Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୁଦାନରେ ସରକାର ପରିବର୍ତ୍ତନ ପାଇଁ ଆନ୍ଦୋଳନ : ମୃତ୍ୟୁ ସଂଖ୍ୟା ୬୦କୁ ବୃଦ୍ଧି
ଆଜିର ଖବର

ସୁଦାନରେ ସରକାର ପରିବର୍ତ୍ତନ ପାଇଁ ଆନ୍ଦୋଳନ : ମୃତ୍ୟୁ ସଂଖ୍ୟା ୬୦କୁ ବୃଦ୍ଧି

June 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
death toll rises to 60
death toll rises to 60

ସୁଦାନରେ ସରକାର ପରିବର୍ତ୍ତନ ପାଇଁ ଚାଲିଥିବା ଆନ୍ଦୋଳନରେ ମୃତ୍ୟୁ ସଂଖ୍ୟା ୬୦କୁ ବୃଦ୍ଧି ପାଇଛି। କ୍ଷମତା ପରିବର୍ତ୍ତନ ପାଇଁ ଚାଲିଥିବା ଏହି ଆନ୍ଦୋଳନରେ ସେନାବାହିନୀର ଗୁଳିରେ ମୃତ୍ୟୁ ସଂଖ୍ୟା ୬୦କୁ ବୃଦ୍ଧି ପାଇଥିବା ନେଇ ସୁଦାନର ଡାକ୍ତରଙ୍କ କେନ୍ଦ୍ରୀୟ କମିଟି (ସିସିଏସ୍‌ଡି) ସୂଚନା ଦେଇଛି। ବିଗତ ତିନି ଦିନ ଧରି ଚାଲିଥିବା ଏହି ଆନ୍ଦୋଳନରେ ସୋମବାର ମୃତ୍ୟୁ ସଂଖ୍ୟା ୩୫ ରହିଥିବା ବେଳେ ମଙ୍ଗଳାବର ଏହା ୫୦କୁ ବୃଦ୍ଧି ପାଇଥିଲା। ବୁଧବାର ସେନାର ଗୁଳିରେ ଆଉ ୧୦ ଜଣ ପ୍ରାଣ ହରାଇବା ପରେ ଏହି ସଂଖ୍ୟା ୬୦କୁ ବୃଦ୍ଧି ପାଇଥିବା ନେଇ ସିସିଏସ୍‌ଡି ପକ୍ଷରୁ ସୂଚନା ମିଳିଛି। ସିସିଏସ୍‌ଡି ପକ୍ଷରୁ ଏନେଇ ଏକ ଫେସ୍‌ବୁକ୍‌ ପୋଷ୍ଟ ଜରିଆରେ ସୂଚନା ଦେଇଛି। ସୋମବାର ଠାରୁ ସେନା କାର୍ଯ୍ୟାଳୟ ବାହାରେ ଶାନ୍ତିପୂର୍ଣ୍ଣ ଆନ୍ଦୋଳନରେ ବସିଥିବା ବିକ୍ଷୋଭକାରୀଙ୍କ ଉପରକୁ ଗୁଳି ଚାଳନା କରିଥିଲା ପୋଲିସ୍‌।

killed people sudan thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026

ବାଣପୁର: ଓଡ଼ିଶାରେ ଗାଣପତ୍ୟ ଉପାସନା ଓ ଶ୍ରୀଜଗନ୍ନାଥ ସଂସ୍କୃତି ଆଲୋଚନା ଚକ୍ର

September 15, 2026
Latest News

ବିହାର NDAରେ UCCକୁ ନେଇ ମତଭେଦ! ସେପ୍ଟେମ୍ବର ୧୮ରେ JDUର ବଡ଼ ବୈଠକ

September 15, 2026

ପ୍ରଥମଥର ସ୍ୱୀକାର କଲା ୱାଶିଂଟନ୍‌, ମହାକାଶରେ ଆମେରିକାର ଅସ୍ତ୍ର !

September 15, 2026

ସନ୍ଦେହଜନକ ବାଂଲାଦେଶୀ ପାରା ଉଦ୍ଧାର, ବେତନଟୀ ବନ ବିଭାଗକୁ ହସ୍ତାନ୍ତର

September 15, 2026

ପ୍ରତି 5 ହଜାର ପାଇଁ କଟିବ 20 ଟଙ୍କା: ଚୂଡ଼ାନ୍ତ ହେଲା UPI ପେମେଣ୍ଟ ଶୁଳ୍କ

September 15, 2026

ଚେକ୍‌ ବାଉନ୍ସ ମାମଲା: ଅଭିନେତା ରାଜପାଲ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ଆଶ୍ୱସ୍ତି

September 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.