Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁହଁକୁ କାଳି ଫିଙ୍ଗିଥିବା ବ୍ୟକ୍ତିଙ୍କୁ ୫-ଟି ସଚିବ ଦେଲେ ଏପରି ଉତ୍ତର, ସମଗ୍ର ଦେଶ କରୁଛି ପ୍ରଶଂସା
ଆଜିର ଖବର

ମୁହଁକୁ କାଳି ଫିଙ୍ଗିଥିବା ବ୍ୟକ୍ତିଙ୍କୁ ୫-ଟି ସଚିବ ଦେଲେ ଏପରି ଉତ୍ତର, ସମଗ୍ର ଦେଶ କରୁଛି ପ୍ରଶଂସା

August 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ଫାଇଲ୍‌ ଚୋରି ମାମଲା: ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ୍‌
ଫାଇଲ୍‌ ଚୋରି ମାମଲା: ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ୍‌

ଭୁବନେଶ୍ଵର: ଶନିବାର ଦିନ ଜଣେ ବ୍ୟକ୍ତି ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୫-ଟି ସଚିବ ଭି.କେ ପାଣ୍ଡିଆନଙ୍କ ଉପରେ କାଳି ଫିଙ୍ଗିଥିଲେ। ଯାହାକୁ ଶ୍ରୀ ପାଣ୍ଡିଆନ୍ କ୍ଷମା କରିଦେଇଥିଲେ। ଶ୍ରୀ ପାଣ୍ଡିଆନ ପୋଲିସକୁ ଗିରଫ ନକରିବାକୁ ମଧ୍ୟ କହିଥିଲେ। ସତ୍ୟବାଦୀର ଜଣେ ସାମାଜିକ କର୍ମୀ ଭାସ୍କର ସାହୁ (୩୮) ପାଣ୍ଡିଆନଙ୍କ ଉପରେ କାଳି ଫିଙ୍ଗିଥିଲେ ଯେତେବେଳେ ସେ ଲୋକଙ୍କ ଅଭିଯୋଗ ଶୁଣିବାକୁ ଯାଇଥିଲେ।

ପୋଲିସ ସୂତ୍ରରୁ ପ୍ରକାଶ ଯେ, “ସଚିବ ଭି.କେ ପାଣ୍ଡିଆନ୍ ତାଙ୍କ ବିରୋଧରେ କୌଣସି ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଚାହୁଁ ନ ଥିବାରୁ ଅଭିଯୁକ୍ତ ସାହୁଙ୍କୁ ମୁକ୍ତ କରାଯାଇଛି। ସଚିବଙ୍କ ନିର୍ଦ୍ଦେଶରେ ଭାସ୍କର ସାହୁଙ୍କ ବିରୋଧରେ କୌଣସି ମାମଲା ରୁଜୁ ହୋଇନାହିଁ। ତେବେ ଭାସ୍କର ନିଜ ଭୁଲକୁ ହୃଦୟଙ୍ଗମ କରିଛନ୍ତି।

ତେବେ ଭାସ୍କରଙ୍କୁ କ୍ଷମା ଦେଇଥିବାରୁ ୫-ଟି ସଚିବଙ୍କୁ ସମଗ୍ର ଦେଶରେ ପ୍ରଶଂସା କରାଯାଉଛି।

ନବୀନ ପଟ୍ଟନାୟକ ଭି.କେ. ପାଣ୍ଡିଆନ୍
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପି ସାଂସଦ ସତୀଶ ଗୌତମଙ୍କ ନାମରେ ନକଲି ଆଇଡି: ମହିଳାଙ୍କୁ କରାଯାଉଛି ଟାର୍ଗେଟ

September 11, 2026

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026
Latest News

ବିଜେପି ସାଂସଦ ସତୀଶ ଗୌତମଙ୍କ ନାମରେ ନକଲି ଆଇଡି: ମହିଳାଙ୍କୁ କରାଯାଉଛି ଟାର୍ଗେଟ

September 11, 2026

ବିନେଶ ଫୋଗାଟଙ୍କୁ ବଡ଼ ଝଟକା: ବିଶ୍ୱ ଚାମ୍ପିଅନସିପ୍ ଟ୍ରାଏଲ ପାଇଁ ଦିଲ୍ଲୀ ହାଇକୋର୍ଟଙ୍କ ମନା

September 11, 2026

ୟୁନିଟ୍-୧ ହାଟରେ ବାରମ୍ବାର ଅଗ୍ନିକାଣ୍ଡ ପରେ ବିଏମ୍‌ସି ଓ ବିଡିଏର ମିଳିତ ଉଚ୍ଛେଦ ଅଭିଯାନ

September 11, 2026

ଗଞ୍ଜେଇ ମାଫିଆଙ୍କ ସହ ସମ୍ପୃକ୍ତି ଅଭିଯୋଗ, ବଦଳିଲେ ପୂର୍ବତନ ଥାନା ଅଧିକାରୀ

September 11, 2026

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.