Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ୫ ଟି ସଚିବ ଙ୍କ କାର୍ଯ୍ୟକ୍ରମ
ଆଜିର ଖବର

ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ୫ ଟି ସଚିବ ଙ୍କ କାର୍ଯ୍ୟକ୍ରମ

August 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଆଜି ଅପରାହ୍ନରେ ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ୫ ଟି ସଚିବ ଭି କେ ପାଣ୍ଡିଆନ୍ ଙ୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସାନଖେମୁଣ୍ଡି ବ୍ଳକ ଜଗନ୍ନାଥପୁର ଛକରେ ପାଣ୍ଡିଆନ୍ ବାବୁ ହେଲିକପ୍ଟର ରେ ଓଲ୍ହାଇ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା,ଡି ଆର୍ ଡି ଏ ପିଡି, ଗଞ୍ଜାମ ଏସ୍ ପି ଓ ବ୍ରହ୍ମପୁର ଉପଜିଲ୍ଲାପାଳ ଙ୍କ ଗହଣରେ ସଭାମଞ୍ଚ ନିକଟକୁ ଆସିଥିଲେ ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଅଞଳି ସ୍ବାଇଁ ଓ ଧରାକୋଟ ବ୍ଳକ ଅଧ୍ୟକ୍ଷା ସୁଲକ୍ଷଣା ଦେବୀ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହା ପରେ ସେ କେବଳ ଏକମାତ୍ର ବ୍ୟକ୍ତି ଭାବେ ସଭାମଞ୍ଚ ଉପରକୁ ଯାଇ ଉପସ୍ଥିତ ସ୍ବୟଂ ସହାୟକ ଗୋଷ୍ଠୀ ମହିଳା, ଜନସାଧାରଣ ଓ ଛାତ୍ରଛାତ୍ରୀମାନଙ୍କୁ ନମସ୍କାର ଜଣାଇ ଜୟ ଜଗନ୍ନାଥ କହି ଉଦବୋଧନ ଦେଇଥିଲେ।

ଆଜିର ଏହି କାର୍ଯ୍ୟକ୍ରମ ରେ ୫ ହଜାର ରୁ ଅଧିକ ଲୋକଙ୍କ ସମାଗମ ହୋଇଥିଲା।

ସେ କହିଥିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ନିଜ ଜିଲ୍ଲାର ବିକାଶ ପାଇଁ ନବୀନ ବାବୁ ଦ୍ରୁଢ ବଦ୍ଧ ପରିକର। ତାଙ୍କରି ନିର୍ଦ୍ଦେଶନାରେ ମୁଁ ଓଡ଼ିଶା ର ୩୦ ଜିଲ୍ଲା ଗସ୍ତ କରି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦତ୍ତ ବିଭିନ୍ନ ଜନହିତକର କାର୍ଯ୍ୟ ଗୁଡ଼ିକୁ ସମୀକ୍ଷା କରିବା ପାଇଁ ଆସିଛି।ସାରା ରାଜ୍ୟରେ ସ୍ମାର୍ଟ ସ୍କୁଲ,କ୍ରୁଷି ର ବିକାଶ, ଜଳସେଚନ ବ୍ୟବସ୍ଥା ଓ ଶିକ୍ଷାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନ ରହିଛି ବୋଲି ଉଦବୋଧନ ଦେଇଥିଲେ। ଏଥିସହିତ ଧରାକୋଟ ଜଗନ୍ନାଥ ମନ୍ଦିର, ଅନନ୍ତ ନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସୋମାନାଥ ମହାବିଦ୍ୟାଳୟର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ପ୍ରଦାନ ପାଣ୍ଠି ଘୋଷଣା କରିଥିଲେ।

ଆଜିର ଏହି କାର୍ଯ୍ୟକ୍ରମ ରେ ପାଟପୁର ଗାନ୍ଧୀ ଛକଠାରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ୫ ଟି ସଚିବ ଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଥମ ସୋଆ ପୁଷ୍ପ ଉତ୍ସବ ଉଦ୍‌ଘାଟିତ

January 19, 2026

ଗ୍ରୀନଲ୍ୟାଣ୍ଡ ସମ୍ପର୍କରେ ଟ୍ରମ୍ପଙ୍କ ଶୁଳ୍କ ଧମକକୁ ସମାଲୋଚନା କଲେ ବ୍ରିଟିଶ ପ୍ରଧାନମନ୍ତ୍ରୀ

January 19, 2026

ରାଇରଙ୍ଗପୁରସ୍ଥିତ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଓ କୌଶଳ କେନ୍ଦ୍ର ପରିଦର୍ଶନ କଲେ କୁଳପତି

January 19, 2026

ବିଜେପି ରାଷ୍ଟ୍ରୀୟ ସଭାପତି ଭାବରେ ନିର୍ବିରୋଧ ନିର୍ବାଚିତ ହେଲେ ନୀତିନ ନବୀନ

January 19, 2026
Latest News

ପ୍ରଥମ ସୋଆ ପୁଷ୍ପ ଉତ୍ସବ ଉଦ୍‌ଘାଟିତ

January 19, 2026

ଗ୍ରୀନଲ୍ୟାଣ୍ଡ ସମ୍ପର୍କରେ ଟ୍ରମ୍ପଙ୍କ ଶୁଳ୍କ ଧମକକୁ ସମାଲୋଚନା କଲେ ବ୍ରିଟିଶ ପ୍ରଧାନମନ୍ତ୍ରୀ

January 19, 2026

ଭାରତ-ୟୁଏଇ ମଧ୍ୟରେ ରଣନୈତିକ ପ୍ରତିରକ୍ଷା, ଶକ୍ତି ଏବଂ ମହାକାଶ କ୍ଷେତ୍ରରେ ଏମ୍ଓୟୁ ସ୍ଵାକ୍ଷର

January 19, 2026

ରାଇରଙ୍ଗପୁରସ୍ଥିତ ଇଗ୍ନୋ ଆଞ୍ଚଳିକ କେନ୍ଦ୍ର ଓ କୌଶଳ କେନ୍ଦ୍ର ପରିଦର୍ଶନ କଲେ କୁଳପତି

January 19, 2026

ବିଜେପି ରାଷ୍ଟ୍ରୀୟ ସଭାପତି ଭାବରେ ନିର୍ବିରୋଧ ନିର୍ବାଚିତ ହେଲେ ନୀତିନ ନବୀନ

January 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.