Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମନିକଣ୍ଟ୍ରୋଲ୍ କୁ ଭାରତର ଜି-୨୦ ଅଧ୍ୟକ୍ଷତା ସମ୍ବନ୍ଧିତ ବିଭିନ୍ନ ବିଷୟ ଉପରେ ମତ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ମନିକଣ୍ଟ୍ରୋଲ୍ କୁ ଭାରତର ଜି-୨୦ ଅଧ୍ୟକ୍ଷତା ସମ୍ବନ୍ଧିତ ବିଭିନ୍ନ ବିଷୟ ଉପରେ ମତ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

September 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ମନି କଣ୍ଟ୍ରୋଲ ସହିତ ଏକ ସ୍ୱତନ୍ତ୍ର ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ ଭାରତର ଜି -୨୦ ଅଧ୍ୟକ୍ଷତା ସହ ଜଡିତ ବିଭିନ୍ନ ପ୍ରସଙ୍ଗରେ ନିଜର ମତାମତ ପ୍ରକାଶ କରିଛନ୍ତି।

ଶ୍ରୀ ମୋଦୀ ମନି କଣ୍ଟ୍ରୋଲ ସହିତ ଆଲୋଚନା ସମୟରେ ଭାରତର ବିଶ୍ବସ୍ତରୀୟ ଭୂମିକା ଏବଂ ଭୌଗୋଳିକ ରାଜନୀତିର ଆହ୍ବାନ, ବିଶ୍ୱସନୀୟ ବିଶ୍ୱ ପ୍ରତିଷ୍ଠାନଗୁଡ଼ିକର ଗୁରୁତ୍ୱ ବିଷୟରେ ମଧ୍ୟ ନିଜର ମତାମତ ପ୍ରକାଶ କରିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ ସାକ୍ଷାତକାର ବିଷୟରେ ମନି କଣ୍ଟ୍ରୋଲର ଟ୍ବିଟର ପୋଷ୍ଟର ପ୍ରତିକ୍ରିୟାରେ ଶ୍ରୀ ମୋଦୀ ଏକ ଟ୍ବିଟର ପୋଷ୍ଟରେ କହିଛନ୍ତି;

@Moneycontrolcom ସହିତ ଏହି ସାକ୍ଷାତକାରରେ ଭାରତର ଜି -୨୦ ଅଧ୍ୟକ୍ଷତା, ବିଶ୍ବର କଲ୍ୟାଣ ପାଇଁ ଭାରତର ଦୃଷ୍ଟିକୋଣ, ଆମର ବିକାଶ ପଦକ୍ଷେପ ଏବଂ ଅନ୍ୟାନ୍ୟ ବିଷୟ ଉପରେ ମୋର ଚିନ୍ତାଧାରା ପ୍ରକାଶ କରିଛି।

@Moneycontrolcom ଜି -୨୦ ଅଧ୍ୟକ୍ଷତା ଭାରତ ମନି କଣ୍ଟ୍ରୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ, ଟିଏମସି କର୍ମୀ କରିଥିବା ଅଭିଯୋଗ

August 5, 2025

ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ଦେହାନ୍ତ

August 5, 2025

ଅଗଷ୍ଟ ୧୫ ପୂର୍ବରୁ ଲାଲକିଲ୍ଲାର ସୁରକ୍ଷାରେ ବଡ଼ ତ୍ରୁଟି: ପାଞ୍ଚ ବାଂଲାଦେଶୀ ଗିରଫ, ଅନେକ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ

August 5, 2025

ଟିମ୍ ଇଣ୍ଡିଆର ଶେଷ ହେଲା ଇଂଲଣ୍ଡ ଗସ୍ତ, ଏବେ କେବେ ଏବଂ କାହା ସହିତ ମ୍ୟାଚ୍ ହେବ? ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

August 5, 2025
Latest News

ବିଜେପି ନେତା ଶୁଭେନ୍ଦୁ ଅଧିକାରୀଙ୍କ ଗାଡ଼ି ଉପରକୁ ଆକ୍ରମଣ, ଟିଏମସି କର୍ମୀ କରିଥିବା ଅଭିଯୋଗ

August 5, 2025

ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ଦେହାନ୍ତ

August 5, 2025

ଅଗଷ୍ଟ ୧୫ ପୂର୍ବରୁ ଲାଲକିଲ୍ଲାର ସୁରକ୍ଷାରେ ବଡ଼ ତ୍ରୁଟି: ପାଞ୍ଚ ବାଂଲାଦେଶୀ ଗିରଫ, ଅନେକ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ

August 5, 2025

ଟିମ୍ ଇଣ୍ଡିଆର ଶେଷ ହେଲା ଇଂଲଣ୍ଡ ଗସ୍ତ, ଏବେ କେବେ ଏବଂ କାହା ସହିତ ମ୍ୟାଚ୍ ହେବ? ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

August 5, 2025

ଏନଡିଏ ସଂସଦୀୟ ଦଳ ବୈଠକ: ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ, ପହଲଗାମରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.