Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଭିନ୍ନ ଷ୍ଟେସନ ମାନଙ୍କରେ ଟ୍ରେନ ଗୁଡିକର ପରୀକ୍ଷାମୂଳକ ରହଣି: କାଳୁପଡାଘାଟରେ ପ୍ରଶାନ୍ତି ଏକ୍ସପ୍ରେସ
ଆଜିର ଖବର

ବିଭିନ୍ନ ଷ୍ଟେସନ ମାନଙ୍କରେ ଟ୍ରେନ ଗୁଡିକର ପରୀକ୍ଷାମୂଳକ ରହଣି: କାଳୁପଡାଘାଟରେ ପ୍ରଶାନ୍ତି ଏକ୍ସପ୍ରେସ

August 19, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଯାତ୍ରୀମାନଙ୍କ ସୁବିଧା ପାଇଁ, ବିଭିନ୍ନ ଷ୍ଟେସନରେ ଉପରୋକ୍ତ ଟ୍ରେନଗୁଡିକର ପରୀକ୍ଷାମୂଳକ ରହଣି ପାଇଁ ନିଷ୍ପତ୍ତି ନିଆଯାଇଛି।

ଯଖପୁରା ଷ୍ଟେସନରେ ଜନ ଶତାବ୍ଦୀ ଏକ୍ସପ୍ରେସ:

12074/12073 ଭୁବନେଶ୍ୱର-ହାଓଡ଼ା-ଭୁବନେଶ୍ୱର ଜନ ଶତାବ୍ଦୀ ଏକ୍ସପ୍ରେସ 20 ଅଗଷ୍ଟ 2023 ଠାରୁ ଯଖପୁରା ରେଳ ଷ୍ଟେସନରେ ରହଣି କରିବ। ଭୁବନେଶ୍ୱରରୁ ଏହି ଟ୍ରେନ୍ ସକାଳ 07ଘ.11ମି.ରେ ପହଞ୍ଚି 07ଘ.13ମି.ରେ ହାଓଡ଼ା ଅଭିମୁଖେ ଯାତ୍ରା କରିବ। ଫେରିବା ମାର୍ଗରେ ହାଓଡ଼ାରୁ ଆସୁଥିବା ଏହି ଟ୍ରେନ୍ ସନ୍ଧ୍ୟା 06ଘ.13ମି.ରେ ପହଞ୍ଚି 06ଘ.15ମି.ରେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିବ।

ମେରାମଣ୍ଡଳୀ ଷ୍ଟେସନ ପୁରୀ-ଦୁର୍ଗ ଓ ଭୁବନେଶ୍ୱର ରାଉରକେଲା ଏକ୍ସପ୍ରେସ:

18425/18426 ପୁରୀ-ଦୁର୍ଗ-ପୁରୀ ଏକ୍ସପ୍ରେସ 20 ଅଗଷ୍ଟ 2023 ଠାରୁ ମେରାମଣ୍ଡଳୀ ରେଳ ଷ୍ଟେସନରେ ରହଣି କରିବ। ପୁରୀରୁ ଏହି ଟ୍ରେନ୍ ରାତ୍ରି 10ଘ.30ମି.ରେ ପହଞ୍ଚି 10ଘ.31ମି.ରେ ଦୁର୍ଗ ଅଭିମୁଖେ ଯାତ୍ରା କରିବ। ଫେରିବା ମାର୍ଗରେ ଦୁର୍ଗରୁ ଏହି ଟ୍ରେନ୍ ଭୋର 05 ଘଟିକାରେ ପହଞ୍ଚି 05ଘ.01ମି.ରେ ପୁରୀ ଅଭିମୁଖେ ଯାତ୍ରା କରିବ।

22839/22840 ରାଉରକେଲା-ଭୁବନେଶ୍ୱର-ରାଉରକେଲା ଏକ୍ସପ୍ରେସ 20 ଅଗଷ୍ଟ 2023 ଠାରୁ ମେରାମଣ୍ଡଳୀ ରେଳ ଷ୍ଟେସନରେ ରହଣି କରିବ। ରାଉରକେଲା ଠାରୁ ଆସୁଥିବା ଏହି ଟ୍ରେନ୍ ମେରାମଣ୍ଡଳୀରେ ପୂର୍ବାହ୍ନ 10ଘ.14ମି.ରେ ପହଞ୍ଚି 10ଘ.15ମି.ରେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିବ। ଫେରିବା ମାର୍ଗରେ ଭୁବନେଶ୍ୱରରୁ ଏହି ଟ୍ରେନ୍ ଅପରାହ୍ନ 03ଘ.09ମି.ରେ ପହଞ୍ଚି 03ଘ.10ମି.ରେ ରାଉରକେଲା ଅଭିମୁଖେ ଯାତ୍ରା କରିବ।

ଦାମନଯୋଡି ଷ୍ଟେସନରେ ସମଲେଶ୍ୱରୀ:

