Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଠ ବର୍ଷ ଧରି ଫେରାର ଥିଲେ ପୂର୍ବତନ ବିଡିଓ, ଆଜି ଦିଲ୍ଲୀରେ ଧରିଲା ଭିଜିଲାନସ
ଆଜିର ଖବର

ଆଠ ବର୍ଷ ଧରି ଫେରାର ଥିଲେ ପୂର୍ବତନ ବିଡିଓ, ଆଜି ଦିଲ୍ଲୀରେ ଧରିଲା ଭିଜିଲାନସ

August 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
BDO22
ଆଠ ବର୍ଷ ଧରି ଫେରାର ଥିଲେ ପୂର୍ବତନ ବିଡିଓ, ଆଜି ଦିଲ୍ଲୀରେ ଧରିଲା ଭିଜିଲାନସ

ଭୁବନେଶ୍ବର: ସେ ବିଡିଓ ଥିଲେ। କାମ ନ ହୋଇ ପ୍ରାୟ 25 ଲକ୍ଷ ଟଙ୍କା ବିଲ କରିଦେଇଥିଲେ। ଏ କଥା ଜଣାପଡିବା ପରେ ସେ ହୋଇଗଲେ ଫେରାର। ଆଠ ବର୍ଷ ଧରି ଫେରାର ହେବା ପରେ ଆଜି ନୂଆ ଦିଲ୍ଲୀରେ ମାଡିବସିଛି ଭିଜିଲାନସ। ସେ ହେଉଛନ୍ତି କୋରାପୁଟ ନାରାୟଣପାଟଣା ର ପୂର୍ବତନ ବିଡିଓ ରମେଶ ଚନ୍ଦ୍ର ସାହୁ।

ରମେଶଙ୍କୁ ଧରିବା ପରେ ଭିଜିଲାନସ ସ୍ଥାନୀୟ ପଟିୟାଲା କୋର୍ଟରେ ହାଜର କରାଇ ରିମାଣ୍ଡରେ ଭୁବନେଶ୍ବରକୁ ଆଣୁଛନ୍ତି। ସେ ଏହି ଆଠ ବର୍ଷ ଭିତରେ ବହୁ ସ୍ଥାନ ପରିବର୍ତ୍ତନ କରି ଲୁଚି ରହିଥିଲେ। ସେ ଆସାମର ଥିବା ଖବର ପାଇଁ ଭିଜିଲାନସ ଧରିବା ପାଇଁ ସେଠାକୁ ଯାଇଥିଲେ। ହେଲେ ସେ ଜାଣିପାରି ସେଠାରୁ ଖସି ପଲେଇଗଲେ। ସେଠାରୁ ସେ ଦିଲ୍ଲୀ ଆସୁଥିବାର ଜାଣି ଭିଜିଲାନସ ସେଠାରେ ଛକି ରହି ଧରିଥିଲା।

Odisha Vigilance VIGILANCE ଭିଜିଲାନସ ଭିଜିଲାନସ ଚଢ଼ାଉ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ ନୂତନ ‘ସ୍କୋଡା କୁଶାକ୍’ର ସ୍ୱତନ୍ତ୍ର ପ୍ରଦର୍ଶନ

March 29, 2026

ପାଟଣାଗଡ଼ଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

March 29, 2026

‘ଆର୍ଥ ଆୱାର’ ର ୨୦ ବର୍ଷ ପୂର୍ତ୍ତି ପାଳନ ଅବସରରେ ବାଲୁକା କଳା ନିର୍ମାଣ କଲେ ସୁଦର୍ଶନ ପଟ୍ଟନାୟକ

March 29, 2026

ଗଞ୍ଜାମ ଓକିଲ ସଂଘ ନିର୍ବାଚନ: ସଭାପତି ହେଲେ ସୀତାଂଶୁ ଶେଖର ପଣ୍ଡା

March 29, 2026
Latest News

ଭୁବନେଶ୍ୱରରେ ନୂତନ ‘ସ୍କୋଡା କୁଶାକ୍’ର ସ୍ୱତନ୍ତ୍ର ପ୍ରଦର୍ଶନ

March 29, 2026

ପାଟଣାଗଡ଼ଠାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କଲେ ଉପମୁଖ୍ୟମନ୍ତ୍ରୀ

March 29, 2026

‘ଆର୍ଥ ଆୱାର’ ର ୨୦ ବର୍ଷ ପୂର୍ତ୍ତି ପାଳନ ଅବସରରେ ବାଲୁକା କଳା ନିର୍ମାଣ କଲେ ସୁଦର୍ଶନ ପଟ୍ଟନାୟକ

March 29, 2026

ଦେଶର ସମସ୍ତ ପେଟ୍ରୋଲ ପମ୍ପରେ ପର୍ଯ୍ୟାପ୍ତ ପରିମାଣରେ ପେଟ୍ରୋଲ ଏବଂ ଡିଜେଲ ଉପଲବ୍ଧ: କେନ୍ଦ୍ର

March 29, 2026

ପ୍ରତିରକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ପ୍ରଥମ ଆଇଜିଓଏମ ବୈଠକ

March 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.