Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରକ୍ଷା ବନ୍ଧନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
ଆଜିର ଖବର

ରକ୍ଷା ବନ୍ଧନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

August 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ରକ୍ଷା ବନ୍ଧନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲୋକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ଏହି ଉତ୍ସବ ସମସ୍ତଙ୍କ ଜୀବନରେ ସୌହାର୍ଦ୍ଦ୍ୟ ଏବଂ ସଦ୍‌ଭାବନାକୁ ଆହୁରି ଗଭୀର କରୁ ବୋଲି ଶ୍ରୀ ମୋଦୀ କାମନା କରିଛନ୍ତି।

ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ‘ମୋର ସମସ୍ତ ପରିବାରଜନଙ୍କୁ ରକ୍ଷାବନ୍ଧନର ଶୁଭେଚ୍ଛା। ଭଉଣୀ ଏବଂ ଭାଇଙ୍କ ମଧ୍ୟରେ ଅତୁଟ ବିଶ୍ୱାସ ଏବଂ ଅଗାଧ ପ୍ରେମର ଶୁଭପର୍ବ ହେଉଛି ରକ୍ଷାବନ୍ଧନ। ଆମ ସଂସ୍କୃିତର ଏହା ପବିତ୍ର ପ୍ରତିବିମ୍ବ। ଏହି ପର୍ବ ସମସ୍ତଙ୍କ ଜୀବନରେ ସ୍ନେହ, ସୌହାର୍ଦ୍ଦ୍ୟ ଏବଂ ସଦ୍‌ଭାବକୁ ଆହୁରି ଗଭୀର କରୁ ବୋଲି ମୋର କାମନା।’

ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା ରକ୍ଷା ବନ୍ଧନ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’: ଧର୍ମେନ୍ଦ୍ର ପ୍ରଧାନ

February 21, 2026

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026

ଦୟାପଲୀ ଗ୍ରାମର ହତ୍ୟାକାଣ୍ଡ ମାମଲା: ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

February 21, 2026

୧୦% ବୈଶିକ ଶୁଳ୍କ ଲାଗୁ କଲା ଆମେରିକା: ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ଏହାର ପ୍ରଭାବ? 

February 21, 2026
Latest News

ଭୁବନେଶ୍ୱରରେ ଖୋଲିବ ‘ଭିଏଫଏସ ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’: ଧର୍ମେନ୍ଦ୍ର ପ୍ରଧାନ

February 21, 2026

ଛୁରି ଭୁସି ଔଷଧ କମ୍ପାନୀର ମ୍ୟାନେଜରଙ୍କୁ ହତ୍ୟା: ଜଣେ ଅଟକ

February 21, 2026

ଦୟାପଲୀ ଗ୍ରାମର ହତ୍ୟାକାଣ୍ଡ ମାମଲା: ୮ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

February 21, 2026

୧୦% ବୈଶିକ ଶୁଳ୍କ ଲାଗୁ କଲା ଆମେରିକା: ଜାଣନ୍ତୁ ଭାରତ ଉପରେ କ’ଣ ପଡ଼ିବ ଏହାର ପ୍ରଭାବ? 

February 21, 2026

ସ୍ୱତନ୍ତ୍ର ଅର୍ଥନୈତିକ ଜୋନରେ ମାଛ ଧରା ପାଇଁ ପ୍ରବେଶ ପାସ ଶୁଭାରମ୍ଭ କଲେ ରାଜୀବ ରଞ୍ଜନ ସିଂହ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.