Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅଜଣା ଆତତାୟୀଙ୍କ ଗୁଳିକାଣ୍ଡ : ପୁଲଓ୍ବାମାରେ ଜଣେ ମୃତ, ୧ ଆହତ
ଆଜିର ଖବର

ଅଜଣା ଆତତାୟୀଙ୍କ ଗୁଳିକାଣ୍ଡ : ପୁଲଓ୍ବାମାରେ ଜଣେ ମୃତ, ୧ ଆହତ

June 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
Gunmen kill one, injure another in Pulwama
Gunmen kill one, injure another in Pulwama

ବୁଧବାର ସକାଳୁ ଜମ୍ମୁ କାଶ୍ମୀରର ପୁଲଓ୍ବାମାରେ ଜଣେ ଅଜଣା ଆତତାୟୀଙ୍କ ଗୁଳିମାଡରେ ଜଣେ ସାଧାରଣ ଲୋକ ପ୍ରାଣ ହରାଇଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ପ୍ରାରମ୍ଭିକ ସୂଚନା ଅନୁଯାୟୀ ପୁଲଓ୍ବାମାର କାକାପୋରା ଅଞ୍ଚଳରେ ରହିଥିବା ନଗୀନା ଜାନ୍‌ଙ୍କ ଘର ଉପରକୁ ଜଣେ ଅଜଣା ଆତତାୟୀ ଆକ୍ରମଣ କରିଥିଲା। ନଗୀନା ଜାନ ଏହି ଘଟଣାରେ ପ୍ରାଣ ହରାଇଥିବା ବେଳେ ଅନ୍ୟ ଜଣେ ସାଧାରଣ ଲୋକ ଜଲାଲୁଦ୍ଦିନ ଭୂଫାଣ୍ଡା ଗୁରୁତର ଭାବରେ ଆହତ ହୋଇଛନ୍ତି। ଆହତଙ୍କୁ ଶ୍ରୀନଗରର ଏକ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଉଲ୍ଲେଖଯୋଗ୍ୟ ଯେ, ଜାନ୍‌ଙ୍କ ସ୍ବାମୀ ମହମ୍ମଦ ୟୁସୁଫ୍‌ ଲୋନ୍‌ ମଧ୍ୟ ଏକ ଅଜଣା ଆତତାୟୀର ଗୁଳିରେ ପ୍ରାଣ ହରାଇଥିଲେ। ଦୁଇ ବର୍ଷ ପୂର୍ବେ ମେ ୧୯, ୨୦୧୭ରେ ଜାନ୍‌ଙ୍କ ସ୍ବାମୀ ପ୍ରାଣ ହରାଇଥିଲେ। ଏହି ଘଟଣା ପରେ ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳକୁ କଡା ପହରାରେ ରଖିଛନ୍ତି।

firing pulwama thesamikhsya
Share. Facebook Twitter LinkedIn Email WhatsApp Copy Link

Related Posts

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପ୍ରଭାବ: ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କଲା CBSE

March 15, 2026
Latest News

ପଶ୍ଚିମ ଏସିଆର ଘଟଣାକ୍ରମ ପରିପ୍ରେକ୍ଷୀରେ ପ୍ରମୁଖ କ୍ଷେତ୍ରଗୁଡ଼ିକ ସମ୍ପର୍କରେ ସୂଚନା

March 15, 2026

ହାଇୱା ଦୂର୍ଘଟଣାରେ ଦୁଇ ଗୁରୁତର

March 15, 2026

ପଦ୍ମ ପୁରସ୍କାର -୨୦୨୭ ପାଇଁ ନାମାଙ୍କନ ଆରମ୍ଭ

March 15, 2026

ନିର୍ବାଚନ ଘୋଷଣାର ଏକ ଘଣ୍ଟା ପୂର୍ବରୁ ମମତା ବାନାର୍ଜୀଙ୍କ ଘୋଷଣା: କାର୍ଯ୍ୟାନୁଷ୍ଠାନ ନେବେ କି CEC?

March 15, 2026

ଉପର ମଣିନାଗ ପୀଠରେ ଏକବିଂଶତମ ବାର୍ଷିକ ବିଶ୍ୱଶାନ୍ତି ମହାଯଜ୍ଞ ସମାପ୍ତ

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.