Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ୫ ଟି ସଚିବ ଙ୍କ କାର୍ଯ୍ୟକ୍ରମ
ଆଜିର ଖବର

ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ୫ ଟି ସଚିବ ଙ୍କ କାର୍ଯ୍ୟକ୍ରମ

August 27, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଆଜି ଅପରାହ୍ନରେ ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ୫ ଟି ସଚିବ ଭି କେ ପାଣ୍ଡିଆନ୍ ଙ୍କ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସାନଖେମୁଣ୍ଡି ବ୍ଳକ ଜଗନ୍ନାଥପୁର ଛକରେ ପାଣ୍ଡିଆନ୍ ବାବୁ ହେଲିକପ୍ଟର ରେ ଓଲ୍ହାଇ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା,ଡି ଆର୍ ଡି ଏ ପିଡି, ଗଞ୍ଜାମ ଏସ୍ ପି ଓ ବ୍ରହ୍ମପୁର ଉପଜିଲ୍ଲାପାଳ ଙ୍କ ଗହଣରେ ସଭାମଞ୍ଚ ନିକଟକୁ ଆସିଥିଲେ ଓ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଅଞଳି ସ୍ବାଇଁ ଓ ଧରାକୋଟ ବ୍ଳକ ଅଧ୍ୟକ୍ଷା ସୁଲକ୍ଷଣା ଦେବୀ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଏହା ପରେ ସେ କେବଳ ଏକମାତ୍ର ବ୍ୟକ୍ତି ଭାବେ ସଭାମଞ୍ଚ ଉପରକୁ ଯାଇ ଉପସ୍ଥିତ ସ୍ବୟଂ ସହାୟକ ଗୋଷ୍ଠୀ ମହିଳା, ଜନସାଧାରଣ ଓ ଛାତ୍ରଛାତ୍ରୀମାନଙ୍କୁ ନମସ୍କାର ଜଣାଇ ଜୟ ଜଗନ୍ନାଥ କହି ଉଦବୋଧନ ଦେଇଥିଲେ।

ଆଜିର ଏହି କାର୍ଯ୍ୟକ୍ରମ ରେ ୫ ହଜାର ରୁ ଅଧିକ ଲୋକଙ୍କ ସମାଗମ ହୋଇଥିଲା।

ସେ କହିଥିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ନିଜ ଜିଲ୍ଲାର ବିକାଶ ପାଇଁ ନବୀନ ବାବୁ ଦ୍ରୁଢ ବଦ୍ଧ ପରିକର। ତାଙ୍କରି ନିର୍ଦ୍ଦେଶନାରେ ମୁଁ ଓଡ଼ିଶା ର ୩୦ ଜିଲ୍ଲା ଗସ୍ତ କରି ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦତ୍ତ ବିଭିନ୍ନ ଜନହିତକର କାର୍ଯ୍ୟ ଗୁଡ଼ିକୁ ସମୀକ୍ଷା କରିବା ପାଇଁ ଆସିଛି।ସାରା ରାଜ୍ୟରେ ସ୍ମାର୍ଟ ସ୍କୁଲ,କ୍ରୁଷି ର ବିକାଶ, ଜଳସେଚନ ବ୍ୟବସ୍ଥା ଓ ଶିକ୍ଷାର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସ୍ବପ୍ନ ରହିଛି ବୋଲି ଉଦବୋଧନ ଦେଇଥିଲେ। ଏଥିସହିତ ଧରାକୋଟ ଜଗନ୍ନାଥ ମନ୍ଦିର, ଅନନ୍ତ ନାରାୟଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସୋମାନାଥ ମହାବିଦ୍ୟାଳୟର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ପ୍ରଦାନ ପାଣ୍ଠି ଘୋଷଣା କରିଥିଲେ।

ଆଜିର ଏହି କାର୍ଯ୍ୟକ୍ରମ ରେ ପାଟପୁର ଗାନ୍ଧୀ ଛକଠାରେ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ୫ ଟି ସଚିବ ଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ଇଣ୍ଡିଆ ଟୁଡେ ସର୍ଭେ ରେ ଭାରତର ଦ୍ୱିତୀୟ ଶ୍ରେଷ୍ଠ ଉନ୍ନତ ମେଡିକାଲ କଲେଜ ହେଲା ଏମ୍ସ ଭୁବନେଶ୍ୱର

July 6, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

July 6, 2026

ରଥଯାତ୍ରାର ସ୍ୱତନ୍ତ୍ର ସମୀକ୍ଷା: ସମନ୍ୱୟ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

July 6, 2026

ଗଣ୍ଠିବାତ ନିରାକରଣ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

July 6, 2026
Latest News

ଇଣ୍ଡିଆ ଟୁଡେ ସର୍ଭେ ରେ ଭାରତର ଦ୍ୱିତୀୟ ଶ୍ରେଷ୍ଠ ଉନ୍ନତ ମେଡିକାଲ କଲେଜ ହେଲା ଏମ୍ସ ଭୁବନେଶ୍ୱର

July 6, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

July 6, 2026

ରଥଯାତ୍ରାର ସ୍ୱତନ୍ତ୍ର ସମୀକ୍ଷା: ସମନ୍ୱୟ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

July 6, 2026

ଗଣ୍ଠିବାତ ନିରାକରଣ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର 

July 6, 2026

ବାଙ୍କିପୁରରୁ ବିରୋଧୀ ଦଳର ମିଳିତ ପ୍ରାର୍ଥୀ ହେବେ କି ପ୍ରଶାନ୍ତ କିଶୋର?: ସ୍ପଷ୍ଟ କଲେ ଆରଜେଡି, କଂଗ୍ରେସ

July 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.