ନୂଆଦିଲ୍ଲୀ: କଂଗ୍ରେସ ସଂସଦୀୟ ଦଳର ସଭାପତି ସୋନିଆ ଗାନ୍ଧୀଙ୍କୁ ଦିଲ୍ଲୀର ସାର୍ ଗଙ୍ଗାରାମ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନିକଟ ସୂତ୍ର ଅନୁଯାୟୀ, ତାଙ୍କର ସାମାନ୍ୟ ଜ୍ୱରର ଲକ୍ଷଣ ରହିଛି। ବର୍ତ୍ତମାନ ସେ ଡାକ୍ତରଙ୍କ ତତ୍ତ୍ଵାବଧାନରେ ଅଛନ୍ତି ଏବଂ ତାଙ୍କ ସ୍ୱାସ୍ଥ୍ୟ ସ୍ଥିର ରହିଛି। ସୋନିଆ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି
Putin Pays Tribute at Rajghat: ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି ପୁଟିନ୍December 5, 2025