେଲେ କେନ୍ଦ୍ର ଅର୍ଥମନ୍ତ୍ରୀ
ଆଜିର ଖବର

କଟକର ପୂର୍ବତନ ମେୟର ନିବେଦିତାଙ୍କ ଶ୍ରଦ୍ଧାଞ୍ଜଳୀ ସଭାରେ ଯୋଗଦେଲେ କେନ୍ଦ୍ର ଅର୍ଥମନ୍ତ୍ରୀ

August 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
NirmalaSitaraman
କଟକର ପୂର୍ବତନ ମେୟର ନିବେଦିତାଙ୍କ ଶ୍ରଦ୍ଧାଞ୍ଜଳୀ ସଭାରେ ଯୋଗଦେଲେ କେନ୍ଦ୍ର ଅର୍ଥମନ୍ତ୍ରୀ

ଭୁବନେଶ୍ୱର: କଟକ ମହାନଗର ନିଗମର ପ୍ରଥମ ମହିଳା ମେୟର ତଥା ବିଧାୟିକା ନିବେଦିତା ପ୍ରଧାନଙ୍କ ସ୍ମୃତିରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗତକାଲି ରାଜ୍ୟସ୍ତରୀୟ ଶ୍ରଦ୍ଧାଞ୍ଜଳୀ ସଭା ଅନୁଷ୍ଠିତ ହୋଇଯାଇଛି ।

ଏହି ଶ୍ରଦ୍ଧାଞ୍ଜଳୀ ସଭାରେ କେନ୍ଦ୍ର ଅର୍ଥମନ୍ତ୍ରୀ ଶ୍ରୀମତୀ ନିର୍ମଳା ସୀଥାରମଣ ଯୋଗ ଦେଇ ସ୍ୱର୍ଗତ ପ୍ରଧାନଙ୍କ ବିୟୋଗରେ ଗଭୀର ଶୋକ ବ୍ୟକ୍ତ କରିବା ସହିତ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ୫ମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି ।

ଗତକାଲି ଭୁବନେଶ୍ୱରରେ ପହଂଚିବା ପରେ ଶ୍ରୀମତୀ ସୀଥାରମଣଙ୍କୁ ଶତାଧିକ କାର୍ଯ୍ୟକର୍ତା ପାରଂପାରିକ ଭାବେ ସ୍ୱାଗତ ଜଣାଇଥିଲେ। ଏହି ଅବସରରେ ବହୁ ସଂଖ୍ୟାରେ କାର୍ଯ୍ୟକର୍ତା ଉପସ୍ଥିତ ଥିଲେ। ଏହା ପରେ କେନ୍ଦ୍ରମନ୍ତ୍ରୀ ଶ୍ରୀମତୀ ସୀଥାରମଣ ସିଧାସଳଖ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଶ୍ରଦ୍ଧାଞ୍ଜଳୀ ସଭାରେ ଯୋଗ ଦେଇଥିଲେ ।

ଅର୍ଥମନ୍ତ୍ରୀ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ନିର୍ମଳା ସୀତାରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026
Latest News

ଆଜି ମାର୍ଚ୍ଚ ୧୨ ରେ ଚାରୋଟି ରାଶି ପାଇଁ ରହିଛି ଅନୁକୂଳ ବାତାବରଣ, ଜାଣନ୍ତୁ ଗୁରୁବାର ରାଶିଫଳ

March 12, 2026

ମଧ୍ୟପ୍ରାଚ୍ୟରେ ଅଟକିଥିବା ଓଡ଼ିଆମାନଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

March 12, 2026

ରାଜ୍ୟସଭା ନିର୍ବାଚନ ତାତି, ହୁଇପ ଜାରୀ କଲା ବିଜେଡି, ଭୁବନେଶ୍ବର ନ ଛାଡିବାକୁ ନିର୍ଦ୍ଦେଶ

March 11, 2026

ସୋଆ ଆଇବିସିଏସ୍ ପକ୍ଷରୁ ବିଜିନେସ୍ ମେଳା ‘ମାର୍କ-ଆଇଟି’ ଅନୁଷ୍ଠିତ

March 11, 2026

ପ୍ରକାଶ ପାଇଲା ୨୦୨୬ ଆଇପିଏଲ ର କାର୍ଯ୍ୟସୂଚୀ: ପ୍ରଥମ ଦିନରେ RCB ବିରୋଧରେ ଖେଳିବ ଏହି ଦଳ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.