Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଂସଦର ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ସେପ୍ଟେମ୍ବର ୫ରେ ଇଣ୍ଡିଆ ସାଂସଦଙ୍କ ବୈଠକ ଡାକିଲେ ଖଡଗେ
ଆଜିର ଖବର

ସଂସଦର ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ ସେପ୍ଟେମ୍ବର ୫ରେ ଇଣ୍ଡିଆ ସାଂସଦଙ୍କ ବୈଠକ ଡାକିଲେ ଖଡଗେ

September 3, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
ପେପର୍ ଲିକ୍ ପ୍ରସଙ୍ଗ: ମୋଦି ସରକାରଙ୍କ ସମ୍ମୁଖରେ ଏହି ସର୍ତ୍ତ ରଖିଲା କଂଗ୍ରେସ
ପେପର୍ ଲିକ୍ ପ୍ରସଙ୍ଗ: ମୋଦି ସରକାରଙ୍କ ସମ୍ମୁଖରେ ଏହି ସର୍ତ୍ତ ରଖିଲା କଂଗ୍ରେସ

ନୂଆଦିଲ୍ଲୀ: ସଂସଦର ସ୍ୱତନ୍ତ୍ର ଅଧିବେଶନ ପୂର୍ବରୁ କଂଗ୍ରେସ ଅଧ୍ୟକ୍ଷ ତଥା ରାଜ୍ୟସଭାରେ ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖଡଗେ ସେପ୍ଟେମ୍ବର ୫ରେ ଇଣ୍ଡିଆ ମେଣ୍ଟର ସାଂସଦମାନଙ୍କୁ ନେଇ ଏକ ବୈଠକ ଡକାଇଛନ୍ତି।

ସେପ୍ଟେମ୍ବର ୧୮ରୁ ୨୨ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ସ୍ୱତନ୍ତ୍ର ଅଧିବେଶନ ପାଇଁ ବିରୋଧୀ ଦଳମାନେ ରଣନୀତି ସ୍ଥିର କରିବେ ବୋଲି ସୂତ୍ରରୁ ପ୍ରକାଶ। ଖଡଗେ ତାଙ୍କ ରାଜାଜୀ ମାର୍ଗ ସ୍ଥିତ ବାସଭବନରେ ଏହି ବୈଠକ ଡାକିଛନ୍ତି। ସଂସଦର ପାଞ୍ଚ ଦିନିଆ ସ୍ୱତନ୍ତ୍ର ଅଧିବେଶନର କାର୍ଯ୍ୟସୂଚୀ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ।

ବିରୋଧୀ ଇଣ୍ଡିଆ ମେଣ୍ଟ ପରସ୍ପର ସହ ମିଶି କାମ କରୁଛି ଏବଂ ୨୦୨୪ ଲୋକସଭା ନିର୍ବାଚନ ସହିତ ବିଭିନ୍ନ କ୍ଷେତ୍ରରେ ଏକଜୁଟ ହୋଇ ବିଜେପିକୁ ମୁକାବିଲା କରିବାକୁ ଯୋଜନା କରୁଛି। ନିକଟରେ ସଂସଦର ମୌସୁମୀ ଅଧିବେଶନରେ ମଧ୍ୟ ଏହି ମେଣ୍ଟ ଏକାଠି କାର୍ଯ୍ୟ କରିଛି।

ଇଣ୍ଡିଆ ମେଣ୍ଟ ମଲ୍ଲିକାର୍ଜୁନ ଖଡଗେ ସଂସଦ ସ୍ୱତନ୍ତ୍ର ଅଧିବେଶନ
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026
Latest News

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.