Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅବକାରୀ ବିଭାଗ ପକ୍ଷରୁ ଚଢାଉ, ଧଳା ଜହର ଓ ଗଞ୍ଜେଇ ଜବତ୍, ତିନି ଗିରଫ
ଆଜିର ଖବର

ଅବକାରୀ ବିଭାଗ ପକ୍ଷରୁ ଚଢାଉ, ଧଳା ଜହର ଓ ଗଞ୍ଜେଇ ଜବତ୍, ତିନି ଗିରଫ

August 24, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ବ୍ରହ୍ମପୁର ଅବକାରୀ ବିଭାଗ ଭ୍ରାମ୍ୟମାଣ ଟିମ୍ ବିଶ୍ଵସ୍ତ ସୁତ୍ରରୁ ଖବର ପାଇ ଗୋପାଳପୁର ଥାନା ଅନ୍ତର୍ଗତ ପଥରା ଗ୍ରାମରେ ଚଢ଼ାଉ କରି ୪୨ ଗ୍ରାମ ଧଳା ଜହର ଜବତ କରିବା ସହ କାରବାରରେ ଲିପ୍ତ ଭରତ ସାହୁ ନାମକ ଦୁଇଜଣ ଯୁବକଙ୍କୁ ଗିରଫ କରିଛି। ଜବତ ଧଳା ଜହରର ମୁଲ୍ୟ ୬ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଜଣାପଡିଛି।

ଏତଦବ୍ୟତୀତ ବ୍ରହ୍ମପୁର ରେଳଷ୍ଟେସନ ନିକଟରେ କାହ୍ନା ଡାକୁଆ ନାମକ ଜଣେ ଯୁବକକୁ ସନ୍ଦେହ ଜନକ ଭାବେ ଦେଖି ତାକୁ ଜେରା କରିବା ବେଳେ ତାଙ୍କ ନିକଟରୁ ୧୦ କିଲୋ ଗଞ୍ଜେଇ ଜବତ ହୋଇଥିଲା। କାହ୍ନାକୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି। ଜବତ ଗଞ୍ଜେଇର ମୁଲ୍ୟ ଏକ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ନୀରିକ୍ଷକ ରମେନ୍ଦ୍ର ନାରାୟଣ ନାୟକଙ୍କ ଠାରୁ ପ୍ରକାଶ।

ଅବକାରୀ ବିଭାଗ ଗଞ୍ଜେଇ ଜବତ୍ ତିନି ଗିରଫ ଧଳା ଜହର ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁଲାଇ ୧୨ ତାରିଖ ରବିବାରରେ ଏହି ରାଶି ପାଇଁ ରହିଛି ଲାଭର ଯୋଗ: ଜାଣନ୍ତୁ ରାଶିଫଳ

July 12, 2026

ନିଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ଆୟୋଜନ

July 11, 2026

ମେଧା ବଗି କାରଖାନାରେ ଇଞ୍ଜିନିୟର ଓ ଉତ୍ପାଦନ ଦଳ ସହ ମତ ବିନିମୟ କଲେ ରେଳମନ୍ତ୍ରୀ

July 11, 2026

‘ଜୟପ୍ରକାଶ ନାରାୟଣ ପୁସ୍ତକାଳୟ’ର ଉଦ୍‌ଘାଟନ କଲେ ଅମିତ ଶାହ

July 11, 2026
Latest News

ଆଜି ଜୁଲାଇ ୧୨ ତାରିଖ ରବିବାରରେ ଏହି ରାଶି ପାଇଁ ରହିଛି ଲାଭର ଯୋଗ: ଜାଣନ୍ତୁ ରାଶିଫଳ

July 12, 2026

ନିଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ଆୟୋଜନ

July 11, 2026

ମେଧା ବଗି କାରଖାନାରେ ଇଞ୍ଜିନିୟର ଓ ଉତ୍ପାଦନ ଦଳ ସହ ମତ ବିନିମୟ କଲେ ରେଳମନ୍ତ୍ରୀ

July 11, 2026

‘ଜୟପ୍ରକାଶ ନାରାୟଣ ପୁସ୍ତକାଳୟ’ର ଉଦ୍‌ଘାଟନ କଲେ ଅମିତ ଶାହ

July 11, 2026

“ଆମ ଦଳକୁ ବିଭାଜିତ କରିବାକୁ ଚେଷ୍ଟା, ବିଧାୟକଙ୍କୁ ୩୦ କୋଟି ଅଫର”: ଓମାର ଅବଦୁଲ୍ଲାଙ୍କ ଦାବି

July 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.