Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୂର୍ବତଟ ରେଳପଥ ପକ୍ଷରୁ ସଦଭାବନା ଦିବସ ପାଳନ
ଆଜିର ଖବର

ପୂର୍ବତଟ ରେଳପଥ ପକ୍ଷରୁ ସଦଭାବନା ଦିବସ ପାଳନ

August 18, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ପୂର୍ବତଟ ରେଳପଥ ପକ୍ଷରୁ ଏହାର ମୁଖ୍ୟାଳୟ ଭୁବନେଶ୍ବରସ୍ଥିତ ରେଳ ସଦନ ଓ ଏହାର ସମସ୍ତ ରେଳ ମଣ୍ଡଳ ଠାରେ ସଦଭାବନା ଦିବସ ପାଳନ କରାଯାଇଅଛି। ରେଳ ସଦନ ଠାରେ ରେଳପଥର ମହାପ୍ରବନ୍ଧକ ମନୋଜ ଶର୍ମାଙ୍କ ନେତୃତ୍ବରେ ରେଳବାଇ ଅଧିକାରୀ ଓ କର୍ମଚାରୀ ମାନେ ଜାତି, ଧର୍ମ, କ୍ଷେତ୍ର, ଭାଷାଗତ ବିଭିନ୍ନତା ବିନା ଭାରତ ବର୍ଷର ସମସ୍ତ ଜନସାଧାରଣଙ୍କର ଭାବନାତ୍ମକ ଏକତା ଓ ସଦଭାବନା ପାଇଁ କାର୍ଯ୍ୟକରିବା ସହିତ ହିଂସା ବିନା ବାର୍ତ୍ତାଳାପ ଓ ସାମ୍ବିଧାନିକ ବ୍ୟବସ୍ଥା ମାଧ୍ୟମରେ ସମସ୍ତ ମତଭେଦକୁ ଦୂରେଇ କାର୍ଯ୍ୟ ସମ୍ପାଦନ କରିବାକୁ ଶପଥ ନେଇଥିଲେ।

ରେଳପଥର ଉପମୁଖ୍ୟ କାର୍ମିକ ଅଧିକାରୀ ଶ୍ରୀମତୀ ଜ୍ଯୋତି ଏହି ଶପଥ ପାଠ ଉତ୍ସବକୁ ପରିଚାଳନା କରିଥିଲେ।

ପୂର୍ବତଟ ରେଳପଥ ମନୋଜ ଶର୍ମା ସଦଭାବନା ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ମାରି ନେଲେ ମଙ୍ଗରାଜେ ହାରିଗଲେ ପାତ୍ରେ, ବିଜେଡି ରାଜ୍ୟସଭା ରାଜନୀତି

April 13, 2026

MI କୁ RCB ପରାସ୍ତ କରିବା ପରେ ବଦଳିଲା ପଏଣ୍ଟ ଟେବୁଲର ସ୍ଥିତି: ଜାଣନ୍ତୁ ଶୀର୍ଷରେ କିଏ?

April 13, 2026

ଆଜି ମଧ୍ୟ କମିଲା ସୁନା ଏବଂ ରୂପାର ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

April 13, 2026

ଟ୍ରକ୍ ଧକ୍କାରେ ୭ ମୃତ

April 13, 2026
Latest News

ମାରି ନେଲେ ମଙ୍ଗରାଜେ ହାରିଗଲେ ପାତ୍ରେ, ବିଜେଡି ରାଜ୍ୟସଭା ରାଜନୀତି

April 13, 2026

MI କୁ RCB ପରାସ୍ତ କରିବା ପରେ ବଦଳିଲା ପଏଣ୍ଟ ଟେବୁଲର ସ୍ଥିତି: ଜାଣନ୍ତୁ ଶୀର୍ଷରେ କିଏ?

April 13, 2026

ଆଜି ମଧ୍ୟ କମିଲା ସୁନା ଏବଂ ରୂପାର ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ?

April 13, 2026

ଚୀନ୍ ଏବଂ ଆମେରିକାକୁ ପଛରେ ପକାଇବ ଭାରତର ଅଟୋ ଶିଳ୍ପ: ନୀତିନ୍ ଗଡକରୀ କହିଲେ ମାଷ୍ଟର ପ୍ଲାନ 

April 13, 2026

ଟ୍ରକ୍ ଧକ୍କାରେ ୭ ମୃତ

April 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.