Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଇଜିପ୍ଟରେ ଆଇଏସ୍‌ ଆତଙ୍କବାଦୀଙ୍କ ଆକ୍ରମଣ : ୧୦ ପୋଲିସ୍‌ କର୍ମୀ ନିହତ
ଆଜିର ଖବର

ଇଜିପ୍ଟରେ ଆଇଏସ୍‌ ଆତଙ୍କବାଦୀଙ୍କ ଆକ୍ରମଣ : ୧୦ ପୋଲିସ୍‌ କର୍ମୀ ନିହତ

June 5, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଇଦ୍‌ ଉଲ୍‌ ଫିତରର ସକାଳରେ ଇଜିପ୍ଟରେ ଆଇଏସ୍‌ ଆତଙ୍କବାଦୀଙ୍କ ଆକ୍ରମଣରେ ୧୦ ପୋଲିସ୍‌ କର୍ମୀ ପ୍ରାଣ ହରାଇଛନ୍ତି। ଇଜିପ୍ଟର ଉତ୍ତର ଭାଗରେ ଅବସ୍ଥାପିତ ସିନାଇ ପେନିନ୍‌ସୁଲାରେ ଆତଙ୍କୀ ମାନେ ବୁଧବାର ଆକ୍ରମଣ କରିଥିଲେ। ଏହି ଆକ୍ରମଣରେ ଘଟଣା ସ୍ଥଳରେ ଉପସ୍ଥିତ ପୋଲିସ୍‌ ଅଧିକାରୀଙ୍କ ମଧ୍ୟରୁ ୧୦ ଜଣଙ୍କର ପ୍ରାଣହାନି ଘଟିଥିଲା ବୋଲି ଇଜିପ୍ଟ ସୁରକ୍ଷା ବିଭାଗ ପକ୍ଷରୁ ମିଳିଥିବା ସୂଚନାରୁ ସ୍ପଷ୍ଟ ହୋଇଛି। ଅଲ୍‌ ଆରିଶ୍‌ରେ ଇଦ୍‌ ପାଇଁ ପ୍ରାର୍ଥନା ଚାଲିଥିବା ବେଳେ ଆକ୍ରମଣ ଯୋଜନା କରିଥିଲେ ଆଇଏସ୍‌ ଆତଙ୍କୀ। ପୋଲିସ୍‌ କର୍ମୀଙ୍କୁ ହତ୍ୟା କରିବା ପରେ ହତିଆର ସହିତ ସହର ଆଡକୁ ବଢୁଥିବା ବେଳେ ଏକ ଯୁଦ୍ଧ ବିମାନ ଜରିଆରେ ଆତଙ୍କୀଙ୍କୁ ନିପାତ କରାଯାଇଥିଲା। ଆତଙ୍କୀଙ୍କ ଶବ ମିଳିନଥିବାରୁ ମୃତ ଆତଙ୍କୀଙ୍କ ସଂଖ୍ୟା ସ୍ପଷ୍ଟ ହୋଇ ନାହିଁ।

Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଟି-୨୦ ବିଶ୍ୱକପରେ ଆଉ ଏକ ବିପର୍ଯ୍ୟୟ: ଶ୍ରୀଲଙ୍କାକୁ ୬ ୱିକେଟରେ ପରାସ୍ତ କଲା ଜିମ୍ବାୱେ

February 19, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍‌ରେ ଜିଓ ପକ୍ଷରୁ ‘ନେସନ୍‌-ଫର୍ଷ୍ଟ ଏଆଇ ଷ୍ଟାକ୍‌’ର ରୂପରେଖ ପ୍ରଦର୍ଶିତ

February 19, 2026

ଭାରତୀୟ ବିମାନ ସେବା ବିରୋଧରେ ବଡ଼ ନିଷ୍ପତ୍ତି: ଏୟାରସ୍ପେସ୍ ବନ୍ଦ କଲା ବାଂଲାଦେଶ 

February 19, 2026
Latest News

କୃତ୍ରିମ ବୁଦ୍ଧିମତା ମାନବ ଇତିହାସରେ ଏକ ପରିବର୍ତ୍ତନକାରୀ ଅଧ୍ୟାୟ: ପ୍ରଧାନମନ୍ତ୍ରୀ

February 19, 2026

ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପତ୍ର: ଜାଣନ୍ତୁ କାହିଁକି?

February 19, 2026

ଏବେ ଓଡିଶା ସମେତ ଏହି ରାଜ୍ୟରେ ଆରମ୍ଭ ହେବ SIR: ଜାଣନ୍ତୁ ଆପଣଙ୍କୁ କ’ଣ କରିବାକୁ ପଡ଼ିବ?

February 19, 2026

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

“ମାଗଣା ଉପହାର ଦେଲେ ବିକାଶ କିପରି ହେବ?”: ମାଗଣା ଯୋଜନା ଉପରେ ସୁପ୍ରିମ କୋର୍ଟଙ୍କ ଭର୍ତ୍ସନା

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.