Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଞ୍ଚ ଦିନ ପାଇଁ ସଂସଦର ସ୍ୱତନ୍ତ୍ର ଅଧିବେଶନ ଡାକିଲେ କେନ୍ଦ୍ର ସରକାର, ଆଗତ ହୋଇପାରେ ୧୦ ଟି ବିଲ୍
ଆଜିର ଖବର

ପାଞ୍ଚ ଦିନ ପାଇଁ ସଂସଦର ସ୍ୱତନ୍ତ୍ର ଅଧିବେଶନ ଡାକିଲେ କେନ୍ଦ୍ର ସରକାର, ଆଗତ ହୋଇପାରେ ୧୦ ଟି ବିଲ୍

August 31, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଏକ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତିରେ କେନ୍ଦ୍ର ସରକାର ସଂସଦର ଏକ ସ୍ୱତନ୍ତ୍ର ଅଧିବେଶନ ଡାକିଛନ୍ତି। ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହଲଦ ଯୋଶୀ ଗୁରୁବାର ଆଜି ଟ୍ୱିଟରରେ ପୋଷ୍ଟ କରିଛନ୍ତି ଯେ, ସଂସଦର ସ୍ୱତନ୍ତ୍ର ଅଧିବେଶନ ୧୮ ରୁ ୨୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଚାଲିବ। ଏଥିରେ ୫ ଟି କାର୍ଯ୍ୟ ଦିବସ ହେବ।

ନୂତନ ସଂସଦରେ ସ୍ୱତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେବ। ସୂଚନାନୁସାରେ, ଏହି ଅଧିବେଶନରେ ୧୦ ରୁ ଅଧିକ ଗୁରୁତ୍ୱପୂର୍ଣ୍ଣ ବିଲ୍ ଆଗତ କରାଯିବ। ବିଲ୍ ଯୋଗୁଁ ଏକ ସ୍ୱତନ୍ତ୍ର ଅଧିବେଶନ ଡକାଯାଉଛି। ପ୍ରହ୍ଲାଦ ଯୋଶୀ ଲେଖିଛନ୍ତି ଯେ, ମୁଁ ଅମୃତ କାଳ ମଧ୍ୟରେ ସଂସଦରେ ଏକ ଅର୍ଥପୂର୍ଣ୍ଣ ଆଲୋଚନା ଏବଂ ବିତର୍କକୁ ଅପେକ୍ଷା କରିଛି।

Special Session of Parliament (13th Session of 17th Lok Sabha and 261st Session of Rajya Sabha) is being called from 18th to 22nd September having 5 sittings. Amid Amrit Kaal looking forward to have fruitful discussions and debate in Parliament.

ಸಂಸತ್ತಿನ ವಿಶೇಷ ಅಧಿವೇಶನವನ್ನು… pic.twitter.com/k5J2PA1wv2

— Pralhad Joshi (@JoshiPralhad) August 31, 2023

ମୌସୁମୀ ଅଧିବେଶନରେ ଏକ ବଡ଼ ଧରଣର ହଙ୍ଗମା ଦେଖାଦେଇଥିଲା:

ପ୍ରକାଶ ଯେ, ସଂସଦର ମୌସୁମୀ ଅଧିବେଶନ ୨୦ ଜୁଲାଇରୁ ୧୧ ଅଗଷ୍ଟ ପର୍ଯ୍ୟନ୍ତ ଚାଲିଥିଲା। ଏହି ସମୟ ମଧ୍ୟରେ ମଣିପୁର ହିଂସାକୁ ନେଇ ଉଭୟ ଗୃହରେ ଅନେକ ହଙ୍ଗମା ହୋଇଥିଲା। ମଣିପୁର ପ୍ରସଙ୍ଗ ଏବଂ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିବୃତ୍ତି ଉପରେ ଆଲୋଚନା ଦାବିରେ ବିରୋଧୀ ଦଳ ଗୃହରେ ହଙ୍ଗମା ସୃଷ୍ଟି କରିଥିଲେ।

କେନ୍ଦ୍ର ସରକାର ସଂସଦ ସ୍ୱତନ୍ତ୍ର ଅଧିବେଶନ
Share. Facebook Twitter LinkedIn Email WhatsApp Copy Link

Related Posts

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026
Latest News

ମୁଖ୍ୟମନ୍ତ୍ରୀଙ୍କୁ ବିଶ୍ୱ ଆଥଲେଟିକ୍ସ ଚମ୍ପିଅନସିପ୍ ର ପତାକା ପ୍ରଦାନ କଲେ ସୂର୍ଯ୍ୟବଂଶୀ ସୂରଜ

April 5, 2026

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.