Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଟିମ୍ ଇଣ୍ଡିଆରେ ସହିତ ଯୋଗଦେବେ କେ.ଏଲ୍ ରାହୁଲ, ସୁପର -୪ ମ୍ୟାଚ୍ ପାଇଁ ହେବେ ଉପଲବ୍ଧ
ଆଜିର ଖବର

ଆଜି ଟିମ୍ ଇଣ୍ଡିଆରେ ସହିତ ଯୋଗଦେବେ କେ.ଏଲ୍ ରାହୁଲ, ସୁପର -୪ ମ୍ୟାଚ୍ ପାଇଁ ହେବେ ଉପଲବ୍ଧ

September 5, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଗତକାଲି ୨୦୨୩ ଏସିଆ କପରେ ଭାରତ ଏବଂ ନେପାଳ ମଧ୍ୟରେ ମ୍ୟାଚ୍ ଖେଳାଯାଇଥିଲା। ଭାରତୀୟ ଦଳ ଡିଏଲ ପଦ୍ଧତିରେ ନେପାଳକୁ ୧୦ ୱିକେଟରେ ପରାସ୍ତ କରି ସୁପର-୪ ରେ ସ୍ଥାନ ପକ୍କା କରିଛି। ତେବେ ଇତି ମଧ୍ୟରେ ଟିମ୍ ଇଣ୍ଡିଆ ପାଇଁ ଏକ ଖୁସି ଖବର ଆସିଛି। କେ.ଏଲ୍ ରାହୁଲ ଆଜି ଶ୍ରୀଲଙ୍କାରେ ଟିମ୍ ଇଣ୍ଡିଆ ଶିବିରରେ ଯୋଗଦେବେ। ସେ ସୁପର- ୪ ମ୍ୟାଚ୍ ପାଇଁ ଉପଲବ୍ଧ ହେବେ।

ପ୍ରକାଶ ଯୋଗ୍ୟ ଯେ, କେ.ଏଲ୍ ରାହୁଲ ଫିଟନେସ୍ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ତାଙ୍କ ଆଘାତରୁ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇଯାଇଛନ୍ତି। ବିଶ୍ୱକପ ପାଇଁ ରାହୁଲଙ୍କ ଚୟନ ମଧ୍ୟ ସ୍ଥିର ହୋଇଛି।

କେଏଲ ରାହୁଲ ଭାରତ-ପାକ୍ ମ୍ୟାଚ୍ ଖେଳିପାରନ୍ତି:

୨୦୨୩ ଏସିଆ କପ୍ ର ସୁପର -୪ ରାଉଣ୍ଡରେ ସେପ୍ଟେମ୍ବର ୧୦ ତାରିଖରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ୍ ଖେଳାଯିବ। ଏହି ମ୍ୟାଚରେ କେ.ଏଲ୍ ରାହୁଲ ମଧ୍ୟ ଖେଳିପାରନ୍ତି।

କେ.ଏଲ୍ ରାହୁଲ ଟିମ୍ ଇଣ୍ଡିଆ ଶ୍ରୀଲଙ୍କା ସୁପର-୪ ମ୍ୟାଚ୍
Share. Facebook Twitter LinkedIn Email WhatsApp Copy Link

Related Posts

ପୁଣି ଜନ୍ତରମନ୍ତରଠାରେ ଆନ୍ଦୋଳନ କରିବ ସିଜେପି

October 9, 2026

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି: ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେଲେ ବିରୋଧୀ ନେତା

October 9, 2026

୨ କଲରାପତରିଆ ଛାଲ ଜବତ, ୬ ଗିରଫ

October 9, 2026

୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ

October 9, 2026
Latest News

ପୁଣି ଜନ୍ତରମନ୍ତରଠାରେ ଆନ୍ଦୋଳନ କରିବ ସିଜେପି

October 9, 2026

ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବି: ରାଷ୍ଟ୍ରପତିଙ୍କ ଦ୍ୱାରସ୍ଥ ହେଲେ ବିରୋଧୀ ନେତା

October 9, 2026

୨ କଲରାପତରିଆ ଛାଲ ଜବତ, ୬ ଗିରଫ

October 9, 2026

ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲା: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଛାନ୍‌ଭିନ୍‌

October 9, 2026

ଓଆଇଏସ୍ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନ: ସଠିକ୍‌, ଶୀଘ୍ର ଓ ସରଳତା

October 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.