Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୋଲବମ୍ ଭକ୍ତଙ୍କ ଉପରେ ଚଢିଗଲା ଗାଡି: ଦୁଇ ମୃତ, ୧୭ ଆହତ, ଡାକ୍ତରଖାନାରେ ବିଧାୟକ ଶ୍ରୀକାନ୍ତ ସାହୁ
ଆଜିର ଖବର

ବୋଲବମ୍ ଭକ୍ତଙ୍କ ଉପରେ ଚଢିଗଲା ଗାଡି: ଦୁଇ ମୃତ, ୧୭ ଆହତ, ଡାକ୍ତରଖାନାରେ ବିଧାୟକ ଶ୍ରୀକାନ୍ତ ସାହୁ

August 21, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଗତକାଲି ରାତିରେ ଏକ ବୋଲବମ୍ ଭକ୍ତ ଗଣ ଆସ୍କା ରୁଷିକୁଲ୍ୟା ନଦୀରୁ ପାଣି ନେଇ ନିଜ ଗ୍ରାମ ବୁଗୁଡ଼ା ବ୍ଳକ ଅନ୍ତର୍ଗତ ଅରଖପୁରକୁ ଫେରୁଥିବା ବେଳେ ଭେଟନଇ ନିକଟରେ ଦୁର୍ଘଟଣା ଘଟି ଘଟଣାସ୍ଥଳରେ ଅନୀତା ସ୍ବାଇଁ ନାମ୍ନୀ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ଡ଼ାକ୍ତରଖାନାରେ ମୁକୁନା ବେହେରା ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି।

ଅନ୍ୟ ଗୁରୁତର ଆହତ ଭକ୍ତମାନେ ବ୍ରହ୍ମପୁର ବଡଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଖବର ପାଇ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ଆସ୍କା ଡାକ୍ତରଖାନାକୁ ଯାଇ ଦିବଙ୍ଗତ ଅଙ୍ଗନବାଡି କର୍ମୀଙ୍କର ଶେଷ ଦର୍ଶନ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ଡାକ୍ତରଙ୍କ ସହ ଆଲୋଚନା କରିଥିଲେ। ଅନ୍ୟ ମୃତ ବ୍ୟକ୍ତି ମୁକୁନାଙ୍କ ଅରଖପୁର ସ୍ଥିତ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଶ୍ରୀ ସାହୁ ସମବେଦନା ଜଣାଇଛନ୍ତି।

ବ୍ରହ୍ମପୁର ବଡଡାକ୍ତରଖାନା ରୁଷିକୁଲ୍ୟା ନଦୀ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026
Latest News

ସପ୍ତମ ଦିନରେ ଆଉଟସୋର୍ସିଙ୍ଗ କର୍ମଚାରୀଙ୍କ ଆନ୍ଦୋଳନ

March 16, 2026

ଯାତ୍ରୀଗଣ ଧ୍ୟାନ ଦିଅନ୍ତୁ: ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ୍ ଚଳାଚଳରେ ପରିବର୍ତ୍ତନ

March 16, 2026

ଚର୍ଲାପାଲ୍ଲିରୁ କାମାକ୍ଷା ଓ ଶାଲିମାରକୁ ଦୁଇଟି ଅମୃତ ଭାରତ ଏକ୍ସପ୍ରେସ୍ ଟ୍ରେନ ସେବା

March 16, 2026

Common PG Entrance Test ଆବେଦନ ପାଇଁ ବଢିଲା ସମୟ ସୀମା 

March 16, 2026

ରାଜ୍ୟସଭା ଜିତିବା ପରେ ମନମୋହନ, ସୁଜିତ କୁମାର ଏବଂ ଦିଲ୍ଲୀପ ରାୟଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.