18005/18006 ହାଓଡ଼ା-ଜଗଦଳପୁର-ହାଓଡ଼ା ସମଲେଶ୍ୱରୀ ଏକ୍ସପ୍ରେସ 20 ଅଗଷ୍ଟ 2023 ଠାରୁ ଦାମନଯୋଡି ଷ୍ଟେସନରେ ରହଣି କରିବ। ହାଓଡ଼ାରୁ ଆସୁଥିବା ଏହି ଟ୍ରେନ୍ ଦାମନଯୋଡି ଷ୍ଟେସନରେ ସନ୍ଧ୍ୟା 06ଘ.13ମି.ରେ ପହଞ୍ଚି 06ଘ.15ମି.ରେ ଜଗଦଲପୁର ଅଭିମୁଖେ ଯାତ୍ରା କରିବ। ଫେରିବା ମାର୍ଗରେ ଜଗଦଲପୁରରୁ ଏହି ଟ୍ରେନ୍ ସକାଳ 07ଘ.48ମି.ରେ ପହଞ୍ଚି 07ଘ.50ମି.ରେ ହାଓଡ଼ା ଅଭିମୁଖେ ଯାତ୍ରା କରିବ।

କାଳୁପଡାଘାଟ ଷ୍ଟେସନରେ ପ୍ରଶାନ୍ତି ଏକ୍ସପ୍ରେସ:

18463/18464 ଭୁବନେଶ୍ୱର-ବେଙ୍ଗାଲୁରୁ-ଭୁବନେଶ୍ୱର ପ୍ରଶାନ୍ତି ଏକ୍ସପ୍ରେସ 20 ଅଗଷ୍ଟ 2023 ଠାରୁ କାଳୁପଡାଘାଟ ରେଳ ଷ୍ଟେସନରେ ରହଣି କରିବ।  ଭୁବନେଶ୍ୱରରୁ ଛାଡୁଥିବା ଏହି ଟ୍ରେନ୍ କାଳୁପଡାଘାଟ ଷ୍ଟେସନରେ ସକାଳ 06ଘ.36ମି.ରେ ପହଞ୍ଚି 06ଘ.38ମି.ରେ ବେଙ୍ଗାଲୁରୁ ଅଭିମୁଖେ ଯାତ୍ରା କରିବ।  ଫେରିବା ମାର୍ଗରେ ବେଙ୍ଗାଲୁରୁରୁ ଏହି ଟ୍ରେନ୍ ସନ୍ଧ୍ୟା 05ଘ.23ମି.ରେ ପହଞ୍ଚି 05ଘ.25ମି.ରେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିବ।

ନରାଜ ମାର୍ଥାପୁର ଷ୍ଟେସନରେ ପୁରୀ-ଆଜମୀର ଓ ଭୁବନେଶ୍ୱର ରାଉରକେଲା ଏକ୍ସପ୍ରେସ:

20823/20834 ପୁରୀ-ଅଜମେର-ପୁରୀ ଏକ୍ସପ୍ରେସ ସେପ୍ଟେମ୍ବର ପହିଲା ଠାରୁ ପୁରୀରୁ ଓ ଆଜମୀର ଠାରୁ ଆସୁଥିବା ଟ୍ରେନ ସେପ୍ଟେମ୍ବର 02 ତାରିଖ ଠାରୁ ନରାଜ ମାର୍ଥାପୁର ରେଳ ଷ୍ଟେସନରେ ରହଣି କରିବ। ପୁରୀରୁ ଛାଡୁଥିବା ଏହି ଟ୍ରେନ୍ ରାତ୍ରି 12ଘ.53ମି.ରେ ପହଞ୍ଚି 12ଘ.55ମି.ରେ ଅଜମେର ଅଭିମୁଖେ ଯାତ୍ରା କରିବ।  ଫେରିବା ମାର୍ଗରେ ଅଜମେରରୁ ଏହି ଟ୍ରେନ୍ ନରାଜ ଠାରେ ପୂର୍ବାହ୍ନ 11ଘ.55ମି.ରେ ପହଞ୍ଚି 11ଘ.57ମି.ରେ ପୁରୀ ଅଭିମୁଖେ ଯାତ୍ରା କରିବ।

22839/22840 ରାଉରକେଲା-ଭୁବନେଶ୍ୱର-ରାଉରକେଲା ଏକ୍ସପ୍ରେସ 20 ଅଗଷ୍ଟ 2023 ଠାରୁ ନରାଜ ମାର୍ଥାପୁର ରେଳ ଷ୍ଟେସନରେ ରହଣି କରିବ।  ରାଉରକେଲା ଠାରୁ ଏହି ଟ୍ରେନ୍ ପୂର୍ବାହ୍ନ 11ଘ.25ମି.ରେ ପହଞ୍ଚି 11ଘ.27ମି.ରେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିବ। ଫେରିବା ମାର୍ଗରେ ଭୁବନେଶ୍ୱରରୁ ଏହି ଟ୍ରେନ୍ ନରାଜ ଠାରେ ଅପରାହ୍ନ 02 ଘଟିକାରେ ରେ ପହଞ୍ଚି 02ଘ.02ମି.ରେ ରାଉରକେଲା ଅଭିମୁଖେ ଯାତ୍ରା କରିବ।

କାଳୁପଡାଘାଟ ପ୍ରଶାନ୍ତି ଏକ୍ସପ୍ରେସ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

June 24, 2026
Latest News

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

June 24, 2026

ବିଭିନ୍ନ ପ୍ରକଳ୍ପଗୁଡ଼ିକ ଉପରେ ବିଦ୍ୟୁତ ଜନିତ ସମସ୍ୟାକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.