Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୫ ଟି ସଚିବଙ୍କ ଗଞ୍ଜାମ ଗସ୍ତ: କଡା ସୁରକ୍ଷା ମଧ୍ୟରେ ହେଲା ଜନ ଶୁଣାଣି କାର୍ଯ୍ୟକ୍ରମ
ଆଜିର ଖବର

୫ ଟି ସଚିବଙ୍କ ଗଞ୍ଜାମ ଗସ୍ତ: କଡା ସୁରକ୍ଷା ମଧ୍ୟରେ ହେଲା ଜନ ଶୁଣାଣି କାର୍ଯ୍ୟକ୍ରମ

August 26, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

କୈଳାଶ ଚନ୍ଦ୍ର ଚୌଧୁରୀ

ବ୍ରହ୍ମପୁର: ଗତକାଲି ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି କେ ପାଣ୍ଡିଆନ୍ ଙ୍କ ଗଞ୍ଜାମ ଜିଲ୍ଲାରେ ସମୀକ୍ଷା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ୫ ଟି ସଚିବ ଭି କେ ପାଣ୍ଡିଆନ୍ ହେଲିକ୍ୟାପ୍ଟରରୁ ଓହ୍ଲାଇ କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ତାଙ୍କର ସମୀକ୍ଷା କାର୍ଯ୍ୟକ୍ରମରେ ଯାଉଥିବା ବେଳେ ନାଲି ରଙ୍ଗର ପୋଷାକ ପିନ୍ଧିଥିବା ପୋଲିସ କର୍ମଚାରୀଙ୍କୁ ଦେଖିବାକୁ ମିଳିଥିଲା।

ଗୁରୁବାର ଦିନ ଗୋପାଳପୁର ବିଧାୟକ ଡଃ ପ୍ରଦୀପ କୁମାର ପାଣିଗ୍ରାହୀ ଭୁବନେଶ୍ୱରରେ ଏକ ସାମ୍ବାଦିକ ସମ୍ମିଳନୀରେ ଖୋଲା ଚାଲେଞ୍ଜ ଦେଇଥିଲେ, ସେ ଯେମିତି ହେଲେ ମଧ୍ୟ ୫ ଟି ସଚିବଙ୍କ କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ। ସେହି ପ୍ରକାରେ ସେ ଉକ୍ତ କାର୍ଯ୍ୟକ୍ରମକୁ ଆସିବା ବେଳେ ଲାଞ୍ଜିପଲୀ ଓଭର୍ ବ୍ରଜ୍ ନିକଟରେ ବିଜେଡି କର୍ମୀ ମାନେ ତାଙ୍କୁ ଅଟକାଇ ଗାଡି ଉପରେ ବସି ହୋ ହାଲ୍ଲା କରିଥିଲେ। ଯାହା ଫଳରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଥିଲା।

ଏହି ସମୟରେ ଉପସ୍ଥିତ ପୋଲିସ କର୍ମଚାରୀ ମାନେ ନାକେଦମ୍ ହୋଇ ଯାଇଥିଲେ। ଏହି ଭଳି ପରିସ୍ଥିତିରେ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ପାଣ୍ଡିଆନ୍ ସଭା ସ୍ଥଳରେ ପହଞ୍ଚି ଉପସ୍ଥିତ ହଜାର ହଜାର ଜନତାଙ୍କୁ ସମ୍ବୋଧିତ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଜନହିତକର କାର୍ଯ୍ୟ ବିଷୟରେ ଟିପ୍ପଣୀ ଦେବା ସହ ଜନସାଧାରଣଙ୍କ ସହ ଆଲୋଚନା କରିଥିଲେ।  ହସ୍ତଗତ ହୋଇଥିବା ସମସ୍ୟା ଆଗାମୀ ଏକ ସପ୍ତାହ ମଧ୍ୟରେ ସମାଧାନ ହେବ ବୋଲି କହିଥିଲେ।

କଡା ସୁରକ୍ଷା ଗଞ୍ଜାମ ଗସ୍ତ ଭି.କେ. ପାଣ୍ଡିଆନ୍
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026

ରଣପୁରରେ ଜନଗଣନା ତାଲିମ ଶିବିର ଶେଷ: ୧୯୮ ଜଣଙ୍କୁ ପ୍ରଶିକ୍ଷଣ

April 2, 2026

ଅଭିଷ୍ଟ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ବିଶ୍ବ ସ୍ବପରାୟଣତା ଦିବସ ପାଳନ ଓ ଦିବ୍ୟାଙ୍ଗ ଉପଯୋଗୀ ଉପକରଣ ବଣ୍ଟନ

April 2, 2026

ଆଜି କିଏ ଜିତିବ, କୋଲକାତା ଏବଂ ହାଇଦ୍ରାବାଦ ମଧ୍ୟରେ କାହାର ପଲ୍ଲା ଭାରି?

April 2, 2026
Latest News

ଖୋର୍ଦ୍ଧା ସହରରେ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

April 2, 2026

ରଣପୁରରେ ଜନଗଣନା ତାଲିମ ଶିବିର ଶେଷ: ୧୯୮ ଜଣଙ୍କୁ ପ୍ରଶିକ୍ଷଣ

April 2, 2026

ସଂସଦରେ ସ୍ୱତନ୍ତ୍ର ଅଧିବେଶନ ଡାକିଲେ ସରକାର: ମହିଳା ସଂରକ୍ଷଣ ବିଲ୍ ଉପରେ ହେବ ଆଲୋଚନା

April 2, 2026

‘ହର୍ମୁଜ୍’ ପାଇଁ ୩୫ଟି ରାଷ୍ଟ୍ରର ବୈଠକ: ଭାରତକୁ ମଧ୍ୟ ମିଳିଲା ନିମନ୍ତ୍ରଣ

April 2, 2026

‘କର୍ମଯୋଗୀ ସାଧନା ସପ୍ତାହ’ କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.